Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଉ 8 କରୋନା ଆକ୍ରାନ୍ତ ସୁସ୍ଥ
ଆଜିର ଖବର

ରାଜ୍ୟରେ ଆଉ 8 କରୋନା ଆକ୍ରାନ୍ତ ସୁସ୍ଥ

May 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର :  ଆଜି ରାଜ୍ୟରେ ଆଉ 8 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଯାଜପୁରରୁ ଚାରି ଜଣ, ଭଦ୍ରକରୁ ଦୁଇ ଜଣ ଓ ବାଲେଶ୍ବର ଓ କେନ୍ଦୁଝରରୁ ଜଣେ ଲେଖାଏଁ ରହିଛନ୍ତି । ନୂଆ 8 ଜଣଙ୍କୁ ମିଶାଇ ରାଜ୍ୟରେ ଏବେ ସୁସ୍ଥଙ୍କ ସଂଖ୍ୟା 166ରେ ପହଞ୍ଚିଛି।

ସୂଚନାଯୋଗ୍ୟ ରାଜ୍ୟରେ ଏ ଯାବତ୍‌ 672 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି 166। ଆଜି ରାଜ୍ୟରେ 48 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହି ଆକ୍ରାନ୍ତ ମଧ୍ୟରେ ଗଞ୍ଜାମରୁ 12, ବାଲେଶ୍ବରରୁ 12, ପୁରୀରୁ 10 ଓ ଭଦ୍ରକରୁ 6 ଜଣ, ନୟାଗଡରୁ ତିନି,ଯାଜପୁରରୁ ଦୁଇ, କଟକ, ସୁନ୍ଦରଗଡ, ଦେବଗଡରୁ ଜଣେ ଲେଖାଏଁ ରହିଛନ୍ତି।

ତେବେ ଆଜି 8 ଜଣ ସୁସ୍ଥ ହେବା ପରେ ଯାଜପୁରରେ ଏବେ ସୁସ୍ଥଙ୍କ ସଂଖ୍ୟା 52ରେ ପହଞ୍ଚିଥିବାବେଳେ ଭଦ୍ରକରେ ସୁସ୍ଥଙ୍କ ସଂଖ୍ୟା 21ରେ ପହଞ୍ଚିଛି। ସେହିପରି ବାଲେଶ୍ବରରେ ସୁସ୍ଥ ରୋଗୀଙ୍କ ସଂଖ୍ୟା 21 ଓ କେନ୍ଦୁଝରରେ 2 ଜଣ ସୁସ୍ଥ ହୋଇଛନ୍ତି।

କରୋନା ବାଲେଶ୍ବର ଭଦ୍ରକ ଯାଜପୁର ସୁସ୍ଥ
Share. Facebook Twitter LinkedIn Email WhatsApp Copy Link

Related Posts

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

ସମ୍ବଲପୁର–ମାନେଶ୍ୱର ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ପୁରୀ–ରାଉରକେଲା ଏକ୍ସପ୍ରେସ୍ ବାତିଲ 

May 15, 2026
Latest News

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

ସମ୍ବଲପୁର–ମାନେଶ୍ୱର ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ପୁରୀ–ରାଉରକେଲା ଏକ୍ସପ୍ରେସ୍ ବାତିଲ 

May 15, 2026

ଷ୍ଟ୍ରୋକ୍ ସଚେତନତା ଅଭିଯାନ – ଆଇଏଫଆଇ ଫାଉଣ୍ଡେସନକୁ ଅନ୍ତର୍ଜାତୀୟ ସମ୍ମାନ

May 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.