Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟ୍ରକ ଧକ୍କାରେ 2 ଦାଦନ ଶ୍ରମିକ ମୃତ
ଆଜିର ଖବର

ଟ୍ରକ ଧକ୍କାରେ 2 ଦାଦନ ଶ୍ରମିକ ମୃତ

May 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବବ୍‌ଲୁ ସାହୁ
ଗୋଲାମୁଣ୍ଡା : ଛତିଶଗଡ଼ରେ ଟ୍ରକ ଚାପାରେ ଦୁଇ ଓଡ଼ିଆ ଶ୍ରମିକ ମୃତ । କରୋନା ଯୋଗୁଁ ଲକଡାଉନ ଲାଗି ରହିଥିବା ବେଳେ କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଳକର କୁହୁରା ଗ୍ରାମରେ ଦୁଇ ଶ୍ରମିକ ବୈଷ୍ଣବ ପୁଟେଲ (25) ଓ ଭୁପିନ୍ଦର ପୁଟେଲ (35) ନିଜ ଗ୍ରାମର ତିନି ଜଣଙ୍କ ସହିତ ମୁମ୍ବାଇରୁ ଟ୍ରକ ଯୋଗେ ଆସିଥିଲେ । ଛତିଶଗଡ଼ ମହାସମୁନ୍ଦ୍ର ଠାରେ ଗତକାଲି ରାତ୍ର ୯ ଘଣ୍ଟା ସମୟରେ ରାସ୍ତାପାର ହେଉଥିବା ବେଳେ ଟ୍ରକ ଚାପି ଦେବାରୁ ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିଲା । ଖବରପାଇ ପରିବାର ଲୋକେ ମହାସମୁନ୍ଦ୍ର ପହଂଚିଥିବା ଜଣାପଡିଛି । ଦୁର୍ଘଟଣା ପରେ ଟ୍ରକ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡିଛି ।

chhatishgarh migrant
Share. Facebook Twitter LinkedIn Email WhatsApp Copy Link

Related Posts

ୱାୟନାଡରେ ଚିନ୍ତାଜନକ ଘଟଣା: ସ୍କୁଲର ୧୫୦ ଛାତ୍ରଛାତ୍ରୀ ଅସୁସ୍ଥ

June 7, 2026

AIADMKକୁ ବଡ଼ ଝଟକା, TVKରେ ୩୦୦ରୁ ଅଧିକ ନେତାଙ୍କ ଯୋଗଦାନ

June 7, 2026

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026

ସମ୍ବଲପୁର ଫୁଟବଲ ଏକାଡେମୀ ପାଇଁ ନିର୍ମାଣ ହେବ ଫିଫା ମାନର ଆଧୁନିକ ପଡ଼ିଆ, ଖର୍ଚ୍ଚ ୧୫ କୋଟି

June 6, 2026
Latest News

ୱାୟନାଡରେ ଚିନ୍ତାଜନକ ଘଟଣା: ସ୍କୁଲର ୧୫୦ ଛାତ୍ରଛାତ୍ରୀ ଅସୁସ୍ଥ

June 7, 2026

AIADMKକୁ ବଡ଼ ଝଟକା, TVKରେ ୩୦୦ରୁ ଅଧିକ ନେତାଙ୍କ ଯୋଗଦାନ

June 7, 2026

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026

ସମ୍ବଲପୁର ଫୁଟବଲ ଏକାଡେମୀ ପାଇଁ ନିର୍ମାଣ ହେବ ଫିଫା ମାନର ଆଧୁନିକ ପଡ଼ିଆ, ଖର୍ଚ୍ଚ ୧୫ କୋଟି

June 6, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.