Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାଲିଠାରୁ କଟକ- ଭୁବନେଶ୍ବର ମଧ୍ୟରେ ଚାଲିବ ବସ୍‌
ଆଜିର ଖବର

କାଲିଠାରୁ କଟକ- ଭୁବନେଶ୍ବର ମଧ୍ୟରେ ଚାଲିବ ବସ୍‌

May 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : କାଲିଠାରୁ କଟକ ଭୁବନେଶ୍ବର ମଧ୍ୟରେ ବସ୍‌ ଚାଲିବ ବୋଲି ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା। ସରକାରୀ ଚାକିରିଆଙ୍କ ସୁବିଧା ପାଇଁ ଏହି ବସ୍ ଚାଲିବ। ସରକାରୀ ଚାକିରିଆଙ୍କ ପାଇଁ ଗୋଟିଏ ବସ୍‌ ଚଳାଇବେ ରାଜ୍ୟ ସରକାର ।  ରାଜ୍ୟ ସଡକ ପରିବହନ କର୍ତ୍ତୃପକ୍ଷଙ୍କ ଗୋଟିଏ ବସ୍ ଚାଲିବ ବୋଲି ସୂଚନା ରହିଛି । ଏହି ବସ୍‌ଟି ଅଫିସ୍‌ ଟାଇମ୍‌ରେ ଯା’ ଆସ କରିବ । ସରକାରୀ କର୍ମଚାରୀମାନେ ଏହି ବସ୍‌ରେ ଯିବା ଆସିବା କରିପାରିବେ । ଏନେଇ ଭଡା 30 ଟଙ୍କା ଧାର୍ଯ୍ୟ କରାଯାଇଛି ।

କଟକ-ଭୁବନେଶ୍ବର ବସ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ଭାଇ ହତ୍ୟାକାରୀକୁ ଆଜୀବନ କାରାଦଣ୍ଡାଦେଶ

April 24, 2026

ଗଛକୁ ପିଟିଲା ସ୍କୁଟି: ଜଣେ ମୃତ

April 24, 2026

ବନବିଭାଗ କର୍ମଚାରୀଙ୍କୁ ନିର୍ଧୂମ ପିଟିଲେ

April 24, 2026

ବଢିଲା ଇସ୍ରାଏଲ – ଲେବାନନ ଅସ୍ତ୍ରବିରତି ଅବଧି

April 24, 2026
Latest News

ଭାଇ ହତ୍ୟାକାରୀକୁ ଆଜୀବନ କାରାଦଣ୍ଡାଦେଶ

April 24, 2026

ଗଛକୁ ପିଟିଲା ସ୍କୁଟି: ଜଣେ ମୃତ

April 24, 2026

ବନବିଭାଗ କର୍ମଚାରୀଙ୍କୁ ନିର୍ଧୂମ ପିଟିଲେ

April 24, 2026

ବଢିଲା ଇସ୍ରାଏଲ – ଲେବାନନ ଅସ୍ତ୍ରବିରତି ଅବଧି

April 24, 2026

ଆଜି ହିଁ ଖାଦ୍ୟରେ ସାମିଲ କରନ୍ତୁ ଏହି ସବୁ ଖାଦ୍ୟ, ପାଖ ମାଡିବନି ଲୁ

April 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.