Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଦ୍ୟୁତ୍‌ ଶିଳ୍ପ ପାଇଁ 90 ହଜାର କୋଟି : ଆୟକରରେ 25 ପ୍ରତିଶତର ରିହାତି
ଆଜିର ଖବର

ବିଦ୍ୟୁତ୍‌ ଶିଳ୍ପ ପାଇଁ 90 ହଜାର କୋଟି : ଆୟକରରେ 25 ପ୍ରତିଶତର ରିହାତି

May 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ବିଭିନ୍ନ ରାଜ୍ୟରେ ବିଦ୍ୟୁତ୍‌ ସେବାକୁ ନିଃଶୁଳ୍କ କରାଯାଇଥିବା ବେଳେ ଏହାର ପ୍ରଭାବ ବିଦ୍ୟୁତ ବିତରଣ କମ୍ପାନୀ ଉପରେ ପଡିବାକୁ ଯାଉଛି । ସାଧାରଣ ଲୋକଙ୍କ ସୁବିଧା ନିମନ୍ତେ 90 ହଜାର କୋଟିର ନିବେଶର ବ୍ୟବସ୍ଥା କରାଯାଇଛି । ସେହିପରି ଦେଶ ବ୍ୟାପୀ ସମସ୍ତ ଠିକାଦାରଙ୍କୁ ରିହାତି ପ୍ରଦାନ କରାଯାଇଛି । ପ୍ରାୟ 6 ମାସ ପର୍ଯ୍ୟନ୍ତ ବିଭିନ୍ନ ଠିକାଦାରଙ୍କୁ ରିହାତି ପ୍ରଦାନ କରାଯିବ । ଏହା ସହିତ ଠିକାଦାରଙ୍କ ପକ୍ଷରୁ ପ୍ରଦାନ କରାଯାଇଥିବା ଗ୍ୟାରେଣ୍ଟୀ ଅର୍ଥକୁ ଆଂଶିକ ଭାବରେ ଫେରସ୍ତ କରାଯିବ ଯାହାଦ୍ବାରା ଠିକାଦାରଙ୍କ ନିକଟରେ ଆବଶ୍ୟକୀୟ ଅର୍ଥ ରହିବ । ସେହିପରି କୋଭିଡ୍‌-19 ପ୍ରଭାବରେ ରିଅଲ୍‌ ଇଷ୍ଟେଟ୍‌ ମଧ୍ୟ ପ୍ରଭାବିତ ହୋଇଛି । ତେଣୁ ସମସ୍ତ ପଞ୍ଜୀକରଣକୁ 6 ମାସ ପର୍ଯ୍ୟନ୍ତ ଘୁଞ୍ଚାଇବା ନିମନ୍ତେ ସମସ୍ତ ରାଜ୍ୟ ସରକାର ଏବଂ କେନ୍ଦ୍ର ଶାସିତ ଅଞ୍ଚଳକୁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ଆୟକରରେ ସାଧାରଣ ଲୋକଙ୍କୁ 25 ପ୍ରତିଶତର ରିହାତି ପ୍ରଦାନ କରାଯାଇଛି । ବେତନଧାରୀ ଏବଂ ଅଣବେତନଧାରୀ ଏଥିରୁ ଲାଭବାନ ହୋଇପାରିବେ । ଏହାଦ୍ବାରା ସାଧାରଣ ଜନତାଙ୍କୁ 50 ହଜାର କୋଟିର ଲାଭ ମିଳିବ ବୋଲି କୁହାଯାଇଛି । ସେହିପରି ଆୟକର ଦାଖଲର ସମୟସୀମାକୁ ମଧ୍ୟ ବୃଦ୍ଧି କରାଯାଇଛି । ପୂର୍ବରୁ ଏହାକୁ ସେପ୍ଟେମ୍ବର 13 ରଖାଯାଇଥିବା ବେଳେ ବର୍ତ୍ତମାନ ଏହାକୁ ନଭେମ୍ବର 31କୁ ଘୁଞ୍ଚାଇ ଦିଆଯାଇଛି ।

electricity nirmalasitharaman tds
Share. Facebook Twitter LinkedIn Email WhatsApp Copy Link

Related Posts

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026

୨୦୨୬ -୨୭ ଆର୍ଥିକ ବର୍ଷ ପାଇଁ ୧୨.୨ ଲକ୍ଷ କୋଟି  ଟଙ୍କା ସାର୍ବଜନୀନ ପୁଞ୍ଜି ବ୍ୟୟ ପ୍ରସ୍ତାବିତ

February 1, 2026
Latest News

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026

୨୦୨୬ -୨୭ ଆର୍ଥିକ ବର୍ଷ ପାଇଁ ୧୨.୨ ଲକ୍ଷ କୋଟି  ଟଙ୍କା ସାର୍ବଜନୀନ ପୁଞ୍ଜି ବ୍ୟୟ ପ୍ରସ୍ତାବିତ

February 1, 2026

କେନ୍ଦ୍ର ବଜେଟ୍ 2026-27 ର ମୁଖ୍ୟାଂଶ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.