Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆରମ୍ଭ ହେଲା ମୋ ସାଇକେଲ୍‌ ସେବା : ଜୁନ୍‌ 30 ପର୍ଯ୍ୟନ୍ତ ମାଗଣା ସେବା
ଆଜିର ଖବର

ଆରମ୍ଭ ହେଲା ମୋ ସାଇକେଲ୍‌ ସେବା : ଜୁନ୍‌ 30 ପର୍ଯ୍ୟନ୍ତ ମାଗଣା ସେବା

May 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : କରୋନା ପାଇଁ ବନ୍ଦ ଥିବା ମୋ ସାଇକେଲ୍‌ ସେବା ପୁନର୍ବାର ଆରମ୍ଭ ହେବାକୁ ଯାଉଛି । ସୋମବାର ଠାରୁ ପୁଣି ‘ମୋ ସାଇକେଲ’ ସେବା ଆରମ୍ଭ ହେବାକୁ ଯାଉଛି । ଜୁନ୍‌ 30 ତାରିଖ ଯାଏ ଏହାକୁ ମାଗଣା ଚଲାଇ ହେବ । ରାଇଡ୍‌ର ପ୍ରଥମ ଅଧ ଘଣ୍ଟା ମାଗଣା ରହିବ । ଦିନକ ଭିତରେ ଯେତେ ଥର ଚାହିଁବେ ଏହାକୁ ବ୍ୟବହାର କରିପାରିବେ ବୋଲି ସିଆରୟୁଟି ପକ୍ଷରୁ ସୂଚନା ଦିଆଯାଇଛି । ପ୍ରଥମ ପର୍ଯ୍ୟାୟରେ 300ଟି ସାଇକେଲକୁ ନେଇ ଏହି ସେବା ଆରମ୍ଭ କରାଯିବ । 50ଟି ପବ୍ଲିକ୍‌ ବାଇସାଇକେଲ ସେୟାରିଂ ଷ୍ଟେସନରେ ଏହା ଉପଲବ୍ଧ ହେବ । ସବୁ ସାଇକେଲକୁ ସାନିଟାଇଜ୍‌ କରାଯାଇଛି । ସାଇକେଲ ଚଲାଉଥିବା ଲୋକେ ମାସ୍କ ଓ ଗ୍ଲୋଭସ୍‌ ବ୍ୟବହାର କରିବାକୁ ସିଆରୟୁଟିର ଜିଏମ୍‌ ଦୀପ୍ତି ମହାପାତ୍ର କହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଜମି ପାଇଁ ହାଣିଲେ : ପରିବାରର ୬ ଆହତ

April 7, 2026

ଏଣିକି ଗାଡ଼ି ନମ୍ବର ପ୍ଲେଟରେ ପୋଲିସ୍ ଲୋଗା ମନା

April 7, 2026

କାଳବୈଶାଖୀ ତାଣ୍ଡବ : ଭାଙ୍ଗିଲା ତିନିଶହ ଘର

April 7, 2026

ଅଟକିପାରେ ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୨୩ତମ କିସ୍ତି : ପାଇବା ପାଇଁ କରିବାକୁ ପଡିବ ଏହି କାମ

April 7, 2026
Latest News

ଜମି ପାଇଁ ହାଣିଲେ : ପରିବାରର ୬ ଆହତ

April 7, 2026

ଏଣିକି ଗାଡ଼ି ନମ୍ବର ପ୍ଲେଟରେ ପୋଲିସ୍ ଲୋଗା ମନା

April 7, 2026

କାଳବୈଶାଖୀ ତାଣ୍ଡବ : ଭାଙ୍ଗିଲା ତିନିଶହ ଘର

April 7, 2026

ଅଟକିପାରେ ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୨୩ତମ କିସ୍ତି : ପାଇବା ପାଇଁ କରିବାକୁ ପଡିବ ଏହି କାମ

April 7, 2026

ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ଯୁବପିଢ଼ିଙ୍କ ପାଇଁ ସଚେତନତା କାର୍ଯ୍ୟକ୍ରମ- ‘ଷ୍ଟ୍ରୋକ୍‌କୁ ଜାଣନ୍ତୁ, ଜୀବନ ବଞ୍ଚାନ୍ତୁ’

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.