Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୧୦ ଦିନ ମଧ୍ୟରେ ଲୋକପାଳ ଚୟନ ବୈଠକ ତାରିଖ ସ୍ଥିର କରିବାକୁ କେନ୍ଦ୍ରକୁ ନିର୍ଦ୍ଦେଶ ଦେଲେ ସୁପ୍ରିମ୍‌ କୋର୍ଟ
ଆଜିର ଖବର

୧୦ ଦିନ ମଧ୍ୟରେ ଲୋକପାଳ ଚୟନ ବୈଠକ ତାରିଖ ସ୍ଥିର କରିବାକୁ କେନ୍ଦ୍ରକୁ ନିର୍ଦ୍ଦେଶ ଦେଲେ ସୁପ୍ରିମ୍‌ କୋର୍ଟ

March 7, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
supremecourt orders to centeral govt to declare the date of lokapal meeting in between 10 days
supremecourt orders to centeral govt to declare the date of lokapal meeting in between 10 days

ଲୋକପାଳ ସଦସ୍ୟ ନିଯୁକ୍ତି ନିମନ୍ତେ ଚୟନ କମିଟିର ବୈଠକ ତାରିଖ ଜଣାଇବାକୁ ସୁପ୍ରିମ୍‌ କୋର୍ଟ କେନ୍ଦ୍ର ସରକାରଙ୍କୁ ୧୦ ଦିନ ସମୟ ଦେଇଛନ୍ତି। ଜଷ୍ଟିସ୍‌ ରଞ୍ଜନ ଗୋଗୋଇଙ୍କ ନେତୃତ୍ୱାଧୀନ ସୁପ୍ରିମ୍‌କୋର୍ଟର ଖଣ୍ଡପୀO ଏହି ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ଚୂଡ଼ାନ୍ତ ହୋଇଥିବା ଏହି ତିନି ପାନେଲ୍‌କୁ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଥିବା ଚୟନ କମିଟିକୁ ପଠାଇ ଦିଆଯାଇଛି ବୋଲି ଆଟର୍ଣ୍ଣି ଜେନେରାଲ୍‌ କହିଛନ୍ତି । ସେଥି ମଧ୍ୟରୁ ଗୋଟିଏ ଲୋକପାଳ ଏବଂ ବାକି ଦୁଇଟି ବିଚାର ବିଭାଗୀୟ ଓ ଅଣବିଚାର ବିଭାଗୀୟ ଲୋକପାଳ ସଦସ୍ୟଙ୍କ ନିମନ୍ତେ ଉଦ୍ଦିଷ୍ଟ ବୋଲି ଆଟର୍ଣ୍ଣି ଜେନେରାଲ୍‌ ବେଣୁଗୋପାଳ କହିଛନ୍ତି। ଲୋକପାଳର ଅଧ୍ୟକ୍ଷ ଏବଂ ସଦସ୍ୟମାନଙ୍କର ନାମ ସର୍ବସାଧାରଣରେ ପ୍ରକାଶ କରାଯାଉ ବୋଲି ପ୍ରଶାନ୍ତ ଭୂଷଣ କରିଥିବା ଆବେଦନକୁ ସୁପ୍ରିମ୍‌ କୋର୍ଟ ଖାରଜ କରିଛନ୍ତି।

govt sc thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026

ବିଶ୍ୱକପ୍ ର ସୁପର ୮ ପର୍ଯ୍ୟାୟ: ଆଜି ପାକିସ୍ତାନ-ନ୍ୟୁଜିଲାଣ୍ଡ ମ୍ୟାଚ୍ ରେ ବର୍ଷା ସମ୍ଭାବନା

February 21, 2026
Latest News

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026

ବିଶ୍ୱକପ୍ ର ସୁପର ୮ ପର୍ଯ୍ୟାୟ: ଆଜି ପାକିସ୍ତାନ-ନ୍ୟୁଜିଲାଣ୍ଡ ମ୍ୟାଚ୍ ରେ ବର୍ଷା ସମ୍ଭାବନା

February 21, 2026

ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣ ଯୋଜନା: ଟାର୍ଗେଟରେ ଚାନ୍ଦନୀ ଚୌକ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.