Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ମୁଖ୍ୟମନ୍ତ୍ରୀମାନଙ୍କ ସହିତ ପୁଣି ବୈଠକ କରିବେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଆଜି ମୁଖ୍ୟମନ୍ତ୍ରୀମାନଙ୍କ ସହିତ ପୁଣି ବୈଠକ କରିବେ ପ୍ରଧାନମନ୍ତ୍ରୀ

May 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପୁଣିଥରେ କରୋନା ସଂକଟକୁ ନେଇ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ବୋଲି ଜଣାପଡିଛି । ପ୍ରଧାନମନ୍ତ୍ରୀ ମୋଦି ଲକଡାଉନ୍ 3.0 ପରେ ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଥମ ଥର ପାଇଁ ଆଲୋଚନା କରିବେ। ମୁଖ୍ୟମନ୍ତ୍ରୀ ମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଏହି ବୈଠକ ସୋମବାର ଅପରାହ୍ନ 3 ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି।

ଏପ୍ରିଲ୍ 28 ରେ ପ୍ରଧାନମନ୍ତ୍ରୀ ମୋଦି ଚତୁର୍ଥ ଥର ପାଇଁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ଦେଶରେ କରୋନା ମୁକାବିଲା ପାଇଁ ଲାଗୁ ହୋଇଥିବା ଲକଡାଉନର ଅବଧିକୁ 17 ମଇ ପର୍ଯ୍ୟନ୍ତ ବୃଦ୍ଧି କରିଥିଲେ ।

ମେ‘ 17 ପରେ କରୋନା ସହ ଦେଶ କିପରି ଲଢେଇ କରିବ ତାହା ସମ୍ପର୍କରେ ଚର୍ଚ୍ଚା ହେବ । କରୋନର ସ୍ଥିତି ସଙ୍ଗୀନ୍‌ ଥିବା ସମୟରେ ଆଗାମୀ ରଣନୀତି କିପରି ରହିବେ ସେ ନେଇ ପ୍ରଧାନମନ୍ତ୍ରୀ ସମସ୍ତ ମୁଖ୍ୟମନ୍ତ୍ରୀମାନଙ୍କ ସହିତ ଆଲୋଚନା କରି ନିଷ୍ପତ୍ତି ନେବେ ବୋଲି ଆଶା କରାଯାଉଛି । (ଏଜେନ୍ସି)

corona Lockdown primeminister
Share. Facebook Twitter LinkedIn Email WhatsApp Copy Link

Related Posts

ଅଙ୍ଗଦାନକୁ ପ୍ରୋତ୍ସାହନ ଦେବାକୁ ସରକାରଙ୍କ ନୂଆ ପଦକ୍ଷେପ, ଲଞ୍ଚ ହେଲା ‘ଇ-ଟ୍ରାନ୍ସପ୍ଲାଣ୍ଟ’ ପ୍ଲାଟଫର୍ମ

August 4, 2026

ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି

August 4, 2026

ଆଜି ଅଗଷ୍ଟ 4 ତାରିଖ ମଙ୍ଗଳବାରରେ ଏହି 7ଟି ରାଶିର ବ୍ୟକ୍ତି ହେବେ ମାଲେମାଲ୍

August 4, 2026

ଆସନ୍ତାକାଲି ଏନଡିଏର ‘ମଙ୍ଗଳ ମିଳନ’ ବୈଠକ; ସଂସଦ ରଣନୀତି ଓ ସରକାରୀ ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା

August 3, 2026
Latest News

ଅଙ୍ଗଦାନକୁ ପ୍ରୋତ୍ସାହନ ଦେବାକୁ ସରକାରଙ୍କ ନୂଆ ପଦକ୍ଷେପ, ଲଞ୍ଚ ହେଲା ‘ଇ-ଟ୍ରାନ୍ସପ୍ଲାଣ୍ଟ’ ପ୍ଲାଟଫର୍ମ

August 4, 2026

ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି

August 4, 2026

ଆଜି ଅଗଷ୍ଟ 4 ତାରିଖ ମଙ୍ଗଳବାରରେ ଏହି 7ଟି ରାଶିର ବ୍ୟକ୍ତି ହେବେ ମାଲେମାଲ୍

August 4, 2026

ଆସନ୍ତାକାଲି ଏନଡିଏର ‘ମଙ୍ଗଳ ମିଳନ’ ବୈଠକ; ସଂସଦ ରଣନୀତି ଓ ସରକାରୀ ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା

August 3, 2026

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.