Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟିକେଟ ବଣ୍ଟନରେ କଂଗ୍ରେସର ନୂଆ ଫର୍ମୂଲା : ଗୋଟିଏ ପରିବାରରୁ ଜଣକୁ ଟିକେଟ
ଆଜିର ଖବର

ଟିକେଟ ବଣ୍ଟନରେ କଂଗ୍ରେସର ନୂଆ ଫର୍ମୂଲା : ଗୋଟିଏ ପରିବାରରୁ ଜଣକୁ ଟିକେଟ

March 7, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Odisha Cong to stick to“one ticket one family” norm in selection of candidates for LS and Assly elections
Odisha Cong to stick to“one ticket one family” norm in selection of candidates for LS and Assly elections

ଆଗାମୀ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ପ୍ରାର୍ଥୀ ଚୟନ ସଂପର୍କରେ ୬ ତାରିଖ ଦିନ ପ୍ରଦେଶ ନିର୍ବାଚନ କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ କଂଗ୍ରେସ ଭବନ ଠାରେ ଅନୁଷ୍ଠିତ ହୋଇଥିଲା। ଯେଉଁଥିରେ ପ୍ରାର୍ଥୀ ଚୟନକୁ ନେଇ ପିଇସିର ସଦସ୍ୟମାନଙ୍କ ଠାରୁ ପରାମର୍ଶ ନିଆଯାଇଥିଲା। ଜିତିବା ସମ୍ଭାବନା ଓ ଅନ୍ୟାନ୍ୟ ଦିଗକୁ ବିଚାରକୁ ନିଆଯାଇଥିବା ପ୍ରାର୍ଥୀ ତାଲିକା ପ୍ରସ୍ତୁତ ହୋଇଛି। ଆଗାମୀ ନିର୍ବାଚନ ପାଇଁ ଟିକେଟ୍ ବଣ୍ଟନକୁ ନେଇ କଂଗ୍ରେସ ମହଲରେ କସରତ ଜାରି ରହିଛି। ପ୍ରତ୍ୟେକ ଆସନରେ ପ୍ରାୟତଃ ଏକାଧିକ ପ୍ରାର୍ଥୀଙ୍କ ନାଁ ସୁପାରିସ୍ କରାଯାଇଛି। ଏହି ତାଲିକାକୁ ଚୂଡାନ୍ତ ନିଷ୍ପତ୍ତି ପାଇଁ କେନ୍ଦ୍ରୀୟ ନିର୍ବାଚନ କମିଟି (ସିଇସି)କୁ ପଠାଇ ଦିଆଯାଇଛି। ଯାହାକି ସିଇସିର ଅନୁମୋଦନ ପରେ ଆନୁଷ୍ଠାନିକ ଭାବରେ ଗଣମାଧ୍ୟମରେ ପ୍ରକାଶ କରାଯିବ। ପରିବାରବାଦରୁ ବାହାରି କଂଗ୍ରେସ ଟିକେଟ୍ ବଣ୍ଟନକୁ ନେଇ ନୂଆ ଫର୍ମୁଲା ବାହାର କରିଛି। ଫର୍ମୁଲା ଅନୁଯାୟୀ ଗୋଟିଏ ପରିବାରକୁ ଏକାଧିକ ଟିକେଟ୍ ମିଳିବ ନାହିଁ। ବାପା ଚାହିଁଲେ ତାଙ୍କ ପୁଅକୁ ଟିକେଟ୍ ଦେଇ ପାରିବେ ବୋଲି କଂଗ୍ରେସ ରାଜ୍ୟ ପ୍ରଭାରୀ ଜିତେନ୍ଦ୍ର ସିଂହ ଏହି ସୂଚନା ଦେଇଛନ୍ତି। ନିର୍ବାଚନରେ ମହିଳା ଓ ଯୁବ ପ୍ରାର୍ଥୀଙ୍କ ଉପରେ ଗୁରୁତ୍ଵ ଦିଆଯିବ। କଂଗ୍ରେସର ପ୍ରାର୍ଥୀ ଚୟନ ବୈଠକରେ ୧୪୭ ବିଧାନସଭା ଓ ୨୧ ଲୋକସଭା ପାଇଁ  ପ୍ରାର୍ଥୀ ଚୂଡ଼ାନ୍ତ ହୋଇଛି। ଏହା ଉପରେ ଶେଷ ମୋହର ତଥା ଅନୁମୋଦନ ପାଇଁ କେନ୍ଦ୍ରୀୟ କମିଟିକୁ ପଠାଯାଇଛି। ଆସନ୍ତା ମାର୍ଚ୍ଚ ୧୦ରେ କଂଗ୍ରେସ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଘୋଷଣା କରିପାରେ।

 

odishacongress thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026
Latest News

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.