Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗତ 24 ଘଣ୍ଟାରେ ଭାରତରେ 3525 କରୋନା ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

ଗତ 24 ଘଣ୍ଟାରେ ଭାରତରେ 3525 କରୋନା ଆକ୍ରାନ୍ତ ଚିହ୍ନଟ

May 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଗତ 24 ଘଣ୍ଟା ମଧ୍ୟରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 3525 ନୂଆ ମାମଲା ଆସିଥିବାବେଳେ 122 ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି 1931ଜଣ ସୁସ୍ଥ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି । ଦେଶରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 74 ହଜାର281ରେ ପହଞ୍ଚିଲା ।  ସେହିପରି ଚିକିତ୍ସାଧୀନ ଅଛନ୍ତି 47, 480ଜଣ । ସୁସ୍ଥ ହୋଇ ଡିସ୍‌ଚାର୍ଜ ହୋଇଛନ୍ତି 24, 385ଜଣ ।

ଗତ 24 ଘଣ୍ଟା ମଧ୍ୟରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 3525ରେ ପହଞ୍ଚିଛି । ମହାରାଷ୍ଟ୍ରରେ ସର୍ବାଧିକ 24 ହଜାର 427ଜଣ ଆକ୍ରାନ୍ତ ହୋଇଥିବାବେଳେ 921 ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଗୁଜୁରାଟରେ 537 ଜଣ, ମଧ୍ୟପ୍ରଦେଶରେ 225 ଜଣ, ପଶ୍ଚିମବଙ୍ଗରେ 198, ରାଜସ୍ଥାନରେ 117, ଦିଲ୍ଲୀରେ 86 ଓ ତାମିଲନାଡୁରେ 61 ଜଣ, ତେଲେଙ୍ଗାନାର 32, କର୍ଣ୍ଣାଟକରେ 31, ପଞ୍ଜାବରେ 32, ଜମ୍ମୁକାଶ୍ମୀରରେ 10, ହରିୟାଣାରେ 11, ବିହାରରେ 6, କେରଳରେ 4, ଝାଡଖଣ୍ଡରେ 3, ଓଡ଼ିଶାରେ 3,  ଚଣ୍ଡୀଗଡରେ ତିନି, ହିମାଚଳ ପ୍ରଦେଶରେ 2, ଆସାମରେ 2 ଓ ମେଘାଳୟର ଜଣଙ୍କର ମୃତ୍ୟୁ ହୋଇଛି ।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ଆୟୁଷ ଡାକ୍ତରଙ୍କ ବଢିଲା ଦରମା, ଏଣିକି ବରିଷ୍ଠତା ଭିତ୍ତିରେ ସେମାନେ ମାସକୁ ପାଇବେ..

February 10, 2026

ପ୍ରଖ୍ୟାତ ସୀତାର ବାଦକ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କ ଦଶାହ କାର୍ଯ୍ୟକ୍ରମରେ ଶ୍ରଦ୍ଧାଞ୍ଜଳୀ

February 10, 2026

ଆଜି ୧୦ ହଜାର ଟଙ୍କା କମିଲା ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ?

February 10, 2026

Coal Exchange Proposal Approved: କୋଲ ଏକ୍ସଚେଞ୍ଜ ପ୍ରସ୍ତାବକୁ ମଞ୍ଜୁରୀ ଦେଲା ଏନଏସଇ

February 10, 2026
Latest News

ଆୟୁଷ ଡାକ୍ତରଙ୍କ ବଢିଲା ଦରମା, ଏଣିକି ବରିଷ୍ଠତା ଭିତ୍ତିରେ ସେମାନେ ମାସକୁ ପାଇବେ..

February 10, 2026

ପ୍ରଖ୍ୟାତ ସୀତାର ବାଦକ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କ ଦଶାହ କାର୍ଯ୍ୟକ୍ରମରେ ଶ୍ରଦ୍ଧାଞ୍ଜଳୀ

February 10, 2026

ଆଜି ୧୦ ହଜାର ଟଙ୍କା କମିଲା ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ?

February 10, 2026

Coal Exchange Proposal Approved: କୋଲ ଏକ୍ସଚେଞ୍ଜ ପ୍ରସ୍ତାବକୁ ମଞ୍ଜୁରୀ ଦେଲା ଏନଏସଇ

February 10, 2026

ଜିଲ୍ଲା ପରିଷଦ ଏବଂ ପଞ୍ଚାୟତ ସମିତି ନିର୍ବାଚନରେ ​​ମହାୟୁତିର ବିପୁଳ ବିଜୟ: ଖୁସି ବ୍ୟକ୍ତ କଲେ ଏକନାଥ ସିନ୍ଦେ

February 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.