Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଞ୍ଜାମ ଜିଲ୍ଲା ଗସ୍ତ କଲେ ଡିଜିପି : ପୋଲିସ ସୁରକ୍ଷା ନେଇ ଆଲୋଚନା
ଆଜିର ଖବର

ଗଞ୍ଜାମ ଜିଲ୍ଲା ଗସ୍ତ କଲେ ଡିଜିପି : ପୋଲିସ ସୁରକ୍ଷା ନେଇ ଆଲୋଚନା

May 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର : ରାଜ୍ୟବ୍ୟାପୀ କରୋନା ସଙ୍କଟ ବୃଦ୍ଧି ପାଉଥିବା ବେଳେ ଗଞ୍ଜାମ ଜିଲ୍ଲା ଗସ୍ତ କରିଛନ୍ତି ଡିଜିପି । ଏହି ଗସ୍ତ ସମୟରେ କରୋନା ମୁକାବିଲାକୁ ନେଇ ପୋଲିସର ରଣନୀତି ସମ୍ପର୍କରେ ଆଲୋଚନା କରିଛନ୍ତି ଡିଜିପି ଏବଂ ଡିଆଇଜି । ଗଞ୍ଜାମ ଏବଂ ବ୍ରହ୍ମପୁର ଏସ୍‌ପିଙ୍କ ସହିତ ଆଲୋଚନା କରିଛନ୍ତି ଉଭୟୂ ଡିଜିପି ଏବଂ ଡିଆଇଜି । ଏହାପରେ ଗିରିସୋଲା ଗେଟରେ ଅନ୍ୟାନ୍ୟ ପୋଲିସ୍‌ ଅଧିକାରୀଙ୍କ ସହିତ ମଧ୍ୟ ଆଲୋଚନା କରାଯାଇଥିଲା । ଗର୍ଭବତୀ ମହିଳା ପୋଲିସଙ୍କୁ କର୍ତ୍ତବ୍ୟରୁ ବାଦ ଦେବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏହା ସହିତ ଖରାରେ ଡ୍ୟୁଟି କରୁଥିବା ସମସ୍ତ କର୍ମଚାରୀଙ୍କୁ ଛତା ଏବଂ ଚଷମା ଯୋଗାଇ ଦେବା ପାଇଁ ଡିଜିପି ନିର୍ଦ୍ଦେଶ ଦେଇଥିଲେ । ନିୟମିତ ଭାବରେ ସାମଜିକ ଦୂରତ୍ବକୁ ମାନି କର୍ତ୍ତବ୍ୟ ପାଳନ କରିବା ପାଇଁ ଡିଜିପି ପରାମର୍ଶ ଦେଇଥିଲେ ।

ତେବେ ଏହି ବୈଠକରେ ପୋଲିସ୍ କର୍ମୀଙ୍କ ପକ୍ଷରୁ ମଧ୍ୟ କିଛି ଅଭିଯୋଗ କରାଯାଇଛି । କରୋନା ମହାମାରୀ ସମୟରେ କୌଣସି କର୍ମଚାରୀଙ୍କୁ ସାପ୍ତାହିକ ଛୁଟି ପ୍ରଦାନ କରାଯାଉନାହିଁ । ପିସିଆର ଭ୍ୟାନ୍‌ ଗୁଡିକୁ ନିୟମିତ ସାନିଟାଇଜ୍‌ କରାଯାଉନାହିଁ । ଏହା ସହିତ ନିୟମିତ ଭାବରେ ସାନିଟାଇଜର୍‌ ପ୍ରଦାନ କରାଯାଉନଥିବା ବେଳେ ଆଲକୋହଲ ଯୁକ୍ତ ସ୍ପିରିଟ୍‌ ପ୍ରଦାନ କରାଯାଉନଥିବା ନେଇ ଅଭିଯୋଗ କରାଯାଇଛି ।

corona dgp Ganjam Odisha socialdistancing
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତରେ ସ୍ୱାଭାବିକ ରହିଛି ତୈଳ ଓ ଗ୍ୟାସ ଯୋଗାଣ

April 27, 2026

ଜାପାନରେ ଭୂମିକମ୍ପ

April 27, 2026

ଆଜିର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ

April 27, 2026

ଚିଲିକା ପୁସ୍ତକ ମେଳାର ତୃତୀୟ ଦିବସ: ପୁସ୍ତକପ୍ରେମୀଙ୍କ ଭରପୁର ଉତ୍ସାହ

April 27, 2026
Latest News

ଭାରତରେ ସ୍ୱାଭାବିକ ରହିଛି ତୈଳ ଓ ଗ୍ୟାସ ଯୋଗାଣ

April 27, 2026

ଜାପାନରେ ଭୂମିକମ୍ପ

April 27, 2026

ଆଜିର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ

April 27, 2026

ଚିଲିକା ପୁସ୍ତକ ମେଳାର ତୃତୀୟ ଦିବସ: ପୁସ୍ତକପ୍ରେମୀଙ୍କ ଭରପୁର ଉତ୍ସାହ

April 27, 2026

କିସ୍ ରେ ରାଜ୍ୟସ୍ତରୀୟ ଆଦିବାସୀ ସ୍ୱେଚ୍ଛାସେବୀ ସଶକ୍ତିକରଣ କାର୍ଯ୍ୟକ୍ରମ ଉଦଯାପିତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.