Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ର ସରକାରଙ୍କ ପ୍ୟାକେଜକୁ ନେଇ କଣ କହିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାଣିଛନ୍ତି କି?
ଆଜିର ଖବର

କେନ୍ଦ୍ର ସରକାରଙ୍କ ପ୍ୟାକେଜକୁ ନେଇ କଣ କହିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାଣିଛନ୍ତି କି?

May 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
The economic revival package announced by @FinMinIndia has given hope to the Micro, Small & Medium Enterprises sector in the country. The stimulus package will generate lakhs of jobs for workers in the vast #MSME sector.

ଭୁବନେଶ୍ବର, କୋଭିଡ 19  କ୍ଷୟକ୍ଷତିକୁ ଭରଣା ପାଇଁ କେନ୍ଦ୍ର ସରକାର 20 ଲକ୍ଷ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି। ଏହି ପ୍ୟାକେଜରେ କଣ କଣ ରହିଛି ସେ ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମଧ୍ୟ ବିସ୍ତୁତ ତଥ୍ୟ ପ୍ରଦାନ କରିଛନ୍ତି। ଏହି ପ୍ୟାକେଜରେ ଏମଏସଏମଇ କୁ ବେଶୀ ଗୁରୁତ୍ବ ଦିଆଯାଇଛି। ଏହି କ୍ଷେତ୍ର ପାଇଁ ସୀତାରମଣ 30 ହଜାର କୋଟି ଅନୁଦାନ ପ୍ରଦାନ କରିଛନ୍ତି। ଏହାକୁ ନେଇ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି।

ତେବେ ସୀତାରମଣଙ୍କ ଏହି ପ୍ୟାକେଜକୁ ବେଶ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି ଯେ, କେନ୍ଦ୍ର ସରକାରଙ୍କ ଏପରି ପଦକ୍ଷେପ ଏମଏସଏମଇ ସେକ୍ଟରର ପାଇଁ ଏକ ଆଶା ସୃଷ୍ଟି କରିଛି। ଏହା ଦ୍ବାରା ଦେଶର ଲକ୍ଷାଧିକ ଶ୍ରମିକମାନଙ୍କ ପାଇଁ ରୋଜଗାର ସୃଷ୍ଟି କରିପାରିବ ବୋଲି ନବୀନ କହିଛନ୍ତି।

ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

“ଓଏସ-ସିଆଟି ମାଧ୍ୟମରେ ରାଜ୍ୟସ୍ତରୀୟ IT ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ” କାର୍ଯ୍ୟକ୍ରମର ଶୁଭାରମ୍ଭ

February 13, 2026

ପେନସନଭୋଗୀଙ୍କ କଲ୍ୟାଣ ସଂକ୍ରାନ୍ତ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ ଦୂରସଞ୍ଚାର ବିଭାଗର ସିଜିସିଏ

February 13, 2026

ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର

February 13, 2026

ଆସନ୍ତା ୩ ମାସ ମଧ୍ୟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି କାମ ସମ୍ପୂର୍ଣ୍ଣ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

February 13, 2026
Latest News

“ଓଏସ-ସିଆଟି ମାଧ୍ୟମରେ ରାଜ୍ୟସ୍ତରୀୟ IT ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ” କାର୍ଯ୍ୟକ୍ରମର ଶୁଭାରମ୍ଭ

February 13, 2026

ପେନସନଭୋଗୀଙ୍କ କଲ୍ୟାଣ ସଂକ୍ରାନ୍ତ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ ଦୂରସଞ୍ଚାର ବିଭାଗର ସିଜିସିଏ

February 13, 2026

ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର

February 13, 2026

ଆସନ୍ତା ୩ ମାସ ମଧ୍ୟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି କାମ ସମ୍ପୂର୍ଣ୍ଣ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

February 13, 2026

ଓଡ଼ିଶାରେ ସମବାୟ କ୍ଷେତ୍ରରେ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ସମୀକ୍ଷା

February 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.