Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାଣନ୍ତୁ କେଉଁ ଜିଲ୍ଲାରେ କିପରି ରହିଛି କରୋନା ସ୍ଥିତି
ଆଜିର ଖବର

ଜାଣନ୍ତୁ କେଉଁ ଜିଲ୍ଲାରେ କିପରି ରହିଛି କରୋନା ସ୍ଥିତି

May 14, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର :  ଓଡ଼ିଶାରେ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ‌। ଆଜି ରାଜ୍ୟରେ 73 ଟି ନୂଆ ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 611କୁ ବୃଦ୍ଧି ହୋଇଛି । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରେ ସର୍ବାଧିକ 42 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧା ଜିଲ୍ଲାରେ ୩ ଆକ୍ରାନ୍ତ, ଯାଜପୁର ଜିଲ୍ଲାରେ ପୁଣି ୧୭ ଜଣ କରୋନା ପଜିଟିଭ ଚିହ୍ନଟ କରାଯାଇଛି । ଭଦ୍ରକରୁ ୯ ଜଣ ଓ ସୁନ୍ଦରଗଡ଼ରୁ ଆଜି ପୁଣି ଆଉ ଦୁଇ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇନ୍ତି ।

ରାଜ୍ୟର ମୋଟ୍‌ 21ଟି ଜିଲ୍ଲାକୁ କରୋନା ବ୍ୟାପିଥିବାବେଳେ ଆସନ୍ତୁ ନଜର ପକାଇବା ଜିଲ୍ଲାର ଆକ୍ରାନ୍ତଙ୍କ ଉପରେ :-

  • ଖୋର୍ଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା  53କୁ ବୃଦ୍ଧି ହୋଇଥିବାବେଳେ 45 ଜଣ ସୁସ୍ଥ ହୋଇଛନ୍ତି । ଏବେ ଜିଲ୍ଲାରେ 6ଟି ମାମଲା ଆକ୍ଟିଭ୍‌ ରହିଥିବାବେଳେ ଦୁଇଜଣକର ମୃତ୍ୟୁ ଘଟିଛି ।
  • ଗଞ୍ଜାମ ଜିଲ୍ଲାରେ ସର୍ବାଧିକ 252 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଦୁଇ ଜଣ ସୁସ୍ଥ ହୋଇଛନ୍ତି। ଜିଲ୍ଲାରେ 249ଟି ଆକ୍ଟିଭ୍‌ କେସ୍‌ ରହିଥିବାବେଳେ ଜଣକର ମୃତ୍ୟୁ ହୋଇଛି।
  • ବାଲେଶ୍ବର ଜିଲ୍ଲାରେ ଦ୍ବିତୀୟ ସର୍ବାଧିକ 90 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ 20 ଜଣ ସୁସ୍ଥ ହୋଇଛନ୍ତି। 70 ଜଣ ଏବେ ଆକ୍ଟିଭ୍‌ ରହିଛନ୍ତି।
  • ଯାଜପୁରରେ ସର୍ବମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 88 ରହିଥିବାବେଳେ ସୁସ୍ଥ ହୋଇଛନ୍ତି 33 ଜଣ। ଏବେ ଜିଲ୍ଲାରେ ଆଉ 55ଟି ଆକ୍ଟିଭ୍‌ କେସ୍‌ ରହିଛି।
  • ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା 40ରେ ପହଞ୍ଚିଥିବାବେଳେ ଏଠାରେ 19 ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ଜିଲ୍ଲାରେ 21ଟି ଆକ୍ଟିଭ୍‌ କେସ୍‌ ରହିଛି।
  • ସୁନ୍ଦରଗଡରେ ଆକ୍ରାନ୍ତଙ୍କ ସଂଖ୍ୟା 25ରେ ପହଞ୍ଚିଥିବାବେଳେ 12 ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ସୁଦ୍ଧା ଜିଲ୍ଲାରେ ଆକ୍ଟିଭ୍‌ କେସ ରହିଛି 13ଟି।
  • ଅନୁଗୁଳରେ 15ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ 12 ଜଣ ସୁସ୍ଥ ହୋଇଛନ୍ତି । ଏବେ 13ଟି ଆକ୍ଟିଭ୍‌ କେସ ରହିଛି।
  • କେନ୍ଦ୍ରାପଡାରୁ 9ଜଣ ଆକ୍ରାନ୍ତ ରହିଥିବାବେଳେ 2 ଜଣ ସୁସ୍ଥ ହୋଇଛନ୍ତି। ଆଉ 7 ଟି ଆକ୍ଟିଭ କେସ ରହିଛି ।
  • ମୟୂରଭଞ୍ଜରୁ 9 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କେହି ସୁସ୍ଥ ହୋଇନାହାନ୍ତି । ସେହିପରି ଜଗତସିଂପୁରରୁ 5 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାସ୍ଥଳେ କେହି ସୁସ୍ଥ ହୋଇନାହାନ୍ତି ।
  • ବୌଦ୍ଧରୁ 4 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କେହି ସୁସ୍ଥ ହୋଇନାହାନ୍ତି । କେଉଁଝର, ପୁରୀରୁ ମଧ୍ୟ ଚାରି ଜଣ ଲେଖାଏଁ ଚିହ୍ନଟ ହୋଇଥିବା ସ୍ଥଳେ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି। ଏହି ଦୁଇ ଜିଲ୍ଲାରେ ଏବେ 3ଟି ଲେଖାଏଁ ଆକ୍ଟିଭ୍‌ କେସ୍‌ ରହିଛି ।
  • କଟକରୁ ତିନି ଜଣ ଚିହ୍ନଟ ହୋଇଥିବାବେଳେ ଜଣେ ସୁସ୍ଥ ହୋଇଛନ୍ତି । କଟକରେ ଏବେ 2 ଟି ଆକ୍ଟିଭ କେସ ରହିଛି ।
  • ବଲାଙ୍ଗିର, ଝାରସୁଗୁଡା, କଳାହାଣ୍ଡିରୁ 2ଟି ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସ୍ଥଳେ ଝାରସୁଗୁଡା ଓ କଳାହାଣ୍ଡିର ଚାରି ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କେବଳ ବଲାଙ୍ଗିରରେ କେହି ସୁସ୍ଥ ହୋଇନାହାନ୍ତି ।
  • ସେହିପରି ଦେବଗଡ, ଢେଙ୍କାନାଳ, କୋରାପୁଟ, ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାସ୍ଥଳେ କେବଳ ନୟାଗଡ ଆକ୍ରାନ୍ତଙ୍କୁ ଛାଡି ଅନ୍ୟ ତିନୋଟି ଜିଲ୍ଲାର ଆକ୍ରାନ୍ତ ମାନେ ସୁସ୍ଥ ହୋଇଛନ୍ତି ।

ରାଜ୍ୟର ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 611 ରହିଥିବାବେଳେ ସୁସ୍ଥ ହୋଇଛନ୍ତି 143 ଜଣ । ସେହିପରି ଏବେ ରାଜ୍ୟରେ 465ଟି ଆକ୍ଟିଭ୍‌ କେସ୍‌ ରହିଥିବାବେଳେ ତିନିଜଣଙ୍କର ମୃତ୍ୟୁ ହୋଇଛି ।

ଓଡ଼ିଶା ଅପଡେଟ୍‌ କରୋନା ଖୋର୍ଦ୍ଧା ଗଞ୍ଜାମ ବାଲେଶ୍ବର ଭଦ୍ରକ ଯାଜପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026
Latest News

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.