Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶା-ପଶ୍ଚିମବଙ୍ଗ ସୀମାରେ ଲ୍ୟାଣ୍ଡଫଲ୍‌ କରିପାରେ ଆମ୍ଫାନ୍‌!
ଆଜିର ଖବର

ଓଡିଶା-ପଶ୍ଚିମବଙ୍ଗ ସୀମାରେ ଲ୍ୟାଣ୍ଡଫଲ୍‌ କରିପାରେ ଆମ୍ଫାନ୍‌!

May 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ବାତ୍ୟା ଆମ୍ଫାନ୍‌ ଓଡିଶା ଓ ପଶ୍ଚିମବଙ୍ଗ ସୀମାନ୍ତରେ ଲାଣ୍ଡଫଲ କରିବା ସମ୍ଭାବନା ରହିଛି । ତେବେ ଏହି ବାତ୍ୟା ବେଙ୍ଗଲ ଉପକୂଳକୁ ଯିବାକୁ ଅଧିକ ସମ୍ଭାବନା ରହିଛି ବୋଲି ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା କହିଛନ୍ତି । ରାଜ୍ୟ ସରକାରଙ୍କ ତରଫରୁ ସମସ୍ତ ଜିଲ୍ଲା ପ୍ରଶାସନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହି ପରିପ୍ରେକ୍ଷୀରେ ସମସ୍ତ ଜିଲ୍ଲାପାଳଙ୍କ ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ଆଲୋଚନା କରିବେ ବୋଲି ଶ୍ରୀ ଜେନା କହିଛନ୍ତି । ଏହି ବାତ୍ୟାର ପ୍ରଭାବରେ ବର୍ଷା ହେବ ତେବେ ଏହାର ପ୍ରଭାବ ଫନି ଠାରୁ କମ୍‌ ରହିବ ବୋଲି ପାଣିପାଗ ବିଭାଗ ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ମତ ଦେଇଛନ୍ତି । ଏହାର ପ୍ରଭାବରେ ଆସନ୍ତା 18 ତାରିଖରୁ ବର୍ଷାର ସମ୍ଭାବନା ରହିଛି । ଏହା ସହିତ ରାଜ୍ୟର 12ଟି ଜିଲ୍ଲାପାଇଁ ସତର୍କସୂଚନା ଜାରି କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଜମି ପାଇଁ ହାଣିଲେ : ପରିବାରର ୬ ଆହତ

April 7, 2026

ଏଣିକି ଗାଡ଼ି ନମ୍ବର ପ୍ଲେଟରେ ପୋଲିସ୍ ଲୋଗା ମନା

April 7, 2026

କାଳବୈଶାଖୀ ତାଣ୍ଡବ : ଭାଙ୍ଗିଲା ତିନିଶହ ଘର

April 7, 2026

ଅଟକିପାରେ ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୨୩ତମ କିସ୍ତି : ପାଇବା ପାଇଁ କରିବାକୁ ପଡିବ ଏହି କାମ

April 7, 2026
Latest News

ଜମି ପାଇଁ ହାଣିଲେ : ପରିବାରର ୬ ଆହତ

April 7, 2026

ଏଣିକି ଗାଡ଼ି ନମ୍ବର ପ୍ଲେଟରେ ପୋଲିସ୍ ଲୋଗା ମନା

April 7, 2026

କାଳବୈଶାଖୀ ତାଣ୍ଡବ : ଭାଙ୍ଗିଲା ତିନିଶହ ଘର

April 7, 2026

ଅଟକିପାରେ ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୨୩ତମ କିସ୍ତି : ପାଇବା ପାଇଁ କରିବାକୁ ପଡିବ ଏହି କାମ

April 7, 2026

ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ଯୁବପିଢ଼ିଙ୍କ ପାଇଁ ସଚେତନତା କାର୍ଯ୍ୟକ୍ରମ- ‘ଷ୍ଟ୍ରୋକ୍‌କୁ ଜାଣନ୍ତୁ, ଜୀବନ ବଞ୍ଚାନ୍ତୁ’

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.