Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭଦ୍ରକ-ନାରାୟଣଗଡ଼ ତୃତୀୟ ରେଳଲାଇନ୍‌ ପାଇଁ କ୍ୟାବିନେଟ୍‌ ମଞ୍ଜୁରୀ
ଆଜିର ଖବର

ଭଦ୍ରକ-ନାରାୟଣଗଡ଼ ତୃତୀୟ ରେଳଲାଇନ୍‌ ପାଇଁ କ୍ୟାବିନେଟ୍‌ ମଞ୍ଜୁରୀ

March 7, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
cabinet aproves third rail track of bhadrak-narayangarh
cabinet aproves third rail track of bhadrak-narayangarh

ଭଦ୍ରକ-ନାରାୟଣଗଡ଼ ତୃତୀୟ ରେଳଲାଇନ୍‌ ପାଇଁ ମିଳିଛି କ୍ୟାବିନେଟ୍‌ ମଞ୍ଜୁରୀ। କେନ୍ଦ୍ରୀୟ କ୍ୟାବିନେଟ୍‌ର ଆର୍ଥିକ ବ୍ୟାପାର ପକ୍ଷରୁ ଏହି ପ୍ରକଳ୍ପକୁ ଅନୁମୋଦନ କରାଯାଇଛି। ୧୫୫ କିଲୋମିଟର ରେଳପଥ ନିର୍ମାଣ ଲାଗି ମୋଟ ୧୮୬୫.୩୧ କୋଟି ଟଙ୍କାର ବ୍ୟୟ ଅଟକଳ ପ୍ରସ୍ତୁତ କରାଯାଇଛି। ୨୦୨୩-୨୪ରେ ଏହି ପ୍ରକଳ୍ପ ଶେଷ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ୩୭.୨ ଲକ୍ଷ ଶ୍ରମ ସୃଷ୍ଟି ହେବ ବୋଲି ଅରୁଣ ଜେଟ୍‌ଲୀ କହିଛନ୍ତି । ନୟାଗଡ ଭଦ୍ରକ ରେଳ ଲାଇନ ମୁଖ୍ୟତଃ ଷ୍ଟିଲ୍ ପ୍ଲାଣ୍ଟ ଗୁଡ଼ିକ ଲାଗି ବ୍ୟବହୃତ ହେଉଥିବା କୋଇଲା ପରିବହନ ଲାଗି ବ୍ୟସ୍ତ ରହିଥାଏ। ତୃତୀୟ ରେଳ ଲାଇନ୍‌ ନିର୍ମାଣ ହେବା ଦ୍ୱାରା ଏହି ପରିବହନ ସହଜ ହୋଇପାରିବ।

aproves bhadrak cabinet thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026
Latest News

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.