Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି : ଲକ୍ଷଣ ନଥିବା ରୋଗୀ ଘରେ ଚିକିତ୍ସିତ ହୋଇପାରିବେ
ଆଜିର ଖବର

ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି : ଲକ୍ଷଣ ନଥିବା ରୋଗୀ ଘରେ ଚିକିତ୍ସିତ ହୋଇପାରିବେ

May 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : କରୋନା ଆକକ୍ରାନ୍ତଙ୍କୁ ନେଇ ରାଜ୍ୟ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି । ଏଣିକି ଲକ୍ଷଣ ନଥିବା ରୋଗୀ ମାନେ ଘରେ ରହି ନିଜର ଚିକିତ୍ସା କରି ପାରିବେ ବୋଲି ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି । ପଜିଟିଭି୍‌ ଆସିଥିବା ବ୍ୟକ୍ତିଙ୍କର ଯଦି କୌଣସି ଲକ୍ଷଣ ନଥାଏ ତେବେ ସେ ଘରେ ରହି ଚିକିତ୍ସିତ ହୋଇ ପାରିବେ । ସାମାନ୍ୟ ଲକ୍ଷଣ ଥିବା ରୋଗୀଙ୍କ ପାଇଁ ମଧ୍ୟ ସମାନ ନିୟମ ପ୍ରଯୁଜ୍ୟ । ଘରେ ରହି ଚିକିତ୍ସିତ ହେବାକୁ ହେଲେ ଉକ୍ତ ଆକ୍ରାନ୍ତଙ୍କ ପାଇଁ ଅଲଗା ଘର ଏବଂ ଅଲଗା ପାଇଖାନା ଜରୁରୀ ବୋଲି ମହାପାତ୍ର ସ୍ପଷ୍ଟ କରିଛନ୍ତି । ଆକ୍ରାନ୍ତଙ୍କ ହାତରେ ଷ୍ଟାମ୍ପ ଓ ବ୍ୟାଣ୍ଡ ଲଗାଯିବା ସହିତ ଘର ସାମ୍ନାରେ ଷ୍ଟିକର ଲଗାଯିବ । ଆକ୍ରାନ୍ତଙ୍କ ଦାୟିତ୍ବ ନେବାଲାଗି ସ୍ବତନ୍ତ୍ର ଭାବରେ ଘରର ଜଣେ ଲୋକ ରହିବ । ସରକାରଙ୍କୁ ନିଜର ସ୍ବେଚ୍ଛାପତ୍ର ପ୍ରଦାନ କରିବା ପରେ ସାମାନ୍ୟ କିମ୍ବା ଲକ୍ଷଣ ନଥିବା ବ୍ୟକ୍ତି ନିଜ ଘରେ ରହି ଚିକିତ୍ସିତ ହୋଇପାରିବେ ।

corona covid19
Share. Facebook Twitter LinkedIn Email WhatsApp Copy Link

Related Posts

ଲିଙ୍ଗରାଜ ମନ୍ଦିରରେ ସେବାୟତ ବିବାଦ: ରାତିରୁ ନୀତିକାନ୍ତି ବନ୍ଦ

September 18, 2026

ଭାରତୀୟ-ଆମେରିକୀୟ କଂଗ୍ରେସ ସଦସ୍ୟଙ୍କ ବିଶ୍ୱାସଘାତକତା!: ଶୁଳ୍କ ଲାଗୁ କରିବାକୁ ଦେଲେ ଭୋଟ୍

September 18, 2026

ମମତା ବାନାର୍ଜୀଙ୍କ ପରେ ଏବେ ନିର୍ବାଚନ କମିଶନଙ୍କ ନିକଟକୁ ନାମ ପଠାଇଲେ ରୀତବ୍ରତ ଗୋଷ୍ଠୀ

September 18, 2026

ଆଉ କିଛି ସମୟ ପରେ ଏସୀୟ କ୍ରୀଡ଼ାର କ୍ୱାର୍ଟରଫାଇନାଲ: ଜାପାନକୁ ଭେଟିବ ଟିମ୍ ଇଣ୍ଡିଆ

September 18, 2026
Latest News

ଲିଙ୍ଗରାଜ ମନ୍ଦିରରେ ସେବାୟତ ବିବାଦ: ରାତିରୁ ନୀତିକାନ୍ତି ବନ୍ଦ

September 18, 2026

ଭାରତୀୟ-ଆମେରିକୀୟ କଂଗ୍ରେସ ସଦସ୍ୟଙ୍କ ବିଶ୍ୱାସଘାତକତା!: ଶୁଳ୍କ ଲାଗୁ କରିବାକୁ ଦେଲେ ଭୋଟ୍

September 18, 2026

ମମତା ବାନାର୍ଜୀଙ୍କ ପରେ ଏବେ ନିର୍ବାଚନ କମିଶନଙ୍କ ନିକଟକୁ ନାମ ପଠାଇଲେ ରୀତବ୍ରତ ଗୋଷ୍ଠୀ

September 18, 2026

ଆଉ କିଛି ସମୟ ପରେ ଏସୀୟ କ୍ରୀଡ଼ାର କ୍ୱାର୍ଟରଫାଇନାଲ: ଜାପାନକୁ ଭେଟିବ ଟିମ୍ ଇଣ୍ଡିଆ

September 18, 2026

ପୁରୁଣା ରୂପା ଅଳଙ୍କାରକୁ ଦିଅନ୍ତୁ ନୂଆ ଲୁକ୍‌; ଜାଣନ୍ତୁ ସଫା କରିବାର ସହଜ ଉପାୟ

September 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.