Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ସନ୍ଦେହରେ ହସ୍ପିଟାଲର ଶୌଚାଳୟରେ ଆତ୍ମହତ୍ୟା କଲେ ଯୁବକ
ଆଜିର ଖବର

କରୋନା ସନ୍ଦେହରେ ହସ୍ପିଟାଲର ଶୌଚାଳୟରେ ଆତ୍ମହତ୍ୟା କଲେ ଯୁବକ

May 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅଜମେର : କରୋନା ସନ୍ଦେହରେ ଜଣେ ଯୁବକ ଆତ୍ମହତ୍ୟା କରିଥିବାର ଖବର ଶୁଣିବାକୁ ମିଳିଛି । ଜେଏଲ୍‌ଏନ୍‌ ହସ୍ପିଟାଲର କରୋନା ଓ୍ବାର୍ଡରେ ଭର୍ତ୍ତି ହୋଇଥିବା ଜଣେ ଯୁବକ କରୋନା ସନ୍ଦେହର ହସ୍ପିଟାଲ ଶୌଚାଳୟରେ ଆତ୍ମହତ୍ୟା କରିଛନ୍ତି । କିନ୍ତୁ ତାଙ୍କର ରିପୋର୍ଟ ନେଗେଟିଭ୍‌ ଆସିଛି ।

କରୋନା ସନ୍ଦେହରେ ଆତ୍ମହତ୍ୟା କରିଥିବା ଯୁବକ ଜଣକ  ୟୁପିର ରାୟବରେଲୀର ବୋଲି ହୋଇଥିବାବେଳେ ତାଙ୍କର ବୟସ 30 ବର୍ଷ ବୋଲି ଜଣାପଡିଛି । ସେ ରବିବାର ସକାଳୁ ଗୁଜୁରାଟରୁ ନିଜ ଘର ରାୟବରେଲୀ ଯାଉଥିଲେ ।  ବସ୍‌ରେ ଯାଉଥିବା ସମୟରେ ଯୁବକଙ୍କୁ ଥଣ୍ଡା ଓ କାଶ ହୋଇଥିଲା । ଏହାପରେ ବସ୍‌ରେ ଥିବା ଯାତ୍ରୀମାନେ ତାଙ୍କୁ କରୋନା ପଜିଟିଭ୍‌ ଭାବି ତାଙ୍କୁ ପର୍ବତପୁରା ବାଇପାସ୍‌ ନିକଟରେ ପୋଲିସ୍‌ ହାତରେ ଜିମା ଦେଇଥିଲେ ।

ଏହାପରେ ପୋଲିସ୍‌ ତାଙ୍କୁ ଜେଏଲ୍‌ଏନ୍‌ ହସ୍ପିଟାଲ ନେଇଥିଲେ । ଏଠାରେ ତାଙ୍କୁ ବାରମ୍ବାର କାଶ ଓ ଥଣ୍ଡା ଥିବା ଯୋଗୁଁ କରୋନା ଓ୍ବାର୍ଡରେ ଭର୍ତ୍ତି କରାଯାଇଥିଲା । ଏହାପରେ ଯୁବକଙ୍କ ନମୁନା ପରୀକ୍ଷା ପାଇଁ ପଠାଯାଇଥିଲା । କିନ୍ତୁ ରିପୋର୍ଟ ଆସିବା ପୂର୍ବରୁ ଯୁବକ ଜଣକ ଆତ୍ମହତ୍ୟା କରିଦେଇଛନ୍ତି । ରିପୋର୍ଟ ନେଗେଟିଭ୍‌ ଆସିଥିବାବେଳେ ଯୁବକ ଜଣକ ଆତ୍ମହତ୍ୟା କରିଥିବାର ଖବର ଏବେ ଅଞ୍ଚଳରେ ଚର୍ଚ୍ଚା ସୃଷ୍ଟି କରିଛି ।

corona hanged suicide
Share. Facebook Twitter LinkedIn Email WhatsApp Copy Link

Related Posts

ନୂଆଦିଲ୍ଲୀରେ ସମ୍ୱଲପୁରୀ ଗାୟକଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 14, 2026

ଓଡ଼ିଶାରେ ୩.୫ ଗୁଣରୁ ଅଧିକ ବେଗରେ କାର୍ଯ୍ୟକ୍ଷମ ହେଲା ନୂଆ ରେଳ ଟ୍ରାକ୍‌

March 14, 2026

କଟକ-ଭୁବନେଶ୍ୱର ମଧ୍ୟରେ ପ୍ରତି ଅଧଘଣ୍ଟାରେ ଚାଲିବ ନମୋ ଭାରତ ଟ୍ରେନ: ରେଳମନ୍ତ୍ରୀ

March 14, 2026

ଭାରତକୁ ବଡ ଆଶ୍ୱସ୍ତି: ହର୍ମୁଜ୍ ପ୍ରଣାଳୀରେ ଦୁଇଟି LPG ଟ୍ୟାଙ୍କର ଆସିବାକୁ ଅନୁମତି ଦେଲା ଇରାନ

March 14, 2026
Latest News

ନୂଆଦିଲ୍ଲୀରେ ସମ୍ୱଲପୁରୀ ଗାୟକଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 14, 2026

ଓଡ଼ିଶାରେ ୩.୫ ଗୁଣରୁ ଅଧିକ ବେଗରେ କାର୍ଯ୍ୟକ୍ଷମ ହେଲା ନୂଆ ରେଳ ଟ୍ରାକ୍‌

March 14, 2026

କଟକ-ଭୁବନେଶ୍ୱର ମଧ୍ୟରେ ପ୍ରତି ଅଧଘଣ୍ଟାରେ ଚାଲିବ ନମୋ ଭାରତ ଟ୍ରେନ: ରେଳମନ୍ତ୍ରୀ

March 14, 2026

ଭାରତକୁ ବଡ ଆଶ୍ୱସ୍ତି: ହର୍ମୁଜ୍ ପ୍ରଣାଳୀରେ ଦୁଇଟି LPG ଟ୍ୟାଙ୍କର ଆସିବାକୁ ଅନୁମତି ଦେଲା ଇରାନ

March 14, 2026

ଆଜି ମାର୍ଚ୍ଚ ୧୪ ଶନିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ ଜାଣିଲେ ହେବେ ଆଶ୍ଚର୍ଯ୍ୟ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.