Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲକଡାଉନରେ ଫସିଥିବା ରାଜସ୍ଥାନର 74 ଜଣ ଶ୍ରମିକଙ୍କୁ ଦୁଇଟି ବସରେ ନିଜ ରାଜ୍ୟକୁ ପଠାଇଲା ଶ୍ରମ ବିଭାଗ
ଆଜିର ଖବର

ଲକଡାଉନରେ ଫସିଥିବା ରାଜସ୍ଥାନର 74 ଜଣ ଶ୍ରମିକଙ୍କୁ ଦୁଇଟି ବସରେ ନିଜ ରାଜ୍ୟକୁ ପଠାଇଲା ଶ୍ରମ ବିଭାଗ

May 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
74 nos. Of migrants from Rajasthan bids farewell today in two buses by District Labour Machinery ,Khordha Food,water, sanitisation was provided by District Administration , Khordha

ଭୁବନେଶ୍ବର, ଓଡିଶାରେ ବିଭିନ୍ନ ସ୍ଥାନରେ ଫସିରହିଥିବା ବାହାର ରାଜ୍ୟର ଶ୍ରମିକମାନଙ୍କୁ ଉଦ୍ଧାର କାର୍ଯ୍ୟ କରାଯାଉଛି। ସେମାନଙ୍କୁ ରାଜ୍ୟ ଶ୍ରମ ବିଭାଗର ଅଧିକାରୀମାନେ ଉଦ୍ଧାର କରି ନିଜ ରାଜ୍ୟକୁ ଛାଡିବା ପାଇଁ ଉଦ୍ୟମ କରୁଛନ୍ତି। ସେହି ପରିପ୍ରେକ୍ଷୀରେ ଆଜି ରାଜସ୍ଥାନର 74 ଜଣ ଶ୍ରମିକଙ୍କୁ ଦୁଇଟି ବସରେ ତାଙ୍କ ରାଜ୍ୟକୁ ପଠାଯାଇଛି। ଯିବା ପୂର୍ବରୁ ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯିବା ସହିତ ବସକୁ ସାନିଟାଇଜେସନ ମଧ୍ୟ କରାଯାଇଛି।

ଏଥିସହିତ ସେମାନଙ୍କର ରାସ୍ତାରେ ଆବଶ୍ୟକତା ହେଉଥିବା ବିଭିନ୍ନ ଖାଦ୍ୟ ସାମଗ୍ରୀ ମଧ୍ୟ ଭୁବନେଶ୍ବର ଶ୍ରମ ବିଭାଗ  ଏବଂ ଜିଲ୍ଲା ପ୍ରଶାସନ ତରଫରୁ ପ୍ରଦାନ କରାଯାଇଛି। ପୂର୍ବରୁ ମଧ୍ୟ ଶ୍ରମ ବିଭାଗ ତରଫରୁ କୋଲକାତା, ରାଜସ୍ଥାନ ଏବଂ ବିହାର ପରି ରାଜ୍ୟକୁ ବସ ଯୋଗେ ଶ୍ରମିକଙ୍କୁ ପଠାଯାଇଛି।

 

ପ୍ରବାସୀ ଶ୍ରମିକ
Share. Facebook Twitter LinkedIn Email WhatsApp Copy Link

Related Posts

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026
Latest News

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.