Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆମ୍ଫାନ୍‌ ମୁକାବିଲା : 4 ଆଇଏଏସ୍‌ଙ୍କୁ ସ୍ବତନ୍ତ୍ର ଦାୟିତ୍ବ
ଆଜିର ଖବର

ଆମ୍ଫାନ୍‌ ମୁକାବିଲା : 4 ଆଇଏଏସ୍‌ଙ୍କୁ ସ୍ବତନ୍ତ୍ର ଦାୟିତ୍ବ

May 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ମାଡି ଆସୁଥିବା ବାତ୍ୟା ଆମ୍ଫାନର ମୁକାବିଲା ପାଇଁ 4 ଜଣ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କୁ 4 ଜିଲ୍ଲାର ଦାୟିତ୍ବ ପ୍ରଦାନ କରାଯାଇଛି । ବାଲେଶ୍ବର ଜିଲ୍ଲା ପାଇଁ ମଧୁସୂଦନ ପାଢୀ, ଭଦ୍ରକ ପାଇଁ ସୁଶୀଲ ଲୋହାନି, କେନ୍ଦ୍ରାପଡା ପାଇଁ ହେମନ୍ତ ଶର୍ମା ଏବଂ ଜଗତସିଂହପୁର ପାଇଁ ଶାଶ୍ବତ ମିଶ୍ରଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି । ସାମୁଦ୍ରିକ ଝଡ ଆମ୍ଫାନ୍‌ ବର୍ତ୍ତମାନ ପାରାଦ୍ବୀପରୁ 770 କିମି ଦୂରରେ ରହିଥିବା ବେଳେ 20 ତାରିଖ ଅପରାହ୍ନ ସୁଦ୍ଧା ଏହା ସୁନ୍ଦରବନ ନିକଟରେ ଲ୍ୟାଣ୍ଡଫଲ୍‌ କରିବ ।

amphan paradip
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ: ସିଙ୍ଗାପୁର ବିରୋଧରେ ୨୫ ଟି ଗୋଲ୍‌ କରି ରଚିଲା ଇତିହାସ

June 3, 2026

ଓମର ଅବଦୁଲ୍ଲାଙ୍କ ବିରୋଧରେ ମଧ୍ୟ ବିଦ୍ରୋହ!: ନୋ-ନେଟୱାର୍କ ଜୋନକୁ ଗଲେ ଦଳର ସାଂସଦ ଏବଂ ବିଧାୟକ

June 3, 2026

ବହୁତଳ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ: ୨୦ ମୃତ!

June 3, 2026

କମ୍ପାନୀଗୁଡ଼ିକର ଲମ୍ବା ଧାଡ଼ି: ଆକାଶଛୁଆଁ ହେଲା ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ରାଣ୍ଡ ମୂଲ୍ୟ

June 3, 2026
Latest News

ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ: ସିଙ୍ଗାପୁର ବିରୋଧରେ ୨୫ ଟି ଗୋଲ୍‌ କରି ରଚିଲା ଇତିହାସ

June 3, 2026

ଓମର ଅବଦୁଲ୍ଲାଙ୍କ ବିରୋଧରେ ମଧ୍ୟ ବିଦ୍ରୋହ!: ନୋ-ନେଟୱାର୍କ ଜୋନକୁ ଗଲେ ଦଳର ସାଂସଦ ଏବଂ ବିଧାୟକ

June 3, 2026

ବହୁତଳ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ: ୨୦ ମୃତ!

June 3, 2026

ମମତା ବାନାର୍ଜୀଙ୍କ ବିରୋଧରେ ବଡ଼ ବିଦ୍ରୋହ!: ୫୯ ବିଧାୟକଙ୍କ ସମର୍ଥନ ଦାବି କଲେ ରୀତବ୍ରତ ବାନାର୍ଜୀ

June 3, 2026

କମ୍ପାନୀଗୁଡ଼ିକର ଲମ୍ବା ଧାଡ଼ି: ଆକାଶଛୁଆଁ ହେଲା ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ରାଣ୍ଡ ମୂଲ୍ୟ

June 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.