Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲକ୍‌ଡାଉନ୍‌ ପ୍ରଭାବ : 2021 ଜନଗଣନା ସ୍ଥଗିତ ରଖିଲେ ଯୋଗୀ ସରକାର
ଆଜିର ଖବର

ଲକ୍‌ଡାଉନ୍‌ ପ୍ରଭାବ : 2021 ଜନଗଣନା ସ୍ଥଗିତ ରଖିଲେ ଯୋଗୀ ସରକାର

May 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲକ୍ଷ୍ନୌ : ଦେଶବ୍ୟାପୀ କରୋନା ପ୍ରଭାବରେ ଲକ୍‌ଡାଉନ୍‌ ରହିଥିବା ବେଳେ 2021ର ଜନଗଣନା ବା ଏନ୍‌ପିଆରକୁ ସ୍ଥଗିତ ରଖିଛନ୍ତି ଉତ୍ତର ପ୍ରଦେଶ ସରକାର । ଉଲ୍ଲେଖଯୋଗ୍ୟ ଯେ, ମାର୍ଚ୍ଚ ମାସରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଏନ୍‌ପିଆର ଉପରେ ରୋକ୍‌ ଲଗାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା । ବର୍ତ୍ତମାନ ଦେଶରେ କରୋନା ମହାମାରୀ ପ୍ରକୋପରେ ଅର୍ଥନୀତି ସମ୍ପୂର୍ଣ୍ଣ ଭୁଷୁଡି ପଡିଛି ତେଣୁ ବର୍ତ୍ତମାନର ସମୟରେ ଏନ୍‌ପିଆର ସମ୍ଭବ ନୁହେଁ ବୋଲି ମତଦେବା ସହିତ 2021 ପର୍ଯ୍ୟନ୍ତ ଏହାକୁ ସ୍ଥଗିତ ରଖିବାର ନିଷ୍ପତ୍ତି ନେଇଛନ୍ତି ଯୋଗୀ ସରକାର । ଉଲ୍ଲେଖଯୋଗ୍ୟ ଯେ, ଦେଶରେ ବର୍ତ୍ତମାନ ସୁଦ୍ଧା କରୋନାରେ 85940 ଜଣ ଆକ୍ରାନ୍ତ ହୋଇଥିବା ବେଳେ 2752 ଜଣଙ୍କର ପ୍ରାଣହାନି ଘଟିଛି । (ଏଜେନ୍ସି)

npr yogiadityanath
Share. Facebook Twitter LinkedIn Email WhatsApp Copy Link

Related Posts

ବିବାଦୀୟ ଅଧ୍ୟାୟ ପାଇଁ ସାର୍ବଜନୀନ ଭାବରେ କ୍ଷମା ମାଗିଲା NCERT

March 10, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ କୀର୍ତ୍ତି ଆଜାଦଙ୍କ ଟିମ୍ ଇଣ୍ଡିଆକୁ କଟାକ୍ଷ: ଜୟ ଶାହଙ୍କୁ କଲେ ଟାର୍ଗେଟ

March 10, 2026

ଗ୍ୟାସ୍ ଅଭାବ ହେଲେ କାହାକୁ ପ୍ରାଥମିକତା ଦେବେ ସରକାର?: ଦେଖନ୍ତୁ ତାଲିକା

March 10, 2026

ପରିବର୍ତ୍ତନଶୀଳ ବିଶ୍ୱ ବ୍ୟବସ୍ଥା: ଆନ୍ତର୍ଜାତୀୟ ରାଜନୀତିର ନୂଆ ପରିଦୃଶ୍ୟ

March 10, 2026
Latest News

ବିବାଦୀୟ ଅଧ୍ୟାୟ ପାଇଁ ସାର୍ବଜନୀନ ଭାବରେ କ୍ଷମା ମାଗିଲା NCERT

March 10, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ କୀର୍ତ୍ତି ଆଜାଦଙ୍କ ଟିମ୍ ଇଣ୍ଡିଆକୁ କଟାକ୍ଷ: ଜୟ ଶାହଙ୍କୁ କଲେ ଟାର୍ଗେଟ

March 10, 2026

ଗ୍ୟାସ୍ ଅଭାବ ହେଲେ କାହାକୁ ପ୍ରାଥମିକତା ଦେବେ ସରକାର?: ଦେଖନ୍ତୁ ତାଲିକା

March 10, 2026

ପରିବର୍ତ୍ତନଶୀଳ ବିଶ୍ୱ ବ୍ୟବସ୍ଥା: ଆନ୍ତର୍ଜାତୀୟ ରାଜନୀତିର ନୂଆ ପରିଦୃଶ୍ୟ

March 10, 2026

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.