Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆତ୍ମନିର୍ଭର ଭାରତ ଯୋଜନା : କ୍ଷୁଦ୍ର ଚାଷୀଙ୍କ ପାଇଁ 25 ହଜାର କୋଟିର ଘୋଷଣା
ଆଜିର ଖବର

ଆତ୍ମନିର୍ଭର ଭାରତ ଯୋଜନା : କ୍ଷୁଦ୍ର ଚାଷୀଙ୍କ ପାଇଁ 25 ହଜାର କୋଟିର ଘୋଷଣା

May 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା 20 ଲକ୍ଷ କୋଟି ସହାୟତା ରାଶିର ବିସ୍ତୃତ ସୂଚନା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ପ୍ରଥମ ଦିନରେ କେନ୍ଦ୍ର ସରକାରଙ୍କ ପକ୍ଷରୁ 5.9 ଲକ୍ଷ କୋଟିର ଘୋଷଣା କରାଯାଇଥିବା ବେଳେ ଦ୍ବିତୀୟ ଦିନରେ ପ୍ରବାସୀ ଶ୍ରମିକ ଏବଂ କ୍ଷୁଦ୍ର ଚାଷୀଙ୍କ ପାଇଁ ସହାୟତା ରାଶିର ଘୋଷଣା କରାଯାଇଛି । ଏହି ପ୍ରେସ୍‌ମିଟ୍‌ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ଅର୍ଥରାଷ୍ଟ୍ର ମନ୍ତ୍ରୀ ଅନୁରାଗ ଠାକୁର ଏବଂ ଅର୍ଥସଚିବ ଯୋଗ ଦେଇଥିଲେ ।

ଦ୍ବିତୀୟ ଦିନରେ କ୍ଷୁଦ୍ର ଚାଷୀଙ୍କ ଋଣ ପ୍ରଦାନ ପାଇଁ 25 ହଜାର କୋଟିର ଋଣ ବ୍ୟବସ୍ଥା କରାଯାଇଛି । ପୂର୍ବରୁ କୃଷିଋଣ ନେଇଥିବା କୃଷକ ମାନଙ୍କ ଋଣ ରାଶିକୁ 3 ମାସ ପାଇଁ ଛାଡ କରି ଦିଆଯାଇଛି । 31 ମେ ପର୍ଯ୍ୟନ୍ତ କୌଣସି ଅତିରିକ୍ତ ସୁଧ ମଧ୍ୟ ପ୍ରଦାନ କରିବାକୁ ପଡିବ ନାହିଁ । ଏହା ଦ୍ବାରା 4.22 କୋଟି ଚାଷୀ ଉପକୃତ ହେବେ ବୋଲି କୁହାଯାଇଛି । ଏହା ସହିତ କେନ୍ଦ୍ର ସରକାରଙ୍କ 25 ଲକ୍ଷ କିଷାନ କ୍ରେଡିଟ୍‌ କାର୍ଡ ପ୍ରଦାନ କରାଯାଇଥିବା ନେଇ ସୀତାରମଣ ପ୍ରକାଶ କରିଛନ୍ତି । ମାର୍ଚ୍ଚ-ଏପ୍ରିଲ୍‌ ମାସରେ 63 ଲକ୍ଷ ଚାଷୀଙ୍କୁ 86600 ଟଙ୍କାର ଋଣ ପ୍ରଦାନର ବ୍ୟବସ୍ଥା କରାଯାଇଛି । ସେହିପରି ନାବାର୍ଡ ପକ୍ଷରୁ 29 ହଜାର କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି । ସେହିପରି ରାଜ୍ୟ ସରକାର ମାନଙ୍କ ପାଇଁ 6700 କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହି ଅର୍ଥ ଦ୍ବାରା ଚାଷୀ ମାନଙ୍କ ନିକଟରୁ ବିଭିନ୍ନ ଉତ୍ପାଦ କ୍ରୟ କରିବେ ।

atmanirbharbharat
Share. Facebook Twitter LinkedIn Email WhatsApp Copy Link

Related Posts

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟିତ

February 26, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬: ଦର୍ଶକ ନୁହେଁ, ଭାଗୀଦାର ଭାବେ ଭାରତକୁ ବିଶ୍ୱର ସମର୍ଥନ

February 25, 2026

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026
Latest News

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟିତ

February 26, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬: ଦର୍ଶକ ନୁହେଁ, ଭାଗୀଦାର ଭାବେ ଭାରତକୁ ବିଶ୍ୱର ସମର୍ଥନ

February 25, 2026

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026

କଟକର ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି ଦଳ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.