Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିକିତ୍ସାଧୀନ ମା’ଙ୍କ ମୃତ୍ୟୁରେ ମ୍ରିୟମାଣ ହୋଇ ଡାକ୍ତରଖାନାରେ ଜୀବନ ହାରିଲା ଝିଅ
ଆଜିର ଖବର

ଚିକିତ୍ସାଧୀନ ମା’ଙ୍କ ମୃତ୍ୟୁରେ ମ୍ରିୟମାଣ ହୋଇ ଡାକ୍ତରଖାନାରେ ଜୀବନ ହାରିଲା ଝିଅ

May 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦୁନିଆର ସବୁଠୁ ନିରାପଦ ସ୍ଥାନ ହେଉଛି ମା’ର କୋଳ। ମା’ର ହାତ ମୁଣ୍ଡ ଉପରୁ ଚାଲିଗଲେ ମଣିଷ ଅସହାୟ ପାଲଟିଯାଏ। ମା’ ଆଉ ସନ୍ତାନର ସମ୍ପର୍କ ଅନନ୍ୟ। ମା ପାଇଁ ଜଣେ ସନ୍ତାନ ଆତ୍ମହତ୍ୟା କରିଥିବା ଭଳି ଏକ ଅଭାବନୀୟ ଘଟଣା ଶୁଣିବାକୁ ମିଳିଛି । ମା’ର ମୃତ୍ୟୁଖବର ସହ୍ୟ କରିନପାରି ଜଣେ ଯୁବତୀ ନିଜ ଜୀବନ ଶେଷ କରିଦେଇଛି ।

ମିଳିଥିବା ସୂଚନା ଅନୁସାରେ ଦେଶର ରାଜଧାନୀ ଦିଲ୍ଲୀର ଏମ୍‌ସ୍‌ଠାରେ 23 ବର୍ଷୀୟ ଜଣେ ଯୁବତୀ ମା’ଙ୍କ ମୃତ୍ୟ ଖବରକୁ ସହି ନପାରି ଆତ୍ମହତ୍ୟା କରିଛନ୍ତି।  ଯୁବତୀଙ୍କ ମା’ଙ୍କ କ୍ୟାନସରରେ ପୀଡିତ ଥିବାବେଳେ ଦିଲ୍ଲୀ ଏମ୍‌ସରେ ଚିକିତ୍ସାଧୀନ ରହିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମା’ଙ୍କର ମୃତ୍ୟୁ ହୋଇଥିଲା। ମାଙ୍କ ମୃତ୍ୟୁ ଖବରକୁ ସହ୍ୟ କରି ନପାରି ଶୁକ୍ରବାର ଦିନ ବିଳମ୍ବିତ ରାତ୍ରିରେ ଯୁବତୀ ଜଣକ ଆତ୍ମହତ୍ୟା କରିଥିବାର ସୂଚନା ରହିଛି। ଶନିବାର ସକାଳୁ କର୍ମଚାରୀମାନେ ଏମ୍‌ସର ଛାତ ଉପରେ ଯୁବତୀଙ୍କ ଶବ ପଡିଥିବାର ଦେଖିଥିଲେ। ପୋଲିସ୍‌ ଶବକୁ ଜବତ କରି ଏହି ଘଟଣାର ତଦନ୍ତ ଆରମ୍ଭ କରିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ତାମିଲନାଡୁରେ କିପରି ସରକାର ଗଠନ କରିବ ଟିଭିକେ?: ଜାଣନ୍ତୁ ୩ ଟି ବିକଳ୍ପ

May 5, 2026

ଇରାନର ଡ୍ରୋନ୍ ଆକ୍ରମଣରେ ତିନି ଭାରତୀୟ ଆହତ: ଭାରତର ଚେତାବନୀ, ନିନ୍ଦା କଲେ ପ୍ରଧାନମନ୍ତ୍ରୀ

May 5, 2026

ବଙ୍ଗଳାରେ ବିଜେପିର ବିଜୟ ବିଷୟରେ LSG ମାଲିକଙ୍କ ବଡ ବୟାନ: ଭାଇରାଲ ହେଲା ପୋଷ୍ଟ

May 5, 2026

ବଙ୍ଗଳାରେ କିପରି ଭୁଶୁଡ଼ି ପଡ଼ିଲା ମମତା ବାନାର୍ଜୀଙ୍କ ଦୁର୍ଗ?: ଜାଣନ୍ତୁ ଏହି ପାଞ୍ଚଟି ପ୍ରମୁଖ କାରଣ

May 5, 2026
Latest News

ତାମିଲନାଡୁରେ କିପରି ସରକାର ଗଠନ କରିବ ଟିଭିକେ?: ଜାଣନ୍ତୁ ୩ ଟି ବିକଳ୍ପ

May 5, 2026

ଇରାନର ଡ୍ରୋନ୍ ଆକ୍ରମଣରେ ତିନି ଭାରତୀୟ ଆହତ: ଭାରତର ଚେତାବନୀ, ନିନ୍ଦା କଲେ ପ୍ରଧାନମନ୍ତ୍ରୀ

May 5, 2026

ବଙ୍ଗଳାରେ ବିଜେପିର ବିଜୟ ବିଷୟରେ LSG ମାଲିକଙ୍କ ବଡ ବୟାନ: ଭାଇରାଲ ହେଲା ପୋଷ୍ଟ

May 5, 2026

ବଙ୍ଗଳାରେ କିପରି ଭୁଶୁଡ଼ି ପଡ଼ିଲା ମମତା ବାନାର୍ଜୀଙ୍କ ଦୁର୍ଗ?: ଜାଣନ୍ତୁ ଏହି ପାଞ୍ଚଟି ପ୍ରମୁଖ କାରଣ

May 5, 2026

ରଥଖଳାରୁ : ସାରିଲା ନାହାକା ଚକ କାମ

May 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.