Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚାଲି ଚାଲି ଯାଉଥିବା ଶ୍ରମିକଙ୍କ ଉପରେ ମାଡ଼ିଗଲା ବସ୍‌ : 6 ମୃତ
ଆଜିର ଖବର

ଚାଲି ଚାଲି ଯାଉଥିବା ଶ୍ରମିକଙ୍କ ଉପରେ ମାଡ଼ିଗଲା ବସ୍‌ : 6 ମୃତ

May 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁଜାଫରନଗର : ପ୍ରବାସୀ ଶ୍ରମିକମାନେ ନିଜର ସର୍ବସ୍ବ ହରାଇ ସାରିଥିବା ପ୍ରବାସୀ ଶ୍ରମିକମାନେ ଏବେ ରାସ୍ତାରେ ପ୍ରାଣ ହରାଇବାରେ ଲାଗିଛନ୍ତି । ଲକ୍ ଡାଉନ୍‌ ଯୋଗୁଁ  ଶହ ଶହ କିମି ରାସ୍ତା ଚାଲି ଚାଲି ଅତିକ୍ରମ କରୁଥିବା ବେଳେ ପ୍ରବାସୀ ଶ୍ରମିକମାନେ ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି।

ଉତ୍ତରପ୍ରଦେଶରର ମୁଜାଫରନଗରର ଚାଲି ଚାଲି ଯାଉଥିବା ପ୍ରବାସୀ ଶ୍ରମିକଙ୍କ ଉପରେ ବସ୍‌ ମାଡି ଯିବା ଯୋଗୁଁ 6 ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି। ପୁଲିସ୍‌ ସୂଚନା ଅନୁଯାୟୀ ପଞ୍ଜାବରୁ କିଛି ଶ୍ରମିକ ସଡକ ପଥରେ ଚାଲି ଚାଲି ବିହାର ଯାଉଥିଲେ। ଉତ୍ତରପ୍ରଦେଶର ମୁଜାଫରନଗର ଜାତୀୟ ରାଜପଥରେ ଯାଉଥିବାବେଳେ ବିଳମ୍ବିତ ରାତ୍ରିରେ ଏହି ଅଘଟଣ ଘଟିଥିଲା। ଉତ୍ତରପ୍ରଦେଶ ସରକାରଙ୍କ ସରକାରୀ ବସ୍‌ଟି ଦ୍ରୁତଗତିରେ ଯାଉଥିବାବେଳେ ଚାଲି ଚାଲି ଯାଉଥିବା ଏହି ପ୍ରବାସୀଙ୍କ ଉପରେ ଚଢି ଯାଇଥିଲା। ସହାରନପୁରର ଜାତୀୟ ରାଜପଥର ଟୋଲ୍‌ପ୍ଲାଜା ନିକଟରେ ଏହି ଦୁର୍ଘଟଣା ଘଟିଛି। ଶ୍ରମିକମାନେ ପଞ୍ଜାବରେ କାର୍ଯ୍ୟ କରୁଥିବାବେଳେ ଚାଲି ଚାଲି ବିହାରର ଗୋପାଲଗଞ୍ଜକୁ ଫେରୁଥିଲେ।

ମୁଜାଫରନଗର ପୋଲିସର କହିବାନୁସାରେ ରୋହନାସ୍ଥିତ ସହରାନପୁର-ମୁଜାଫରନଗର ରାଜ୍ୟ ରାଜପଥଠାରେ ଏହି ଦୁର୍ଘଟଣା ଘଟିଛି। ପଞ୍ଜାବରୁ ବିହାର  ଯାଉଥିବା ଏକ ଡର୍ଜନରୁ ଅଧିକ ଶ୍ରମିକଙ୍କ ଉପରେ ଏହି ବସ୍‌ଟି ମାଡି ଯାଇଥିଲା। ବସ୍‌ ଡ୍ରାଇଭର୍‌ ନିଶାଗ୍ରସ୍ତ ଥିବାବେଳେ ଗାଡି ଉପରେ ନିୟନ୍ତ୍ରଣ ରକ୍ଷା କରିନପାରି ଶ୍ରମିକଙ୍କ ଉପରେ ଚଢାଇ ଦେଇଥିଲା। ପୋଲିସ୍‌ ଡ୍ରାଇଭରକୁ ଅଟକ ରଖିଛି। ଏହି ଦୁର୍ଘଟଣାରେ ଆହତ ହୋଇଥିବା ଗୁରୁତରଙ୍କୁ ମେରଟ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । (ଏଜେନ୍ସି)

accident
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026
Latest News

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.