Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଡିପଟୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର : ଘରୋଇ କଳିରୁ ଆତ୍ମହତ୍ୟା ସନ୍ଦେହ
ଆଜିର ଖବର

ବାଡିପଟୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର : ଘରୋଇ କଳିରୁ ଆତ୍ମହତ୍ୟା ସନ୍ଦେହ

May 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି
ଜଗତସିଂହପୁର : ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ଗୋବିନ୍ଦପୁର ପଞ୍ଚାୟତ ସ୍ଥିତ ଉରାଢ ଗ୍ରାମରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଆଜି ସକାଳୁ ବାଡି ଖତଗଦା ନିକଟରେ ମହିଳାଙ୍କ ଦରପୋଡା ମୃତ ଶରୀର ଉଦ୍ଧାର କରାଯାଇଛି । ସୂଚନାନୁଯାୟୀ ଉକ୍ତ ଗ୍ରାମର ସାରଦା ମଲ୍ଲିକଙ୍କ ପତ୍ନୀ ସଂଯୁକ୍ତା ମଲ୍ଲିକ ଗତକାଲି ରାତିରେ କିରୋସିନି ଢାଳିହୋଇ ଆତ୍ମହତ୍ୟା କରିଥିବା କୁହାଯାଉଛି । ସକାଳ ଯାଏ ବାରିରେ ଜଳୁଥିଲା ଦରପୋଡା ମୃତ ଶରୀର । ପାଖରେ ଏକ କିରୋସିନି ଜାରକିନ୍ ଓ ଡିବି ଥୁଆହୋଇଥିବା ଦେଖିବାକୁ ମିଳିଥିଲା ।

ସକାଳୁ ସକାଳୁ ଏହି ଖବର ବିଜୁଳି ବେଗରେ ସ୍ଥାନୀୟ ଅଞ୍ଚଳରେ ବ୍ୟାପି ଯାଇଥିଲା । ଖବର ପାଇ ତିର୍ତ୍ତୋଲ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଥିବା ଜଣାପଡିଛି । ଘରୋଇ କଳିରୁ ଏପରି ଘଟିଥିବା ଶୁଣିବାକୁ ମିଳୁଛି । ତେବେ ଏହି ଘଟଣାର ତଦନ୍ତ ପରେ ସତ୍ୟାସତ୍ୟ ଜଣାପଡିବ । ମୃତ ମହିଳାଙ୍କ ବାପଘର ପକ୍ଷରୁ ଏନେଇ ଥାନାରେ ଅଭିଯୋଗ ହୋଇଥିବା ଜଣାପଡିଛି ।

jagatsinghpur suicide
Share. Facebook Twitter LinkedIn Email WhatsApp Copy Link

Related Posts

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026

ସାର୍ଟ ବୋତାମରେ ତିନି ରଥ ନିର୍ମାଣ କରି ଚର୍ଚ୍ଚାରେ ପିପିଲିର ଯୁବ ଶିଳ୍ପୀ ଅକ୍ଷୟ ମହାପାତ୍ର

July 12, 2026

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026
Latest News

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026

ସାର୍ଟ ବୋତାମରେ ତିନି ରଥ ନିର୍ମାଣ କରି ଚର୍ଚ୍ଚାରେ ପିପିଲିର ଯୁବ ଶିଳ୍ପୀ ଅକ୍ଷୟ ମହାପାତ୍ର

July 12, 2026

କେବେ ହର୍ମୁଜ୍ ପ୍ରଣାଳୀ ଖୋଲିବ ଇରାନ?: ଡୋନାଲ୍ଡ ଟ୍ରମ୍ପଙ୍କ ଆଗରେ ଏହି ସର୍ତ୍ତ ରଖିଲା IRGC 

July 12, 2026

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.