Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲଦାଖ ସୀମାରେ ଉଡିଲା ଚୀନ୍‌ ବିମାନ : ଯୁଦ୍ଧବିମାନ ପଠାଇଲା ଭାରତ
ଆଜିର ଖବର

ଲଦାଖ ସୀମାରେ ଉଡିଲା ଚୀନ୍‌ ବିମାନ : ଯୁଦ୍ଧବିମାନ ପଠାଇଲା ଭାରତ

May 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲଦାଖ : ଲଦାଖ ନିୟନ୍ତ୍ରଣ ରେଖାର ସୀମା ନିକଟରେ ଚୀନ୍‌ର ବିମାନ ଉଡିବା ପରେ ଭାରତୀୟ ବାୟୁସେନା ପକ୍ଷରୁ ଏହାର ଯୁଦ୍ଧ ବିମାନକୁ ସୀମାନ୍ତକୁ ପଠାଯାଇଛି । ମଙ୍ଗଳବାର ପ୍ରଥମେ ଚୀନ୍‌ ବିମାନ ନିୟନ୍ତ୍ରଣ ରେଖା ନିକଟରେ ଉଡୁଥିବାର ଦେଖିବାକୁ ମିଳିଥିଲା । ଏହାପରେ ଭାରତୀୟ ବାୟୁସେନା ପକ୍ଷରୁ ଯୁଦ୍ଧ ବିମାନ ଲଦାଖ ସୀମାନ୍ତକୁ ପ୍ରେରଣ କରାଯାଇଥିଲା । ତେବେ ବାୟୁସେନା ପକ୍ଷରୁ ଏହାକୁ ନିୟମିତ ରୁଟିନ୍‌ ବୋଲି ଅଭିହିତ କରାଯାଇଛି । ଉଲ୍ଲେଖଯୋଗ୍ୟ ଯେ , ତିନି ଦିନ ପୂର୍ବରୁ ସିକ୍କିମ୍‌ ନିୟନ୍ତ୍ରଣ ରେଖାରେ ଉଭୟ ପକ୍ଷର ସେନା ପାସ୍ପର ସହିତ ହାତହାତି ହୋଇଥିଲେ । ଏହି ଘଟଣା ପରେ ପରସ୍ପର ସୀମାରେ ଯୁଦ୍ଧବିମାନ ଉଡାଣକୁ ନେଇ ଯୁଦ୍ଧ ଆଶଙ୍କା ଦେଖାଦେଇଥିବା ବେଳେ ଭାରତୀୟ ବାୟୁସେନା ଏହାକୁ ଖଣ୍ଡନ କରିଛି । ଚୀନ୍‌ ବିମାନ ଗୁଡିକ ଚୀନ୍‌ର ପରିସୀମା ମଧ୍ୟରେ ଉଡୁଥିବା ବେଳେ ଭାରତୀୟ ପରିସୀମା ମଧ୍ୟରେ ଭାରତୀୟ ବିମାନ ଗୁଡିକ ଉଡୁଥିଲା ଯାହାକି ଦୈନନ୍ଦିନ କାର୍ଯ୍ୟ । ତେଣୁ ଏହି ଘଟଣାକୁ ଅଧିକ ସ୍ପର୍ଶକାତର ନକରିବା ପାଇଁ ବାୟୁସେନା ପକ୍ଷରୁ କୁହାଯାଇଛି । (ଏଜେନ୍ସି)

china iaf
Share. Facebook Twitter LinkedIn Email WhatsApp Copy Link

Related Posts

‘ମହିଳା ସଂରକ୍ଷଣ ଆଳରେ କ୍ଷମତାରେ ରହିବା ପାଇଁ ଷଡଯନ୍ତ୍ର’: ବିଜେପି ଉପରେ ବର୍ଷିଲେ ପ୍ରିୟଙ୍କା

April 18, 2026

‘ବିଜେପି ପ୍ରାର୍ଥୀଙ୍କ ପାଇଁ ପୋଷ୍ଟର ବାଣ୍ଟୁଛନ୍ତି ସିଆରପିଏଫ’: ଗମ୍ଭୀର ଅଭିଯୋଗ ଆଣିଲା ଟିଏମସି

April 18, 2026

ମହିଳା ସଂରକ୍ଷଣ ବିଲ୍ ଉପରେ ଅପର୍ଣ୍ଣା ଯାଦବଙ୍କ ଆକ୍ରୋଶ: ଜାଲିଲେ ଏସପି ଏବଂ କଂଗ୍ରେସର ପତାକା

April 18, 2026

ହରମୁଜ୍ ସଙ୍କଟ ମଧ୍ୟରେ ଡୋନାଲ୍ଡ ଟ୍ରମ୍ପ୍ ଙ୍କ ବଡ଼ ନିଷ୍ପତ୍ତି: ରୁଷରୁ ତେଲ କିଣିବା ଜାରି ରଖିବ ଭାରତ

April 18, 2026
Latest News

‘ମହିଳା ସଂରକ୍ଷଣ ଆଳରେ କ୍ଷମତାରେ ରହିବା ପାଇଁ ଷଡଯନ୍ତ୍ର’: ବିଜେପି ଉପରେ ବର୍ଷିଲେ ପ୍ରିୟଙ୍କା

April 18, 2026

‘ବିଜେପି ପ୍ରାର୍ଥୀଙ୍କ ପାଇଁ ପୋଷ୍ଟର ବାଣ୍ଟୁଛନ୍ତି ସିଆରପିଏଫ’: ଗମ୍ଭୀର ଅଭିଯୋଗ ଆଣିଲା ଟିଏମସି

April 18, 2026

ମହିଳା ସଂରକ୍ଷଣ ବିଲ୍ ଉପରେ ଅପର୍ଣ୍ଣା ଯାଦବଙ୍କ ଆକ୍ରୋଶ: ଜାଲିଲେ ଏସପି ଏବଂ କଂଗ୍ରେସର ପତାକା

April 18, 2026

ହରମୁଜ୍ ସଙ୍କଟ ମଧ୍ୟରେ ଡୋନାଲ୍ଡ ଟ୍ରମ୍ପ୍ ଙ୍କ ବଡ଼ ନିଷ୍ପତ୍ତି: ରୁଷରୁ ତେଲ କିଣିବା ଜାରି ରଖିବ ଭାରତ

April 18, 2026

ପାଖେଇଲା ଅକ୍ଷୟ ତୃତୀୟା ଜାଣନ୍ତୁ ଏହି ଦିନ କିପରି ଓ କେମିତି କରାଯାଏ ପୂଜା

April 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.