Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟ୍ରକ୍‌ – ବସ୍‌ ମୁହାଁମୁହିଁ ଧକ୍କା, 8 ଶ୍ରମିକ ମୃତ, 50 ଆହତ
ଆଜିର ଖବର

ଟ୍ରକ୍‌ – ବସ୍‌ ମୁହାଁମୁହିଁ ଧକ୍କା, 8 ଶ୍ରମିକ ମୃତ, 50 ଆହତ

May 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମଧ୍ୟପ୍ରଦେଶ : କରୋନା ଓ ଲକ୍‌ ଡାଉନ୍‌ କାରଣରୁ ପ୍ରାୟ ପ୍ରତ୍ୟେକ ଦିନ ପ୍ରବାସୀ ଶ୍ରମିକମାନେ ଦୁର୍ଘଟଣାର ଶିକାର ହେଉଛନ୍ତି । ଲକ୍ ଡାଉନ୍‌ ଯୋଗୁଁ କାମ ଚାଲିଯିବା ପରେ ଭୋକ ବିକଳରେ ନିଜ ଭିଟାମାଟିକୁ ଫେରିବାକୁ ପ୍ରୟାସ କରୁଛନ୍ତି । ଏଥିପାଇଁ କେହି କେହି ଚାଲି ଚାଲି ତ କେହି କେହି ଟ୍ରକ୍‌ କିମ୍ବା ବସ୍‌ ଯୋଗେ । ତେବେ ପ୍ରବାସୀ ଶ୍ରମିକମାନେ ବିପଦପୂର୍ଣ୍ଣ ଯାତ୍ରା କରିବାବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇ ଜୀବନ ହାରୁଛନ୍ତି । ମଧ୍ୟପ୍ରଦେଶର ଗୁନାଠାରେ ବୁଧବାର ବିଳମ୍ବିତ ରାତ୍ରିରେ 60ରୁ ଅଧିକ ଶ୍ରମିକ ଥିବା ଏକ ବସ୍‌ରେ ଦୁର୍ଘଟଣା ହୋଇଯାଇଛି । ଏହି ଦୁର୍ଘଟଣାରେ 8 ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି ।

ମିଳିଥିବା ସୂଚନା ଅନୁସାରେ ବୁଧବାର ବିଳମ୍ବିତ୍ର ରାତ୍ରିରେ ଗୁନାର କେଣ୍ଟ ଅଞ୍ଚଳରେ ପ୍ରବାସୀ ଶ୍ରମିକ ବସ୍‌ ଓ ଟ୍ରକ୍‌ ମଧ୍ୟରେ ଧକ୍କା ହୋଇଥିଲା । ଏହି ଦୁର୍ଘଟଣାରେ 8 ଜଣ ମୃତ୍ୟୁ ହୋଇଥିବାବେଳେ 50ରୁ ଅଧିକ ଆହତ ହୋଇଛନ୍ତି । ଆହତଙ୍କୁ ସ୍ଥାନୀୟ ଜିଲ୍ଲା ହସ୍ପିଟାଲରେ ଚିକିତ୍ସିତ କରାଯାଉଛି । ଏହି ସମସ୍ତ ଶ୍ରମିକମାନେ ମହାରାଷ୍ଟ୍ରରୁ ଉତ୍ତରପ୍ରଦେଶ ଯାଉଥିଲେ ।  (ଏଜେନ୍ସି)

accident migrantlabour
Share. Facebook Twitter LinkedIn Email WhatsApp Copy Link

Related Posts

ଗ୍ରୀଷ୍ମ ଋତୁରେ ଯାତ୍ରୀ ଚାହିଦା ପୂରଣ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଗୁଡିକର ସେବାରେ ସମ୍ପ୍ରସାରଣ

April 1, 2026

ଚଣ୍ଡିଗଡ଼: ବିଜେପି କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ

April 1, 2026

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ବଡ଼ ଆଶ୍ଵସ୍ତି: ଫୌଜଦାରୀ ମାନହାନି ମାମଲା ଖାରଜ କଲେ କୋର୍ଟ

April 1, 2026

ଆଜି ଲକ୍ଷ୍ନୌ ବନାମ ଦିଲ୍ଲୀ ମ୍ୟାଚ୍ କିପରି ମାଗଣାରେ ଲାଇଭ୍ ଦେଖିବେ?: ଜାଣନ୍ତୁ….

April 1, 2026
Latest News

ଗ୍ରୀଷ୍ମ ଋତୁରେ ଯାତ୍ରୀ ଚାହିଦା ପୂରଣ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଗୁଡିକର ସେବାରେ ସମ୍ପ୍ରସାରଣ

April 1, 2026

ଚଣ୍ଡିଗଡ଼: ବିଜେପି କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ

April 1, 2026

ଭୁବନେଶ୍ୱର ରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

April 1, 2026

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ବଡ଼ ଆଶ୍ଵସ୍ତି: ଫୌଜଦାରୀ ମାନହାନି ମାମଲା ଖାରଜ କଲେ କୋର୍ଟ

April 1, 2026

ଆଜି ଲକ୍ଷ୍ନୌ ବନାମ ଦିଲ୍ଲୀ ମ୍ୟାଚ୍ କିପରି ମାଗଣାରେ ଲାଇଭ୍ ଦେଖିବେ?: ଜାଣନ୍ତୁ….

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.