Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସରୁନି ପ୍ରବାସୀଙ୍କ ଦୁଃଖ: ସାଇକେଲରେ ରେଢାଖୋଲରୁ ଯାଉଛନ୍ତି ପଶ୍ଚିମବଙ୍ଗ
ଆଜିର ଖବର

ସରୁନି ପ୍ରବାସୀଙ୍କ ଦୁଃଖ: ସାଇକେଲରେ ରେଢାଖୋଲରୁ ଯାଉଛନ୍ତି ପଶ୍ଚିମବଙ୍ଗ

May 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା

ରେଢାଖୋଲ: ସାରା ଦେଶରେ କରୋନା ପାଇଁ ଲକ୍ ଡାଉନ୍ ଚାଲିଥିବା ବେଳେ ରେଢାଖୋଲରେ କାମ କରିବାକୁ ଆସିଥିବା କିଛି ବଙ୍ଗାଳୀ ଲୋକ ଆଜି ସାଇକେଲରେ ପଶ୍ଚିମବଙ୍ଗ ଯାତ୍ରା କରିଛନ୍ତି।

ପ୍ରକାଶ ଯେ ବହୁମାସ ହେଲା ସେମାନେ ରେଢାଖୋଲରେ ଏକ ବ୍ରିଜ୍ କାମରେ ନିୟୋଜିତ ଥିଲେ। ଲକ୍ ଡାଉନ୍ ଯୋଗୁଁ ସେମାନେ ଘରକୁ ଫେରିପାରି ନ ଥିଲେ  ବୋଲି ଆମ ପ୍ରତିନିଧିଙ୍କ ଠାରେ ପ୍ରକାଶ କରିଛନ୍ତି। ଏମିତି ବହୁ ଶ୍ରମିକ ରେଢାଖୋଲ ଅଂଚଳରେ ପଶ୍ଚିମବଙ୍ଗରୁ ଆସି ଫସିରହିଥିଲେ ମଧ୍ୟ ସେମାନେ ଘରକୁ ଫେରିପାରୁନାହାନ୍ତି। ପଶ୍ଚିମବଙ୍ଗ ସରକାର ଏମାନଙ୍କୁ ନିଜ ରାଜ୍ୟକୁ ଫେରାଇ ନେବାର କୌଣସି ଉଦ୍ୟମ କରିନଥିବାବେଳେ ସେମାନେ ସାଇକେଲ୍‌ରେ ନିଜ ରାଜ୍ୟକୁ ବାହୁଡିବା ପାଇଁ ପ୍ରସ୍ତୁତି ଆରମ୍ଭକରିଛନ୍ତି। ସାଇକେଲରେ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଧରି ବାହାରିଛନ୍ତି ପଶ୍ଚିମବଙ୍ଗ। ଏପରି ସମୟରେ ଏହି ପ୍ରବାସୀମାନଙ୍କୁ ନିଜ ରାଜ୍ୟକୁ ଫେରାଇ ନେବା ପାଇଁ ପଶ୍ଚିମବଙ୍ଗ ସରକାର ଉଦ୍ୟମ କରିବା ଜରୁରୀ।

ପଶ୍ଚିମବଙ୍ଗ ପ୍ରବାସୀ ରେଢାଖୋଲ
Share. Facebook Twitter LinkedIn Email WhatsApp Copy Link

Related Posts

ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଟକଳ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

March 31, 2026

ଆଜି ରାଜରାଜେଶ୍ଵରୀ ବେଶରେ ଦର୍ଶନ ଦେବେ କାକଟପୁରବାସିନୀ ମା’ ମଙ୍ଗଳା: ଜାଣନ୍ତୁ ନୀତିକାନ୍ତି

March 31, 2026

‘ଅନ୍ତ୍ୟୋଦୟ ଗୃହ ଯୋଜନା’ ର ଏକ ବର୍ଷ ପୂର୍ତ୍ତି: ସମସ୍ତ ହିତାଧିକାରୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

March 31, 2026

କୋରାପୁଟ ସ୍ଥିତ ସୀମା ସୁରକ୍ଷା ବଳର ହୀରକ ଜୟନ୍ତୀ ପାଳିତ

March 31, 2026
Latest News

ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଟକଳ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

March 31, 2026

ଆଜି ରାଜରାଜେଶ୍ଵରୀ ବେଶରେ ଦର୍ଶନ ଦେବେ କାକଟପୁରବାସିନୀ ମା’ ମଙ୍ଗଳା: ଜାଣନ୍ତୁ ନୀତିକାନ୍ତି

March 31, 2026

‘ଅନ୍ତ୍ୟୋଦୟ ଗୃହ ଯୋଜନା’ ର ଏକ ବର୍ଷ ପୂର୍ତ୍ତି: ସମସ୍ତ ହିତାଧିକାରୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

March 31, 2026

କୋରାପୁଟ ସ୍ଥିତ ସୀମା ସୁରକ୍ଷା ବଳର ହୀରକ ଜୟନ୍ତୀ ପାଳିତ

March 31, 2026

ହୋଟେଲ ଲାଇଫ୍ ଠାରେ ‘ବ୍ୟାମ୍ବୁ ଫରୱାର୍ଡ ସମିଟ୍- ଫ୍ରମ୍ ଗ୍ରାଉଣ୍ଡ ଟୁ ଗ୍ରୋଥ୍’ ଅନୁଷ୍ଠିତ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.