Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»90 ହଜାର ଡେଇଁଲା ଦେଶବ୍ୟାପୀ କରୋନା ଆକ୍ରାନ୍ତଙ୍କ ସଂଖ୍ୟା : 2872 ମୃତ
ଆଜିର ଖବର

90 ହଜାର ଡେଇଁଲା ଦେଶବ୍ୟାପୀ କରୋନା ଆକ୍ରାନ୍ତଙ୍କ ସଂଖ୍ୟା : 2872 ମୃତ

May 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦେଶବ୍ୟାପୀ କରୋନା ମହାମାରୀ ପ୍ରଭାବ ବଢି ଚାଲିଥିବା ବେଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 90 ହଜାର ଅତିକ୍ରମ କରିଛି । 24 ଘଣ୍ଟା ମଧ୍ୟରେ 3970 ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 90927ରେ ପହଞ୍ଚିଛି । ସେହିପରି 24 ଘଣ୍ଟା ମଧ୍ୟରେ 103 ଜଣଙ୍କର ପ୍ରାଣହାନି ଘଟି ମୃତ୍ୟୁ ସଂଖ୍ୟା 2872ରେ ପହଞ୍ଚିଛି । ସେହିପରି ସମୁଦାୟ 34109 ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସକ୍ରୀୟ ଆକ୍ରାନ୍ତଙ୍କ ସଂଖ୍ୟା 53946 ରହିଛି ।

ବିଗତ 24 ଘଣ୍ଟା ମଧ୍ୟରେ ସମଗ୍ର ବିଶ୍ବରେ ଆକ୍ରାନ୍ତଙ୍କ ସଂଖ୍ୟାରେ 90269 ବୃଦ୍ଧି ଘଟିବା ସହିତ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 4.63 ମିଲିୟନ୍‌ରେ ପହଞ୍ଚିଛି । ସେହିପରି 3073 ନୂତନ ମୃତ୍ୟୁ ସହିତ ସମୁଦାୟ ମୃତ୍ୟୁ ସଂଖ୍ୟା 3 ଲକ୍ଷ 11 ହଜାର ଅତିକ୍ରମ କରିଛି । (ଏଜେନ୍ସି)

corona covid19 india world
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Latest News

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.