Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକା ଛୁଇଁଲା କରୋନା : 2 ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

ଚିଲିକା ଛୁଇଁଲା କରୋନା : 2 ଆକ୍ରାନ୍ତ ଚିହ୍ନଟ

May 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ
ଚିଲିକା : ଚିଲିକା ଛୁଇଁଛି କରୋନା । ରବିବାର ଚିହ୍ନଟ 91 ଜଣଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ତିନି ଜଣ ଆକ୍ରାନ୍ତ ରହିଥିବା ବେଳେ ତନ୍ମଧ୍ୟରୁ ଦୁଇ ଜଣ ଚିଲିକା ବ୍ଲକର ରହିଛନ୍ତି । ଦୁଇ ଆକ୍ରାନ୍ତ ହାଟବରଡି ଗ୍ରାମପଞ୍ଚାୟତ ଅନ୍ତର୍ଗତ ଗାଇନଡା ଏବଂ ସିଙ୍ଗେଶ୍ବର ପଞ୍ଚାୟତ ଅନ୍ତର୍ଗତ ଘିଅଖୋଲା ଗ୍ରାମର ବୋଲି ଜଣାପଡିଛି । ଉଭୟ ଆକ୍ରାନ୍ତ ସୁରଟ ଫେରନ୍ତା ଏବଂ ସେମାନେ କ୍ବାରେଣ୍ଟାଇନ୍‌ରେ ରହିଥିଲେ ବୋଲି ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

chilika corona covid19
Share. Facebook Twitter LinkedIn Email WhatsApp Copy Link

Related Posts

‘ସବକି ଯୋଜନା, ସବକା ବିକାଶ’ର ଶୁଭାରମ୍ଭ: ଦେଶବ୍ୟାପୀ ୨.୪୨ ଲକ୍ଷ ସ୍ୱତନ୍ତ୍ର ଗ୍ରାମସଭା

October 3, 2026

ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତିଥିବା ଭାରତୀୟ ମହିଳା ହକି ଦଳକୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

October 3, 2026

ନରସିଂହପୁର କ୍ଲଷ୍ଟରରେ ସୁରଭି-୨୦୨୬ ଧୁମଧାମରେ ସମ୍ପନ୍ନ

October 3, 2026

ମା’ ଭଗବତୀଙ୍କ ପୀଠରେ ବାଜିଲା ଶୁଭାରମ୍ଭ ଶଙ୍ଖ କାହାଳୀ: ରାଜାଙ୍କ ନଅରକୁ ଗଲା ପର୍ବ ଅନୁକୂଳ ଗୁଆ ପଇତା

October 3, 2026
Latest News

ଭାରତ ରଚିଲା ନୂଆ ଇତିହାସ: ଚିନାବ ଓ ଅଞ୍ଜି ବ୍ରିଜ୍‌ରେ ୧୦୦ କିମି ବେଗରେ ଦୌଡ଼ିଲା ବନ୍ଦେ ଭାରତ

October 3, 2026

‘ସବକି ଯୋଜନା, ସବକା ବିକାଶ’ର ଶୁଭାରମ୍ଭ: ଦେଶବ୍ୟାପୀ ୨.୪୨ ଲକ୍ଷ ସ୍ୱତନ୍ତ୍ର ଗ୍ରାମସଭା

October 3, 2026

ଲାଲ୍-ବଲ୍ କ୍ରିକେଟ୍‌କୁ ଅଲବିଦା କହିଲେ ଚହଲ: ଅଧୁରା ରହିଗଲା ଟେଷ୍ଟ ସ୍ୱପ୍ନ

October 3, 2026

ରୁଷ ରାଷ୍ଟ୍ରପତିଙ୍କ ପ୍ରଶଂସା ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଗର୍ବର ବିଷୟ: ଅମିତ ଶାହ

October 3, 2026

ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତିଥିବା ଭାରତୀୟ ମହିଳା ହକି ଦଳକୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

October 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.