Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ କରୋନାରେ ଆକ୍ରାନ୍ତ ହୋଇଥିବା ସମସ୍ତ 20 ଜଣ ଛୋଟ ପିଲା ସୁସ୍ଥ : ସୁବ୍ରତ ବାଗ୍‌ଚୀ
ଆଜିର ଖବର

ରାଜ୍ୟରେ କରୋନାରେ ଆକ୍ରାନ୍ତ ହୋଇଥିବା ସମସ୍ତ 20 ଜଣ ଛୋଟ ପିଲା ସୁସ୍ଥ : ସୁବ୍ରତ ବାଗ୍‌ଚୀ

May 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର :  ଆଜି ସାମ୍ବାଦିକ ସମ୍ମିଳନୀରେ କୋଭିଡ୍‌ ସମ୍ପର୍କରେ ସୂଚନା ଦେବା ସହ ଏକ ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି କୋଭିଡ୍‌-19 ଓଡ଼ିଶାର ମୁଖପାତ୍ର ସୁବତ୍ର ବାଗ୍‌ଚୀ। ରାଜ୍ୟରେ କରୋନାରେ ଆକ୍ରାନ୍ତ ହୋଇଥିବା ସମସ୍ତ 20 ଜଣ ଛୋଟ ପିଲା ସୁସ୍ଥ ହୋଇଛନ୍ତି । 14 ବର୍ଷରୁ କମ୍‌ ବୟସ୍କ ସମସ୍ତ 20 ଜଣ ସୁସ୍ଥ ହୋଇଥିବାର ସୂଚନା ଦେଇଛନ୍ତି ବାଗ୍‌ଚୀ । ସମସ୍ତ 20 ଜଣ ସୁସ୍ଥ ହୋଇ ଘରକୁ ଫେରିଯାଇଥିବାର କହିଛନ୍ତି ବାଗ୍‌ଚୀ ।

ସୂଚନାଯୋଗ୍ୟ, ରାଜ୍ୟରେ ଏବେ ସୁଦ୍ଧା ସୁସ୍ଥଙ୍କ ସଂଖ୍ୟା 166ରେ ପହଞ୍ଚିଛି। ଆଜି ରାଜ୍ୟରୁ 8 ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 672ରେ ପହଞ୍ଚିଥିବାବେଳେ 503ଟି ସକ୍ରିୟ ମାମଲା ରହିଛି ।

କୋଭିଡ୍‌-19 ସୁବ୍ରତ ବାଗ୍‌ଚୀ
Share. Facebook Twitter LinkedIn Email WhatsApp Copy Link

Related Posts

ପାକିସ୍ତାନରେ ଜରୁରୀକାଳୀନ ପରିସ୍ଥିତି ଲାଗୁ: ପୁନଃନିର୍ଦ୍ଧାରିତ ହେଲା କ୍ରିକେଟ୍ ମ୍ୟାଚ୍ ସ୍ଥାନ

October 12, 2026

ରକ୍ତଚାପ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

October 12, 2026

ଦିଲ୍ଲୀ ପ୍ରତିବାଦ: ଧାରା ୨୧ କ’ଣ କହୁଛି? ଗୋପାଳନରୁ ମାନେକା ଗାନ୍ଧୀ ଯାଏଁ ବଦଳିଛି ନ୍ୟାୟର ପରିଭାଷା

October 12, 2026

ହାଇୱା ଗାଡ଼ି ଧକ୍କାରେ ସାଇକେଲ ଚାଳକଙ୍କ ମୃତ୍ୟୁ

October 12, 2026
Latest News

ପାକିସ୍ତାନରେ ଜରୁରୀକାଳୀନ ପରିସ୍ଥିତି ଲାଗୁ: ପୁନଃନିର୍ଦ୍ଧାରିତ ହେଲା କ୍ରିକେଟ୍ ମ୍ୟାଚ୍ ସ୍ଥାନ

October 12, 2026

କ୍ରସର୍ ପ୍ଲାଣ୍ଟ ବିବାଦ: ଗ୍ରାମବାସୀଙ୍କ ମାାଡ଼ରେ ବିଜେପି ପୂର୍ବତନ ବିଧାୟକ ମୃତ

October 12, 2026

ଆଉ ଜନ୍ତର ମନ୍ତରରେ ହେବ ନାହିଁ ପ୍ରତିବାଦ: ଏହି ୩ ଟି ସ୍ଥାନକୁ ଚୂଡ଼ାନ୍ତ କଲା ଗୃହ ମନ୍ତ୍ରଣାଳୟ

October 12, 2026

ରକ୍ତଚାପ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

October 12, 2026

ସୁପ୍ରିମକୋର୍ଟରେ ଜ୍ଞାନେଶ କୁମାରଙ୍କ ବିରୋଧରେ ଆବେଦନ ଦାଖଲ କରିବେ ରାହୁଲ ଗାନ୍ଧୀ

October 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.