Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂଆ ୨୦ ଟଙ୍କିଆ କଏନ୍‌ର ଶୁଭାରମ୍ଭ କଲେ ମୋଦି
ଆଜିର ଖବର

ନୂଆ ୨୦ ଟଙ୍କିଆ କଏନ୍‌ର ଶୁଭାରମ୍ଭ କଲେ ମୋଦି

March 7, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
PM releases new series of coins for Divyang kids
PM releases new series of coins for Divyang kids

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ୨୦ ଟଙ୍କିଆ କଏନ୍‌ ଜାରି କରିଛନ୍ତି। କେବଳ ୨୦ ନୁହେଁ ୧, ୨, ୫ ଓ ୧୦ ଟଙ୍କିଆ ନୂଆ କଏନ୍‌ର ମଧ୍ୟ ଉଦ୍‌ଘାଟନ କରିଛନ୍ତି। ଏହା ବିଶେଷ ଭାବେ ଦିବ୍ୟାଙ୍ଗମାନଙ୍କୁ ସହାୟକ ହେବ। ଏହିସବୁ କଏନ୍‌ ବା ମୁଦ୍ରାରେ କପର୍‌, ଜିଙ୍କ ଓ ନିକେଲ ଧାତୁ ରହିଥିବାବେଳେ ଏହାର ଗୋଟିଏ ପାର୍ଶ୍ୱରେ ଅଶୋକ ସ୍ତମ୍ଭ ସହ ସତ୍ୟମେବ ଜୟତେ ଲେଖା ରହିଛି। ଏହାର ପଛ ପାର୍ଶ୍ବରେ ମୁଦ୍ରାର ମୂଲ୍ୟ ସହ, ଟଙ୍କାର ସଙ୍କେତ ମଧ୍ୟ ରହିଛି । ୨୭ ମିଲି ମିଟର୍‌ ବ୍ୟାସବିଶିଷ୍ଟ ଏହି ମୁଦ୍ରା ୧୨ଟି ଧାର ଆକୃତିର ହେବ। ଏଥିରେ ୬୫% ତମ୍ବା, ୧୫% ଦସ୍ତା ଓ ୨୦% ନିକେଲ୍‌ ଭାଗ ରହିଥିବାବେଳେ ଏହାର ଦୁଇ ପଟରେ ଇଂରାଜୀ ଓ ହିନ୍ଦୀରେ ଲେଖା ରହିଛି ଭାରତ ଓ ଇଣ୍ଡିଆ। ଏହା ଉପରକୁ ରହିଛି ଟଙ୍କାର ଚିହ୍ନ। ମୁଦ୍ରାର ବାମ ପାର୍ଶ୍ୱରେ ରହିଛି ଦେଶର କୃଷି ପ୍ରାଧାନ୍ୟକୁ ପ୍ରତିପାଦନ କରୁଥିବା ଶସ୍ୟର ଚିତ୍ର। ମୁଦ୍ରାର ଉପର ଓ ତଳ ପାଖରେ ରହିଛି ହିନ୍ଦୀରେ ବିଶ୍‌ ରୁପୟେ ଓ ଇଂରାଜୀରେ ଟେ୍ଵଣ୍ଟି ରୁପିଜ୍‌।

pm releases thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026
Latest News

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.