Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇପିଏଫ୍‌ ଧାରକଙ୍କ ପାଇଁ ରିହାତି : 72 ଲକ୍ଷ କର୍ମଚାରୀଙ୍କ ଇପିଏଫ୍‌ ଜମା କରିବେ ସରକାର
ଆଜିର ଖବର

ଇପିଏଫ୍‌ ଧାରକଙ୍କ ପାଇଁ ରିହାତି : 72 ଲକ୍ଷ କର୍ମଚାରୀଙ୍କ ଇପିଏଫ୍‌ ଜମା କରିବେ ସରକାର

May 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଲକ୍‌ଡାଉନ୍‌ କାରଣରୁ ଦେଶରେ ସମସ୍ତଙ୍କ ବେତନ ଉପରେ ଏହାର ପ୍ରଭାବ ପଡିବାକୁ ଯାଇଛି । ଏଥିପାଇଁ କର୍ମଚାରୀ ଭବିଷ୍ୟନିଧି ପାଣ୍ଠିରେ ସରକାର ସହାୟତା ରାଶି ଘୋଷଣା କରିଛନ୍ତି । ପୂର୍ବରୁ କମ୍ପାନୀକୁ 12 ପ୍ରତିଶତ ଇପିଏଫ୍‌ ରାଶି ପ୍ରଦାନ କରାଯାଉଥିବା ବେଳେ ସରକାର ଏହାକୁ 10 ପ୍ରତିଶତକୁ ହ୍ରାସ କରିଛନ୍ତି । ବଳକା ରାଶି ସରକାର ପ୍ରଦାନ କରିବେ । ଏହି ଯୋଜନାରେ ସରକାର 6750 କୋଟିର ସହାୟତା ଘୋଷଣା କରାଯାଇଛି ଏବଂ ଏହା ଦ୍ବାରା କର୍ମଚାରୀଙ୍କ ହାତକୁ ଅଧିକ ଦରମା ଆସିବ । 15 ହଜାରରୁ କମ୍‌ ବେତନ ପାଉଥିବା କର୍ମଚାରୀଙ୍କୁ ସରକାର ଏହି ଯୋଜନାରେ ସାମିଲ କରିଥିବା ବେଳେ ପିଏସ୍‌ୟୁ ଗୁଡିକୁ ଏଥିରୁ ବାଦ ଦିଆଯାଇଛି । 72 ଲକ୍ଷ କର୍ମଚାରୀ ଏହାଦ୍ବାରା ଲାଭବାନ ହେବ । ଏନ୍‌ବିଏଫ୍‌ସି, ହାଉସିଂ ଏବଂ ଫାଇନାନ୍ସ କ୍ଷେତ୍ର ପାଇଁ 30 ହଜାର କୋଟିର ଋଣ ଘୋଷଣା କରାଯାଇଛି ।

anuragthakur epfo nirmalasitharaman
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Latest News

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.