Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜମ୍ମୁ କାଶ୍ମୀରରୁ ଲସ୍କର ଏ ତୋଏବା ଆତଙ୍କବାଦୀ ଗିରଫ
ଆଜିର ଖବର

ଜମ୍ମୁ କାଶ୍ମୀରରୁ ଲସ୍କର ଏ ତୋଏବା ଆତଙ୍କବାଦୀ ଗିରଫ

May 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଶ୍ରୀନଗର : ଜମ୍ମୁ କାଶ୍ମୀରରୁ ଜଣେ ଲସ୍କର ଏ ତୋଏବା ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି । ଶନିବାର ସୁରକ୍ଷାବଳଙ୍କ ପକ୍ଷରୁ ଲସ୍କରର ଆତଙ୍କୀ ଜହୁର୍‌ ଓ୍ବାନିଙ୍କୁ ଗିରଫ କରାଯାଇଛି । ଶନିବାର ସୁରକ୍ଷା ବଳଙ୍କ ପକ୍ଷରୁ ବଡ୍‌ଗାମ ଜିଲ୍ଲାର ଆରିଜଲ୍‌ ଖାନ୍‌ସାଇବ୍‌ ଅଞ୍ଚଳରେ ଚଢାଉ କରାଯିବା ସହ ଏଡି ଦୁର୍ଦ୍ଦୁଷ ଆତଙ୍କୀକୁ ଗିରଫ କରାଯାଇଛିୀ । ପୂର୍ବରୁ ଜମ୍ମୁ କାଶ୍ମୀର ପୋଲିସ ଓ୍ବାନି ବିପକ୍ଷରେ ଏକ ମାମଲା ରୁଜର କରିଥିଲା । ଓ୍ବାନି ଲସ୍କର ଆତଙ୍କବାଦୀ ୟୁସୁଫ୍‌ କନ୍ତ୍ରୁର ଘନିଷ୍ଠ ସହଯୋଗୀ ବୋଲି ଜଣାପଡିଛି । (ଏଜେନ୍ସି)

let
Share. Facebook Twitter LinkedIn Email WhatsApp Copy Link

Related Posts

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ଲୋକସଭାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀଙ୍କ ବକ୍ତବ୍ୟ

March 12, 2026
Latest News

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ଲୋକସଭାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀଙ୍କ ବକ୍ତବ୍ୟ

March 12, 2026

ପଶ୍ଚିମ ଓଡ଼ିଶାର ରେଳ ସଂଯୋଗକୁ ନୂଆ ଗତି: ପୋତନୁର-ଧନବାଦ ଅମୃତ ଭାରତ ଏକ୍ସପ୍ରେସର ପ୍ରଚଳନ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.