Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିକ୍କିମ୍‌ ସୀମାରେ ପରସ୍ପର ସହିତ ଲଢିଲେ ଭାରତ ଏବଂ ଚୀନ୍‌ ସେନା : 11 ଆହତ
ଆଜିର ଖବର

ସିକ୍କିମ୍‌ ସୀମାରେ ପରସ୍ପର ସହିତ ଲଢିଲେ ଭାରତ ଏବଂ ଚୀନ୍‌ ସେନା : 11 ଆହତ

May 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗାଙ୍ଗଟକ୍‌ : ସିକ୍କିମ୍‌ ସୀମାରେ ଭାରତ ଏବଂ ଚୀନ୍‌ ସୈନିକଙ୍କ ମଧ୍ୟରେ ଝଗଡା ଲାଗିଛି । ରବିବାର ଲାଗିଥିବା ଏହି ଝଗଡାରେ ଉଭୟ ପକ୍ଷର ପ୍ରାୟ 11 ଜଣ ଯବାନ ଆହତ ହୋଇଛନ୍ତି । ରବିବାର କୌଣସି କାରଣରୁ ଉଭୟ ପକ୍ଷଙ୍କ ମଧ୍ୟରେ ଝଗଡା ଲାଗିବା କାରଣରୁ 4 ଜଣ ଭାରତୀୟ ଯବାନ ଏବଂ 7 ଜଣ ଚୀନ୍‌ ଯବାନ ଆହତ ହୋଇଛନ୍ତି । ନାକୁ ଲା ନିୟନ୍ତ୍ରଣ ରେଖା ନିକଟରେ ଉଭୟ ପକ୍ଷର ବରିଷ୍ଠ ଅଧିକାରୀଙ୍କ ମଧ୍ୟରେ କଥା କଟାକଟି ହେବା ପରେ ଏହି ଝଗଡା ଆରମ୍ଭ ହୋଇଥିଲା । 5 ହଜାର ମିଟରର ଏହି ନିୟନ୍ତ୍ରଣ ରେଖାରେ ଉଭୟ ପକ୍ଷର ସେନା ପରସ୍ପର ସହିତ ଲଢେଇ କରିବା ସହିତ ହାତହାତି ଯାଏଁ କଥା ଯାଇଥିଲା । ପ୍ରାୟ 150ରୁ ଅଧିକ ସେନା ପରସ୍ପର ସହିତ ଲଢେଇ କରିଥିଲେ । ଉଲ୍ଳେଖଯୋଗ୍ୟ ଯେ, କିଛିଦିନ ପୂର୍ବରୁ ସ୍ଥଳସେନା ମୁଖ୍ୟ ଏମ୍‌ ଏମ୍‌ ନରାଓ୍ବଣେଙ୍କ ଗସ୍ତ ପରଠାରୁ ଉଭୟ ପକ୍ଷଙ୍କ ମଧ୍ୟରେ ବିବାଦ ଲାଗି ରହିଛି । ନରାଓ୍ବଣେ ସୁକ୍‌ନା, ବିନ୍ନାଗୁରୀ ଏବଂ ପାନାଗଡ ନିୟନ୍ତ୍ରଣ ରେଖା ଭ୍ରମଣ କରିଥିଲେ । 2017 ମସିହାରେ ମଧ୍ୟ ଉଭୟ ପକ୍ଷର ସେନା ପରସ୍ପରକୁ ପଥର ଫିଙ୍ଗି ଆକ୍ରମଣ କରିଥିଲେ ।

china india sikkim
Share. Facebook Twitter LinkedIn Email WhatsApp Copy Link

Related Posts

ଶସ୍ତା ହେଲା ବିମାନ ଟିକେଟ୍ !

June 22, 2026

କତାରର ଶକ୍ତି କେନ୍ଦ୍ରରେ ଭୟଙ୍କର ବିସ୍ଫୋରଣ: ୧୩ ମୃତ, ୬୬ ଆହତ; ଭାରତୀୟ ଦୂତାବାସ ଜାରି କଲା ହେଲ୍ପଲାଇନ୍

June 22, 2026

ହ୍ୱାଟ୍ସଆପ୍‌ରେ ଭାରତୀୟ ନେତୃତ୍ୱ! କୁନାଲ ଶାହଙ୍କ ହାତରେ ବିଶ୍ୱର ସବୁଠାରୁ ବଡ଼ ମେସେଜିଂ ପ୍ଲାଟଫର୍ମର ଦାୟିତ୍ୱ

June 22, 2026

‘ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ’: ସମନ୍ୱୟ ସମିତି

June 22, 2026
Latest News

ଶସ୍ତା ହେଲା ବିମାନ ଟିକେଟ୍ !

June 22, 2026

କତାରର ଶକ୍ତି କେନ୍ଦ୍ରରେ ଭୟଙ୍କର ବିସ୍ଫୋରଣ: ୧୩ ମୃତ, ୬୬ ଆହତ; ଭାରତୀୟ ଦୂତାବାସ ଜାରି କଲା ହେଲ୍ପଲାଇନ୍

June 22, 2026

ଏଲ୍-ନିନୋ ଚ୍ୟାଲେଞ୍ଜ ମଧ୍ୟରେ ସତର୍କ ଓଡ଼ିଶା: ବିପର୍ଯ୍ୟୟ ପରିଚାଳନାରେ ବଡ଼ ଯୋଜନା

June 22, 2026

ହ୍ୱାଟ୍ସଆପ୍‌ରେ ଭାରତୀୟ ନେତୃତ୍ୱ! କୁନାଲ ଶାହଙ୍କ ହାତରେ ବିଶ୍ୱର ସବୁଠାରୁ ବଡ଼ ମେସେଜିଂ ପ୍ଲାଟଫର୍ମର ଦାୟିତ୍ୱ

June 22, 2026

‘ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ’: ସମନ୍ୱୟ ସମିତି

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.