Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇଏସଆଇ ଜୈଶ ସାହାଯ୍ୟରେ ଭାରତରେ ବିସ୍ଫୋରଣ କରାଇଥାଏ : ମୁଶାରଫ୍‌
ଆଜିର ଖବର

ଆଇଏସଆଇ ଜୈଶ ସାହାଯ୍ୟରେ ଭାରତରେ ବିସ୍ଫୋରଣ କରାଇଥାଏ : ମୁଶାରଫ୍‌

March 7, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
pakistan intelligence used jem to target india, says parvez musharaff
pakistan intelligence used jem to target india, says parvez musharaff

ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ ମୁଶାରଫ ଏକ ବୟାନରେ ପାକିସ୍ତାନର ଅସଲ ଚେହେରା ପଦାରେ ପକାଇଛନ୍ତି । ପାକିସ୍ତାନ ସରକାର ଏବଂ ସେନା କିଭଳି ଭାବେ ଆତଙ୍କବାଦୀ ସଂଗଠନକୁ ସମର୍ଥନ କରେ ତାହା ସେ ପ୍ରକାଶ କରିଛନ୍ତି । ଦୀର୍ଘବର୍ଷ ଧରି ପାକ୍ ସେନାମୁଖ୍ୟ ଏବଂ ପାକ୍ ରାଷ୍ଟ୍ରପତି ଥିବା ମୁଶାରଫଙ୍କ ଏହି ମନ୍ତବ୍ୟ ପାକିସ୍ତାନର ଦୋମୁହାଁ ଏବଂ ଆତଙ୍କବାଦକୁ ପ୍ରରୋଚିତ କରିବା କଥା ପଦାରେ ପକାଇ ଦେଇଛି । ତାଙ୍କ କାର୍ଯ୍ୟକାଳରେ ଜୈଶ-ଇ-ମହମ୍ମଦ ଏକ ଆତଙ୍କବାଦୀ ସଙ୍ଗଠନ ଥିଲା । ପାକ୍ ଗୁଇନ୍ଦା ବିଭାଗ ଆଇଏସଆଇ ଓ ସେନା ଏହାକୁ ଭାରତ ବିରୋଧରେ ବିସ୍ଫୋରଣ କରିବାରେ ସାହାଯ୍ୟ ଏବଂ ବ୍ୟବହାର କରୁଥିଲା । ସେ ୨୦୦୩ରେ ଜୈଶ ଉପରେ କଟକଣା ଜାରି ପାଇଁ ପ୍ରୟାସ କରିଥିବାର କହିଛନ୍ତି ।  ସେ ଆହୁରି ମଧ୍ୟ କହିଛନ୍ତି ଯେ, ତାଙ୍କ କାର୍ଯ୍ୟକାଳରେ ଦେଶର ପରିସ୍ଥିତି ଅଲଗା ଥିଲା । ତେଣୁ ଜୈଶ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇ ନଥିଲା । ତେବେ ଜୈଶ ୨୦୦୧ରେ ଆଇଏସଆଇ ସହ ମିଶି ଜମ୍ମୁ-କାଶ୍ମୀର ବିଧାନସଭା ଏବଂ ପରେ ଉରି ଓ ପୁଲୱାମା ଆକ୍ରମଣ କରିଥିଲା ।

india isi musharaff target thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ନିର୍ମାଣ ବିଭାଗ ପକ୍ଷରୁ ଏଆଇର ଉପଯୋଗ ନେଇ ଏକ ଦିନିକିଆ ତାଲିମ କାର୍ଯ୍ୟକ୍ରମ

February 26, 2026

ଆଜି ଫେବୃୟାରୀ ୨୬ ଗୁରୁବାର ଦିନ ଏହି ରାଶିର ବ୍ୟକ୍ତିମାନେ ସକାଳୁ ପାଇବେ ଶୁଭ ଖବର

February 26, 2026

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026
Latest News

ନିର୍ମାଣ ବିଭାଗ ପକ୍ଷରୁ ଏଆଇର ଉପଯୋଗ ନେଇ ଏକ ଦିନିକିଆ ତାଲିମ କାର୍ଯ୍ୟକ୍ରମ

February 26, 2026

ଆଜି ଫେବୃୟାରୀ ୨୬ ଗୁରୁବାର ଦିନ ଏହି ରାଶିର ବ୍ୟକ୍ତିମାନେ ସକାଳୁ ପାଇବେ ଶୁଭ ଖବର

February 26, 2026

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟିତ

February 26, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬: ଦର୍ଶକ ନୁହେଁ, ଭାଗୀଦାର ଭାବେ ଭାରତକୁ ବିଶ୍ୱର ସମର୍ଥନ

February 25, 2026

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.