Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗତ 24 ଘଣ୍ଟାରେ 4200 କରୋନା ପଜିଟିଭ ଚିହ୍ନଟ
ଆଜିର ଖବର

ଗତ 24 ଘଣ୍ଟାରେ 4200 କରୋନା ପଜିଟିଭ ଚିହ୍ନଟ

May 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ସାରା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ କ୍ରମାଗତ ବୃଦ୍ଧି ଘଟିଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ 4213 ଟି ନୂଆ ମାମଲା ରୁଜୁ ହୋଇଛି ଏବଂ 97 ଜଣଙ୍କର ମୃତ୍ୟୁ ହୋଇଛି।  ଦେଶରେ କରୋନା ସଂକ୍ରମିତ ସଂଖ୍ୟା 67,152 କୁ ବୃଦ୍ଧି ପାଇଛି, ସେଥିମଧ୍ୟରୁ 44,029 ସକ୍ରିୟ ମାମଲା ଥିବାବେଳେ, 20,917 ଜଣ ସୁସ୍ଥ ଅଛନ୍ତି ଏବଂ ବର୍ତ୍ତମାନ ସୁଦ୍ଧା 2206 ଜଣଙ୍କର ମୃତ୍ୟୁ ହୋଇଛି। ପ୍ରଭାବିତ ରାଜ୍ୟଗୁଡ଼ିକ ମଧ୍ୟରେ ସବୁଠୁ ଆଗରେ ରହିଛି ମହାରାଷ୍ଟ୍ର। ଏଠାରେ 22 ହଜାରରୁ ଅଧିକ ଆକ୍ରାନ୍ତ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା 868ରେ ପହଞ୍ଚିଛି। ସେହିଭଳି ଗୁଜରାଟରେ 8 ହଜାରରୁ ଅଧିକ ଆକ୍ରାନ୍ତ ହୋଇଥିବା ବେଳେ 493 ଜଣ ପ୍ରାଣ ହରାଇଛନ୍ତି। ତାମିଲ୍‌ନାଡୁରେ ମଧ୍ୟ ସଂକ୍ରମିତଙ୍କ 8 ହଜାର ପାର୍‌ କରିଥିବାବେଳେ ମୃତ୍ୟୁ ସଂଖ୍ୟା 53ରେ ପହଞ୍ଚିଛି ।

ସେହିଭଳି ଆଜି ମୁମ୍ବାଇରେ ଗୋଟିଏ ଦିନରେ 791 ଟି ନୂଆ କରୋନା ମାମଲା ସାମ୍ନାକୁ ଆସିଥିବାବେଳେ ମୁମ୍ବାଇରେ ଆକ୍ରାନ୍ତଙ୍କ ସଂଖ୍ୟା 14,355ରେ ପହଞ୍ଚିଛି । ଆଜି ଏଠାରେ 20 ଜଣଙ୍କର ମୃତ୍ୟୁ ହୋଇଛି। ଗ୍ରେଟର ମୁମ୍ବାଇରେ ବର୍ତ୍ତମାନ ସୁଦ୍ଧା ମୋଟ ମାମଲା 14355କୁ ବୃଦ୍ଧି ପାଇଛି, ଯେଉଁଥିରେ 3110 ଜଣ ଡିସଚାର୍ଜ ହୋଇଥିବା ବେଳେ 528 ଜଣଙ୍କର ମୃତ୍ୟୁ ଘଟିଛି।

ସେହିଭଳି ଆଜି ମୁମ୍ବାଇର ଧରାବୀରେ ଗୋଟିଏ ଦିନରେ 57ଟି ନୂଆ କରୋନା ମାମଲା ସାମ୍ନାକୁ ଆସିଛି । ଧରାବୀରେ ଏପର୍ଯ୍ୟନ୍ତ 916 ଟି ପଜିଟିଭ୍‌ ମାମଲା ଚିହ୍ନଟ ହୋଇଥିବାବେଳେ ବର୍ତ୍ତମାନ ସୁଦ୍ଧା 29 ଜଣଙ୍କର ମୃତ୍ୟୁ ଘଟିଛି । (ଏଜେନ୍ସି)

coronaupdate mumbai
Share. Facebook Twitter LinkedIn Email WhatsApp Copy Link

Related Posts

ନୋଏଡ଼ାରେ ଗୋଟିଏ ଘରୁ ୫ ଜଣଙ୍କ ମୃତଦେହ ଜବତ

October 18, 2026

ରାଶିଫଳ: ପାଞ୍ଚୋଟି ରାଶି ପାଇଁ ଅକ୍ଟୋବର ୧୮ ତାରିଖ ହେଉଛି ଶୁଭ ଦିନ

October 18, 2026

ପୂଜା ପେଣ୍ଡାଲରେ ଦଳଚକଟା: ୧୭ ଜଣଙ୍କ ମୃତ୍ୟୁ

October 17, 2026

ରଣପୁରରେ ଧୁମ୍‌ଧାମ୍‌ରେ ପାଳିତ ହେଲା ମହାସପ୍ତମୀ

October 17, 2026
Latest News

ବିବାହରେ କାହିଁକି ହୁଏ ଅହେତୁକ ବିଳମ୍ବ? ଜାଣନ୍ତୁ କାରଣ ଏବଂ ସରଳ ପ୍ରତିକାର

October 18, 2026

ଓଡ଼ାପଡ଼ା ତହସିଲଦାର ସସ୍‌ପେଣ୍ଡ

October 18, 2026

ଭୁବନେଶ୍ୱର ବିମାନବନ୍ଦରରେ ୧.୮୦ କୋଟି ଟଙ୍କାର ମାରିଜୁଆନା ଜବତ

October 18, 2026

ଅନଲାଇନ୍ ଟ୍ରେଡିଂ ନାଁରେ ୬୨ ଲକ୍ଷ ଟଙ୍କା ଠକେଇ: ମାଷ୍ଟରମାଇଣ୍ଡ ସମେତ ୩ ଗିରଫ

October 18, 2026

ବାଂଲାଦେଶ କକ୍ସ ବଜାର ରିସର୍ଟରେ ଅଗ୍ନିକାଣ୍ଡ: ଗୋଟିଏ ପରିବାରର ୬ ଜଣଙ୍କ ସମେତ ୧୦ ମୃତ

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.