Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»500 ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ରାଜ୍ୟରେ 101 ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

500 ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ରାଜ୍ୟରେ 101 ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

May 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ପୁଣି 101 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା । ଗଞ୍ଜାମରୁ ସର୍ବାଧିକ 52, ବାଲେଶ୍ବରରୁ 33, ଯାଜପୁରରୁ 7, ସୁନ୍ଦରଗଡରୁ 7, କେନ୍ଦୁଝରର 2ଜଣ ଆକ୍ରାନ୍ତ ରହିଚନ୍ତି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସର୍ବମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 538ରେ ପହଞ୍ଚିଛି । ସେହିପରି କରୋନା ସଂକ୍ରମଣରୁ ଭଲ ହୋଇଛନ୍ତି 116ଜଣ । ଏବେ ରାଜ୍ୟରେ ଆକ୍ଟିଭ୍‌ କେସ 419 ରହିଥିବାବେଳେ ମୃତ୍ୟୁ ସଂଖ୍ୟା 3ରେ ପହଞ୍ଚିଛି ।

ସେହିପରି ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 210ରେ ପହଞ୍ଚିଥିବାବେଳେ ବାଲେଶ୍ବରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 90ରେ ପହଞ୍ଚିଛି ।  ଯାଜପୁରର ଆକ୍ରାନ୍ତଙ୍କ ସଂଖ୍ୟା 71ରେ ପହଞ୍ଚିଛି ସେହିପରି ସୁନ୍ଦରଗଡରେ ଆକ୍ରାନ୍ତଙ୍କ ସଂଖ୍ୟା 23 ଓ କେନ୍ଦୁଝରରେ ଆକ୍ରାନ୍ତଙ୍କ ସଂଖ୍ୟା 4କୁ ବୃଦ୍ଧି ହୋଇଛି ।

କେନ୍ଦୁଝର ଗଞ୍ଜାମ ବାଲେଶ୍ବର ଯାଜପୁର ସୁନ୍ଦରଗଡ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରବଳ ବର୍ଷା ଯୋଗୁଁ ଭାରତ ଏବଂ ଆଫଗାନିସ୍ତାନ ମ୍ୟାଚର ଟସ୍ ରେ ବିଳମ୍ବ: ଜାଣନ୍ତୁ କଟ-ଅଫ୍ ସମୟ

June 13, 2026

ମୃତ୍ୟୁ ସହ ସଂଗ୍ରାମ କରି ଶେଷରେ ଆଖି ବୁଜିଲେ ସିପାହୀ

June 13, 2026

ସବୁଠାରୁ ବଡ଼ ଫିଫା ବିଶ୍ୱକପ୍ ବିଜୟ ରେକର୍ଡ କଲା ଆମେରିକା: ପାରାଗୁଏକୁ ପରାସ୍ତ କରି ରଚିଲା ଇତିହାସ

June 13, 2026

ଆସାମରେ ବଡ଼ ଦୁର୍ଘଟଣା: ଭାରତୀୟ ବାୟୁସେନାର AN-32 ବିମାନ ଦୁର୍ଘଟଣାଗ୍ରସ୍ତ

June 13, 2026
Latest News

ପ୍ରବଳ ବର୍ଷା ଯୋଗୁଁ ଭାରତ ଏବଂ ଆଫଗାନିସ୍ତାନ ମ୍ୟାଚର ଟସ୍ ରେ ବିଳମ୍ବ: ଜାଣନ୍ତୁ କଟ-ଅଫ୍ ସମୟ

June 13, 2026

ମୃତ୍ୟୁ ସହ ସଂଗ୍ରାମ କରି ଶେଷରେ ଆଖି ବୁଜିଲେ ସିପାହୀ

June 13, 2026

ଓଡିଶାରେ ଏବେ ସ୍ନାତକୋତ୍ତର (PG) ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଜାଣନ୍ତୁ ଅନ୍ୟ ରାଜ୍ୟର ସ୍ଥିତି

June 13, 2026

ସବୁଠାରୁ ବଡ଼ ଫିଫା ବିଶ୍ୱକପ୍ ବିଜୟ ରେକର୍ଡ କଲା ଆମେରିକା: ପାରାଗୁଏକୁ ପରାସ୍ତ କରି ରଚିଲା ଇତିହାସ

June 13, 2026

ଆସାମରେ ବଡ଼ ଦୁର୍ଘଟଣା: ଭାରତୀୟ ବାୟୁସେନାର AN-32 ବିମାନ ଦୁର୍ଘଟଣାଗ୍ରସ୍ତ

June 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.