Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରୁ ଚିହ୍ନଟ ହେଲେ ଆଉଜଣେ ଆକ୍ରାନ୍ତ : ନୟାଗଡ ଛୁଇଁଲା କରୋନା
ଆଜିର ଖବର

ରାଜ୍ୟରୁ ଚିହ୍ନଟ ହେଲେ ଆଉଜଣେ ଆକ୍ରାନ୍ତ : ନୟାଗଡ ଛୁଇଁଲା କରୋନା

May 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ଜଣେ କରୋନା ଆକ୍ରାନ୍ତ । ଏହା ସହିତ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 289ରେ ପହଞ୍ଚିଛି । ବର୍ତ୍ତମାନ ପର୍ଯ୍ୟନ୍ତ ଗ୍ରୀନ୍‌ ଜୋନ୍‌ରେ ରହିଥିବା ନୟାଗଡରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ ଜଣଙ୍କ 40 ବର୍ଷର ପୁରୁଷ ଏବଂ ସେ ନିକଟରେ ସୁରତରୁ ଫେରି କ୍ବାରେଣ୍ଟାଇନ୍‌ରେ ଥିଲେ । ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 289ରେ ପହଞ୍ଚିଥିବା ବେଳେ ତାମଧ୍ୟରୁ 68 ଜଣ ସୁସ୍ଥ ହେଇଛନ୍ତି ଏବଂ ଦୁଇ ଜଣଙ୍କର ପ୍ରାଣହାନି ଘଟିଛି ।

covid19 nayagarh
Share. Facebook Twitter LinkedIn Email WhatsApp Copy Link

Related Posts

ଭତ୍ତା ପାଣ୍ଠିରୁ ୧୨.୩୦ ଲକ୍ଷ ହେରଫେର ଅଭିଯୋଗ: ପଞ୍ଚାୟତ ନିର୍ବାହୀ ଅଧିକାରୀ ଗିରଫ

June 2, 2026

ଖାନ ସାରଙ୍କ କୋଚିଂ ସେଣ୍ଟର ବାହାରେ ଗୁଳିକାଣ୍ଡ

June 2, 2026

ରୁଦ୍ରମ୍-୨ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

June 2, 2026

ବୈଷୟିକ ଶିକ୍ଷାରେ ବଢିଲା ସରଂକ୍ଷଣ

June 2, 2026
Latest News

ଭତ୍ତା ପାଣ୍ଠିରୁ ୧୨.୩୦ ଲକ୍ଷ ହେରଫେର ଅଭିଯୋଗ: ପଞ୍ଚାୟତ ନିର୍ବାହୀ ଅଧିକାରୀ ଗିରଫ

June 2, 2026

ଖାନ ସାରଙ୍କ କୋଚିଂ ସେଣ୍ଟର ବାହାରେ ଗୁଳିକାଣ୍ଡ

June 2, 2026

ରୁଦ୍ରମ୍-୨ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

June 2, 2026

ବୈଷୟିକ ଶିକ୍ଷାରେ ବଢିଲା ସରଂକ୍ଷଣ

June 2, 2026

ଲୋଖଣ୍ଡେ ପ୍ରଶାନ୍ତ ସୀତାରାମ ହେଲେ ସିବିଏସଇର ନୂତନ ଅଧ୍ୟକ୍ଷ

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.