Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରବାସୀ ଶ୍ରମିକଙ୍କ ପାଇଁ ପିଏମ୍ କେୟାର୍ସ ଫଣ୍ଡରୁ ଖର୍ଚ୍ଚ ହେବ ଏକ ହଜାର କୋଟି
ଆଜିର ଖବର

ପ୍ରବାସୀ ଶ୍ରମିକଙ୍କ ପାଇଁ ପିଏମ୍ କେୟାର୍ସ ଫଣ୍ଡରୁ ଖର୍ଚ୍ଚ ହେବ ଏକ ହଜାର କୋଟି

May 14, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : କରୋନା ଲଢେଇ ପାଇଁ ଗଠନ ହୋଇଥିବା ପିଏମ୍‌ କେୟାର୍ସ ଫଣ୍ଡକୁ ନେଇ ବିରୋଧୀ ମୋଦି ସରକାରଙ୍କୁ ଟାର୍ଗେଟ୍‌ କରି ଆସୁଛନ୍ତି । ଏହି ଫଣ୍ଡ୍‌ର ଅଡିଟ୍‌ ହେବା ପାଇଁ ଦାବି ମଧ୍ୟ ଜଣାଇଛି କଂଗ୍ରେସ । ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ତରଫରୁ ପିଏମ୍‌ କେୟାର୍ସ ଫଣ୍ଡର ଅର୍ଥ ଆବଣ୍ଟନ ହେବାର ସୂଚନା ଦିଆଯାଇଛି।

ପ୍ରବାସୀ ଶ୍ରମିକଙ୍କ ପାଇଁ 1 ହଜାର କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା କରାଯାଇଛି । ଏହି ଅର୍ଥ  1ହଜାର ପିଏମ୍‌ କେୟାର୍ସ ଫଣ୍ଡରୁ ଖର୍ଚ୍ଚ କରାଯିବ । କରୋନା ଲଢେଇ ପାଇଁ ଗଠନ ହୋଇଥିବା ପିଏମ୍‌ କେୟାର୍ସ ଫଣ୍ଡରୁ ଆଉ ଦୁଇ ହଜାର କୋଟି ଟଙ୍କା ଭେଣ୍ଟିଲେଟ୍‌ର ପାଇଁ ଖର୍ଚ୍ଚ କରାଯିବ ବୋଲି ସୂଚନା ରହିଛି ।

ପିଏମ୍‌ଓଙ୍କ କାର୍ଯ୍ୟାଳୟ ପକ୍ଷରୁ ହୋଇଥିବା ଘୋଷଣା ଅନୁଯାୟୀ ପିଏମ୍‌ କେୟାର୍ସ ପାଣ୍ଠିରୁ ପ୍ରାଥମିକ ଭାବେ କୋଭିଡ୍‌ ମୁକାବିଲ ପାଇଁ 3100 କୋଟି ଖର୍ଚ୍ଚ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ଅର୍ଥରୁ 2ହଜାର କୋଟିଟଙ୍କା ଭେଣ୍ଟିଲେଟ୍‌ର ପାଇଁ ଖର୍ଚ୍ଚ କରାଯିବ । ସେହିପରି ପ୍ରବାସୀ ଶ୍ରମିକମାନଙ୍କ ପାଇଁ 1 ହଜାର କୋଟି ଟଙ୍କା ଖର୍ଚ୍ଚ କରାଯିବ । ସେହିପରି ବଳକା 100 କୋଟି ଟଙ୍କା କୋଭିଡ-19 ଭ୍ୟାକ୍‌ସିନ୍‌ ପାଇଁ ଆରମ୍ଭ ହୋଇଥିବା ପରୀକ୍ଷା ପାଇଁ ଖର୍ଚ୍ଚ କରାଯିବ ।

ମାର୍ଚ୍ଚ 27, 2020ରେ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ବରେ ଏହି ଟ୍ରଷ୍ଟ ଗଠନ କରାଯାଇଥିଲା । ଏହି ଟ୍ରଷ୍ଟରେ ଅନ୍ୟତମ ସଦସ୍ୟ ଭାବରେ ରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଗୃହ ମନ୍ତ୍ରୀ ଅମିତ ଶାହା ଓ ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ରହିଛନ୍ତି । କରୋନା ସହ ଲଢେଇ ପାଇଁ ପ୍ରଧାନମନ୍ତ୍ରୀ ପିଏମ୍‌ କେୟାର୍ସ ଫଣ୍ଡରେ ସାହାଯ୍ୟ କରିବାକୁ ନିବେଦନ କରିଥିଲେ । କରୋନା ସହ ଲଢେଇ ପାଇଁ 2 ହଜାର କୋଟି ଟଙ୍କାରେ 50 ହଜାର ଭେଣ୍ଟିଲେଟ୍‌ର କ୍ରୟ କରାଯିବ । ଏହି ଭେଣ୍ଟିଲେଟର ସମସ୍ତ ରାଜ୍ୟ, କେନ୍ଦ୍ରଶାସିତ ପ୍ରଦେଶରେ ସରକାରଙ୍କ ଦ୍ବାରା ସଞ୍ଚାଳିତ ହେଉଥିବା କୋଭିଡ୍‌-19 ହସ୍ପିଟାଲକୁ ଦିଆଯିବ । (ଏଜେନ୍ସି)

migrant labour pmcaresfund
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତରେ ନମାଜ ସମ୍ପୂର୍ଣ୍ଣ ନିଷେଧ ହେବ କି?: ରାଷ୍ଟ୍ରପତିଙ୍କୁ ଚିଠି ଲେଖିଲେ ଅଯୋଧ୍ୟାର ସନ୍ଥ

July 17, 2026

ପ୍ରଭୃ ଜଗନ୍ନାଥଙ୍କ ସଂଗୀତକୁ ନେଇ ରବିନ୍ଦ୍ର ମଣ୍ଡପରେ ହେବ ତିନିଦିନିଆ ଉତ୍ସବ-ଗୁହାରି

July 17, 2026

ଟ୍ରମ୍ଫଙ୍କ ହତ୍ୟା ପାଇଁ ପୁରସ୍କାର ଘୋଷଣା କଲା ଇରାନ ସମର୍ଥିତ ଇରାକୀ ଆତଙ୍କବାଦୀ ସଂଗଠନ

July 17, 2026

ପାଞ୍ଚ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କଲା ଗୁଜୁରାଟ ATS: ଚାଞ୍ଚଲ୍ୟକର ଖୁଲାସା

July 17, 2026
Latest News

ଭାରତରେ ନମାଜ ସମ୍ପୂର୍ଣ୍ଣ ନିଷେଧ ହେବ କି?: ରାଷ୍ଟ୍ରପତିଙ୍କୁ ଚିଠି ଲେଖିଲେ ଅଯୋଧ୍ୟାର ସନ୍ଥ

July 17, 2026

ପ୍ରଭୃ ଜଗନ୍ନାଥଙ୍କ ସଂଗୀତକୁ ନେଇ ରବିନ୍ଦ୍ର ମଣ୍ଡପରେ ହେବ ତିନିଦିନିଆ ଉତ୍ସବ-ଗୁହାରି

July 17, 2026

ଟ୍ରମ୍ଫଙ୍କ ହତ୍ୟା ପାଇଁ ପୁରସ୍କାର ଘୋଷଣା କଲା ଇରାନ ସମର୍ଥିତ ଇରାକୀ ଆତଙ୍କବାଦୀ ସଂଗଠନ

July 17, 2026

ପାଞ୍ଚ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କଲା ଗୁଜୁରାଟ ATS: ଚାଞ୍ଚଲ୍ୟକର ଖୁଲାସା

July 17, 2026

ଗୁଣ୍ଡିଚା ମନ୍ଦିର ଆଗରେ ତିନି ରଥ, ଶନିବାର ଦିନି ତିନିଠାକୁରଙ୍କ ଆଡପ ମଣ୍ଡପ ବିଜେ

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.