Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଉ ଦୁଇ କରୋନା ପଜିଟିଭ୍‌ ଚିହ୍ନଟ
ଆଜିର ଖବର

ରାଜ୍ୟରେ ଆଉ ଦୁଇ କରୋନା ପଜିଟିଭ୍‌ ଚିହ୍ନଟ

May 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବଲାଙ୍ଗିର : ରାଜ୍ୟରେ ଆଉ ଦୁଇ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ଦୁଇ ନୂଆ ଆକ୍ରାନ୍ତ ବଲାଙ୍ଗିର ଜିଲ୍ଲାର ବୋଲି ସୂଚନା ରହିଛି ।  ଜିଲ୍ଲାରେ ଦୁଇ ଆକ୍ରାନ୍ତ ଚିହ୍ନଟ ନେଇ ଜିଲ୍ଲାପାଳ ଅରିନ୍ଦମ ଡାକୁଆ ସୂଚନା ଦେଇଛନ୍ତି। ଦୁଇ ଆକ୍ରାନ୍ତ ଜଣକ ଡାଲପାଲିପଡା ଅଞ୍ଚଳର ହୋଇଥିବାବେଳେ ସୁରତ ଫେରନ୍ତା ବୋଲି ଜଣାପଡିଛି। ଉଭୟ କ୍ବାରେଣ୍ଟିନ୍‌ରେ ଥିଲେ ବୋଲି ଜିଲ୍ଲାପାଳଙ୍କ ସୂଚନା ଦେଇଛନ୍ତି। ପଜିଟିଭ୍‌ ଚିହ୍ନଟ ପରେ ଭୁବନେଶ୍ବର କୋଭିଡ୍‌ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି।

ଆଜି ସକାଳେ ରାଜ୍ୟରେ 65ଜଣ ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଏବେ ରାଜ୍ୟରେ ସର୍ବମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 739ରେ ପହଞ୍ଚିଛି। ସେହିପରି ଆଜି 30 ଜଣ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା 196ରେ ପହଞ୍ଚିଛି ଏବଂ 3 ଜଣଙ୍କର ପ୍ରାଣହାନି ଘଟିଛି।

ପଜିଟିଭ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ପଶ୍ଚିମ ଓଡ଼ିଶାର ରେଳ ସଂଯୋଗକୁ ନୂଆ ଗତି: ପୋତନୁର-ଧନବାଦ ଅମୃତ ଭାରତ ଏକ୍ସପ୍ରେସର ପ୍ରଚଳନ

March 12, 2026
Latest News

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ଲୋକସଭାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀଙ୍କ ବକ୍ତବ୍ୟ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.