Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଟେଷ୍ଟ ନ କରିବାରୁ ସ୍ବାମୀଙ୍କ ବିରୋଧରେ ଅଭିଯୋଗ କଲେ ସ୍ତ୍ରୀ : ପୋଲିସ୍‌ କଲା ଗିରଫ
ଆଜିର ଖବର

କରୋନା ଟେଷ୍ଟ ନ କରିବାରୁ ସ୍ବାମୀଙ୍କ ବିରୋଧରେ ଅଭିଯୋଗ କଲେ ସ୍ତ୍ରୀ : ପୋଲିସ୍‌ କଲା ଗିରଫ

May 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହରିୟାଣା : ହରିୟାଣାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ଯୁବକଙ୍କୁ କରୋନା ଟେଷ୍ଟ ନ କରିବା ବେଶ୍‌ ମହଙ୍ଗା ସାବ୍ୟସ୍ତ ହୋଇଛି। ତାଙ୍କ ସ୍ତ୍ରୀ ତାଙ୍କୁ ଏନେଇ ଜେଲ୍‌ ପଠେଇଛନ୍ତି।

ମିଳିଥିବା ସୂଚନା ଅନୁସାରେ ପଞ୍ଜାବରୁ ହରିୟାଣା ଫେରିଥିବା ଜଣେ ଯୁବକ କରୋନା ଟେଷ୍ଟ ନ କରିଥିବାରୁ ତାଙ୍କ ସ୍ତ୍ରୀ ପୋଲିସ୍‌ରେ ଅଭିଯୋଗ କରି ତାଙ୍କ ସ୍ବାମୀଙ୍କୁ ଗିରଫ କରାଇଛନ୍ତି । ହରିୟାଣାର ହିସାରରେ ଏହି ଘଟଣା ଘଟିଛି ।  ଯୁବକ ଜଣକ ପଞ୍ଜାବରୁ ହରିୟାଣାର ହିସାରକୁ ଫେରିଥିଲେ । କିନ୍ତୁ କରୋନା ଟେଷ୍ଟ କରାଇନଥିଲେ । କରୋନା ଟେଷ୍ଟ ନ କରିବା ଅଭିଯୋଗ ସହିତ ଲକ୍‌ ଡାଉନ୍‌ ଉଲ୍ଲଂଘନ କରିବା ଅଭିଯୋଗ କରି ସ୍ତ୍ରୀ ଜଣକ ସ୍ବାମୀଙ୍କୁ ପୋଲିସ୍‌ରେ ଧରାଇଛନ୍ତି ।

ତେବେ ଏହି ଘଟଣାକୁ ନେଇ ସ୍ତ୍ରୀ ଜଣକ କହିଛନ୍ତି, ସେ ତାଙ୍କ ସ୍ବାମୀଙ୍କୁ ହସ୍ପିଟାଲ୍‌ ଯାଇ କରୋନା ଟେଷ୍ଟ କରିବାକୁ କହିଥିଲେ । କିନ୍ତୁ ତାଙ୍କ ସ୍ବାମୀ ଏକଥା ନ ଶୁଣି ତାଙ୍କୁ ଧମକ ଚମକ ଦେଖାଇ ମାରପିଟ୍‌ କରିଥିଲେ ।  ଏହାକୁ ନେଇ ମହିଳା ଜଣକ ପୋଲିସ୍‌ରେ ତାଙ୍କ ସ୍ବାମୀଙ୍କ ବିରୁଦ୍ଧରେ ଅଭିଯୋଗ କରିଥିଲେ ।  ଘଟଣାର ତଦନ୍ତ କରି ପୋଲିସ୍‌ ମହିଳାଙ୍କ ସ୍ବାମୀଙ୍କୁ ଗିରଫ କରିଛନ୍ତି । ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ ଧାରା 188, 505, 506,323, 506  ଓ ଡିଜାଷ୍ଟର ମ୍ୟାନେଜମେଣ୍ଟର ଧାରା ଅନୁସାରେ ମୋକଦ୍ଦମା ରୁଜୁ କରାଯାଇଛି ।

corona test husband arrested
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026
Latest News

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026

ଘର ପ୍ରତିଷ୍ଠା ଭୋଜି ପଡ଼ିଲା ମହଙ୍ଗା, ଝାଡ଼ାବାନ୍ତିରେ ୧୦୦ରୁ ଅଧିକ ଆକ୍ରାନ୍ତ

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.