Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା କାଲିଠୁ ସ୍ବାଭାବିକ ହେବ ସରକାରୀ ଦପ୍ତର
ଆଜିର ଖବର

ଆସନ୍ତା କାଲିଠୁ ସ୍ବାଭାବିକ ହେବ ସରକାରୀ ଦପ୍ତର

May 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆସନ୍ତାକାଲି ଠାରୁ ରାଜ୍ୟର ସମସ୍ତ ସରକାରୀ ଅଫିସ୍‌ରେ କାର୍ଯ୍ୟ ସ୍ବାଭାବିକ ହେବାକୁ ଯାଉଛି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇ ଏହି ସୂଚନା ପ୍ରଦାନ କରାଯାଇଛି । ସମସ୍ତ କର୍ମଚାରୀ ପୂର୍ବଭଳି ଅଫିସ୍‌ ଯିବେ ବେୋଲି ବିଜ୍ଞପ୍ତିରେ କୁହାଯାଇଛି । ସମସ୍ତ କର୍ମଚାରୀଙ୍କୁ କାର୍ଯ୍ୟରେ ଯୋଗ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ତେବେ ଥଣ୍ଡା ଜ୍ବର ଲକ୍ଷଣ ଥିଲେ କର୍ମଚାରୀ ନଆସିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ କଣ୍ଟେନମେଣ୍ଟ ଜୋନ୍‌ର କର୍ମଚାରୀ ମଧ୍ୟ କାର୍ଯ୍ୟରେ ଯୋଗ ଦେବେ ନାହିଁ ବୋଲି କୁହାଯାଇଛି ।

odishagovt office
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତାକାଲିଠାରୁ ଛଅ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ଭୁବନେଶ୍ବରର ଏହି ରାସ୍ତା ହେବ ବନ୍ଦ

February 1, 2026

ସୁବର୍ଣ୍ଣପୁର ସୁଭଦ୍ରା ଶକ୍ତିମେଳାରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ, ୨୭୬ କୋଟି ଟଙ୍କା ମୁଲ୍ୟର ୫୮ଟି ପ୍ରକଳ୍ପ ଭେଟି 

February 1, 2026

ଫେବୃୟାରୀ ମାସରେ କଣ ରହିଛି ବଡ ପର୍ବପର୍ବାଣୀ, ମହାଶିବ ରାତ୍ରୀ କେବେ

February 1, 2026

କିଭଳି ରହିଛି ସଂଖ୍ୟାଲଘୁଙ୍କ ପାଇଁ ବଜେଟ୍?: ପ୍ରତିକ୍ରିୟା ଦେଲେ ଅଲ ଇଣ୍ଡିଆ ମୁସଲିମ ଜମାତର ସଭାପତି

February 1, 2026
Latest News

ଆସନ୍ତାକାଲିଠାରୁ ଛଅ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ଭୁବନେଶ୍ବରର ଏହି ରାସ୍ତା ହେବ ବନ୍ଦ

February 1, 2026

ସୁବର୍ଣ୍ଣପୁର ସୁଭଦ୍ରା ଶକ୍ତିମେଳାରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ, ୨୭୬ କୋଟି ଟଙ୍କା ମୁଲ୍ୟର ୫୮ଟି ପ୍ରକଳ୍ପ ଭେଟି 

February 1, 2026

ଫେବୃୟାରୀ ମାସରେ କଣ ରହିଛି ବଡ ପର୍ବପର୍ବାଣୀ, ମହାଶିବ ରାତ୍ରୀ କେବେ

February 1, 2026

‘ଦିବ୍ୟାଙ୍ଗ କୌଶଳ ଯୋଜନା’: ଦିବ୍ୟାଙ୍ଗମାନଙ୍କୁ ପ୍ରଦାନ କରିବ ଆବଶ୍ୟକ ମୁତାବକ ତାଲିମ

February 1, 2026

କିଭଳି ରହିଛି ସଂଖ୍ୟାଲଘୁଙ୍କ ପାଇଁ ବଜେଟ୍?: ପ୍ରତିକ୍ରିୟା ଦେଲେ ଅଲ ଇଣ୍ଡିଆ ମୁସଲିମ ଜମାତର ସଭାପତି

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.