Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଲାଙ୍ଗୀରର ମିଶନ ଶକ୍ତି ସମାବେଶରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ବଲାଙ୍ଗୀରର ମିଶନ ଶକ୍ତି ସମାବେଶରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

March 6, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
cm joins mission shakti meeting in balangir
cm joins mission shakti meeting in balangir

ବଲାଙ୍ଗୀର ଜିଲ୍ଲା ପଥରଚେପାଠାରେ ଆୟୋଜିତ ମିଶନ ଶକ୍ତି ସମାବେଶରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉପସ୍ଥିତ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାଙ୍କୁ ସମ୍ବୋଧିତ କରିଥିଲେ ମୁଖ୍ୟମନ୍ତ୍ରୀ। ମିଶନ ଶକ୍ତିରେ ସଶକ୍ତ ହୋଇଥିବା ମହିଳାମାନଙ୍କୁ ସେମାନଙ୍କୁ ସଫଳତା ସକାଶେ ଅଭିନନ୍ଦନ ଜଣାଇବା ସହ କାର୍ଯ୍ୟକ୍ରମରେ ସାମିଲ୍‌ ହୋଇଥିବା ଅଗଣିତ ମହିଳାଙ୍କୁ ଧନ୍ୟବାଦ ଜଣାଇଥିଲେ ସେ। ୨୦୦୧ ମସିହାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମ ଏବେ ୧୮ ବର୍ଷ ମଧ୍ୟରେ ଅନେକ ମହିଳାଙ୍କୁ ନିଜ ଗୋଡ଼ରେ ଛାଡ଼ି ହେବା ଶିଖାଇଛି। ୭ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀର ଆଜି ୭୦ ଲକ୍ଷ ମହିଳା ସଶକ୍ତ। ସେମାନଙ୍କୁ ରାଜ୍ୟ ସରକାର ବିନା ସୁଧରେ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ, ଡିଜିଟାଲ୍‌ ସଶକ୍ତିକରଣ ସହାୟତା, ବ୍ଲକସ୍ତରୀୟ ମହାସଂଘ ପାଇଁ ସହାୟତା ପ୍ରଦାନ କରୁଛନ୍ତି। ପ୍ରତି ପଞ୍ଚାୟତରେ ମିଶନ ଶକ୍ତି ଗୃହ ନିର୍ମାଣ ଆଦି ହୋଇପାରିଛି।

missionshakti thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ମମତା ବାନାର୍ଜୀଙ୍କୁ ବଡ଼ ଝଟକା: ଫାଲଟା ଆସନରେ ନିର୍ବାଚନ ଲଢିବାକୁ ମନା କଲେ ଟିଏମସି ପ୍ରାର୍ଥୀ

May 19, 2026

ଆସନ୍ତାକାଲି ଦେଶବ୍ୟାପୀ ସମସ୍ତ ଔଷଧ ବ୍ୟବସାୟ ପ୍ରତିଷ୍ଠାନ ଗୁଡିକର ଏକଦିନିଆ ବନ୍ଦ ଡାକରା

May 19, 2026

ନବୀନ ନିବାସରେ ବିଲୁଆ ଓ ଶାଳିଆପତନି, ନନ୍ଦନକାନନ ଅଧିକାରୀ କଲେ କାବୁ

May 19, 2026

ଭାରତରେ ଖେଳାଯିବ ବିଗ୍ ବ୍ୟାସ୍ ଲିଗ୍: ଜାଣନ୍ତୁ କେବେ ଏବଂ କେଉଁଠାରେ ହେବ ମ୍ୟାଚ୍

May 19, 2026
Latest News

ମମତା ବାନାର୍ଜୀଙ୍କୁ ବଡ଼ ଝଟକା: ଫାଲଟା ଆସନରେ ନିର୍ବାଚନ ଲଢିବାକୁ ମନା କଲେ ଟିଏମସି ପ୍ରାର୍ଥୀ

May 19, 2026

ଆସନ୍ତାକାଲି ଦେଶବ୍ୟାପୀ ସମସ୍ତ ଔଷଧ ବ୍ୟବସାୟ ପ୍ରତିଷ୍ଠାନ ଗୁଡିକର ଏକଦିନିଆ ବନ୍ଦ ଡାକରା

May 19, 2026

ବ୍ରହ୍ମପୁରରେ ଦୁଇ ଯୁବକ ଯୁବତୀଙ୍କୁ ମରଣାନ୍ତକ ଆକ୍ରମଣ ମାମଲା: ରାଜ୍ୟ ସରକାରକୁ ଘେରିଲେ ନବୀନ

May 19, 2026

ନବୀନ ନିବାସରେ ବିଲୁଆ ଓ ଶାଳିଆପତନି, ନନ୍ଦନକାନନ ଅଧିକାରୀ କଲେ କାବୁ

May 19, 2026

ଭାରତରେ ଖେଳାଯିବ ବିଗ୍ ବ୍ୟାସ୍ ଲିଗ୍: ଜାଣନ୍ତୁ କେବେ ଏବଂ କେଉଁଠାରେ ହେବ ମ୍ୟାଚ୍

May 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.