Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହରିୟାଣାରେ ପ୍ରବାସୀ ଓଡିଆ ଶ୍ରମିକଙ୍କ ଆତ୍ମହତ୍ୟା
ଆଜିର ଖବର

ହରିୟାଣାରେ ପ୍ରବାସୀ ଓଡିଆ ଶ୍ରମିକଙ୍କ ଆତ୍ମହତ୍ୟା

May 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଲକ୍‌ଡାଉନ୍‌ରେ ଫସି ରହିଥିବା ଜନୈକ ନିର୍ମାଣ ଶ୍ରମିକ ଆଜି ଆତ୍ମହତ୍ୟା କରିଛନ୍ତି । ପ୍ରବାସୀ ଓଡିଆ ମାନଙ୍କୁ ଉଦ୍ଧାର ପାଇଁ ସରକାରଙ୍କ ପକ୍ଷରୁ ଜୋରଦାର ଉଦ୍ୟମ ଚାଲିଥିଲେ ମଧ୍ୟ ଏହା ବିଫଳ ହୋଇଛି । ସୋସିଆଲ ମିଡିଆ ଜରିଆରେ ଉଦ୍ଧାରର ନିବେଦନ କରି ବିଫଳ ହେବା ପରେ ଆତ୍ମହତ୍ୟାର ରାସ୍ତା ବାଛି ନେଇଛନ୍ତି ଏହି ପ୍ରବାସୀ ଓଡିଆ । ମୃତ ଯୁବକଙ୍କ ନାମ ଗଙ୍ଗାଧର ବିଶ୍ବାଳ । କେନ୍ଦ୍ରାପଡା ଜିଲ୍ଲାର ରାଜକନିକା ବାସିନ୍ଦା ଗଙ୍ଗାଧର ହରିୟାଣାର ଯମୁନା ବିହାର ଅଞ୍ଚଳରେ ନିର୍ମାଣ ଶ୍ରମିକ ଭାବରେ କାମ କରୁଥିଲେ । ଗଛରେ ରଶି ଲଗାଇ ଗଙ୍ଗାଧର ଆତ୍ମହତ୍ୟା କରିଥିବା ଜଣାପଡିଛି । ଗାଁକୁ ଫେରିବା ପାଇଁ ସୋସିଆଲ ମିଡିଆରେ ଆକୁଳ ନିବେଦନ କରିଥିଲେ ମଧ୍ୟ କେହି ବି ଧ୍ୟାନ ନଦେବାରୁ ଆତ୍ମହତ୍ୟାର ପଥ ବାଛି ନେଇଥିଲେ ଗଙ୍ଗାଧର ।

haryana Lockdown migrantlabour
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ନିର୍ମଳ ମୁଣ୍ଡା ପରିବେଶ ପଥ, ଜନଜାତି ସଂଗ୍ରହାଳୟ ଏବଂ ସମନ୍ୱିତ ନିର୍ଦ୍ଦେଶ ଓ ନିୟନ୍ତ୍ରଣ କେନ୍ଦ୍ର ଉଦଘାଟିତ

April 22, 2026

ଓଡ଼ିଆ ସାମ୍ବାଦିକତାରେ ପିଜି ଡିପ୍ଲୋମା ପାଇଁ ଆଇଆଇଏମ୍ସି ଢେଙ୍କାନାଳରେ ଆବେଦନ ଆରମ୍ଭ

April 21, 2026

ପଶ୍ଚିମ ଏସିଆର ପରିସ୍ଥିତିକୁ ସାମ୍ବାଦିକ ସମ୍ମିଳନୀ

April 21, 2026

ଓଡ଼ିଶାରେ ସ୍ୱାଭାବିକ ଓ ସ୍ଥିର ରହିଛି ପେଟ୍ରୋଲ, ଡିଜେଲ ଏବଂ ଏଲପିଜି ଯୋଗାଣ

April 21, 2026
Latest News

ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ନିର୍ମଳ ମୁଣ୍ଡା ପରିବେଶ ପଥ, ଜନଜାତି ସଂଗ୍ରହାଳୟ ଏବଂ ସମନ୍ୱିତ ନିର୍ଦ୍ଦେଶ ଓ ନିୟନ୍ତ୍ରଣ କେନ୍ଦ୍ର ଉଦଘାଟିତ

April 22, 2026

ଓଡ଼ିଆ ସାମ୍ବାଦିକତାରେ ପିଜି ଡିପ୍ଲୋମା ପାଇଁ ଆଇଆଇଏମ୍ସି ଢେଙ୍କାନାଳରେ ଆବେଦନ ଆରମ୍ଭ

April 21, 2026

ପଶ୍ଚିମ ଏସିଆର ପରିସ୍ଥିତିକୁ ସାମ୍ବାଦିକ ସମ୍ମିଳନୀ

April 21, 2026

ଓଡ଼ିଶାରେ ସ୍ୱାଭାବିକ ଓ ସ୍ଥିର ରହିଛି ପେଟ୍ରୋଲ, ଡିଜେଲ ଏବଂ ଏଲପିଜି ଯୋଗାଣ

April 21, 2026

​କାଳିପଲ୍ଲୀ ପଞ୍ଚାୟତରେ ବ୍ୟାପୁଥିବା କିଡ଼ନୀ ରୋଗର ନିରପେକ୍ଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ ଡ଼ଃ ପ୍ରଦୀପ କୁମାର ପାଣିଗ୍ରାହୀ

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.