Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆମ୍ପାନ୍‌ ଅପଡେଟ୍‌ : ଆଜି ରାତିରୁ କାଲି ସନ୍ଧ୍ୟା ଯାଏ ସତର୍କ
ଆଜିର ଖବର

ଆମ୍ପାନ୍‌ ଅପଡେଟ୍‌ : ଆଜି ରାତିରୁ କାଲି ସନ୍ଧ୍ୟା ଯାଏ ସତର୍କ

May 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ମହାବାତ୍ୟା ଆମ୍ପାନ୍‌ ନେଇ ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇ କହିଛନ୍ତି ଯେ, ପାରାଦୀପଠାରୁ 480 କିଲୋମିଟର ଦୂରରେ ରହିଛି ଆମ୍ପାନ୍‌ । କାଲି ଅପରାହ୍ନରୁ ସନ୍ଧ୍ୟା ମଧ୍ୟରେ ସୁନ୍ଦରବନରେ ଲ୍ୟାଣ୍ଡଫଲ୍‌ ହେବ । ଲ୍ୟାଣ୍ଡଫଲ୍‌ କଲାବେଳେ ପବନ ବେଗ 155ରୁ 185 କିମି ରହିବ । ସ୍ଥଳଭାଗ ଛୁଇଁଲା ବେଳେ ବାତ୍ୟା ବ୍ୟାପକ କ୍ଷତି ଘଟାଇବ । ଏହାର ପ୍ରଭାବରେ ଦକ୍ଷିଣ ଓଡିଶାରେ ବର୍ଷା ଆରମ୍ଭ ହୋଇଗଲାଣି । ଭୁବନେଶ୍ବରରୁ ଚାନ୍ଦବାଲି ଯାଏ ବର୍ଷା ଆରମ୍ଭ ହୋଇ ଯାଇଛି । ଧୀରେ ଧୀରେ ବର୍ଷା ବଢିବ ବୋଲି କହିଲେ ଆଇଏମ୍‌ଡି ଡିଜି । ଓଡ଼ିଶାରେ ଆଜି ରାତିରୁ କାଲି ସନ୍ଧ୍ୟା ଯାଏ ଅଧିକ ପ୍ରଭାବ ରହିବ । ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବରରେ ବେଶି ପ୍ରଭାବ ରହିବ। ଦକ୍ଷିଣ ଓଡ଼ିଶାରେ 45ରୁ 55 କିମି ପବନ ବହୁଛି, କ୍ରମେ ବଢିବ । ପବନ ବେଗ ବଢିବା ସହ କାଳକ୍ରମେ ଉତ୍ତର ଉପକୂଳ ଗତି କରିବ । ଉତ୍ତର ଓଡ଼ିଶା ଉପକୂଳରେ 100ରୁ ସର୍ବାଧିକ 125 କିମି ପବନ ବହିପାରେ ବୋଲି ସୂଚନା ଦେଇଛନ୍ତି

Share. Facebook Twitter LinkedIn Email WhatsApp Copy Link

Related Posts

ଜମି ପାଇଁ ହାଣିଲେ : ପରିବାରର ୬ ଆହତ

April 7, 2026

ଏଣିକି ଗାଡ଼ି ନମ୍ବର ପ୍ଲେଟରେ ପୋଲିସ୍ ଲୋଗା ମନା

April 7, 2026

କାଳବୈଶାଖୀ ତାଣ୍ଡବ : ଭାଙ୍ଗିଲା ତିନିଶହ ଘର

April 7, 2026

ଅଟକିପାରେ ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୨୩ତମ କିସ୍ତି : ପାଇବା ପାଇଁ କରିବାକୁ ପଡିବ ଏହି କାମ

April 7, 2026
Latest News

ଜମି ପାଇଁ ହାଣିଲେ : ପରିବାରର ୬ ଆହତ

April 7, 2026

ଏଣିକି ଗାଡ଼ି ନମ୍ବର ପ୍ଲେଟରେ ପୋଲିସ୍ ଲୋଗା ମନା

April 7, 2026

କାଳବୈଶାଖୀ ତାଣ୍ଡବ : ଭାଙ୍ଗିଲା ତିନିଶହ ଘର

April 7, 2026

ଅଟକିପାରେ ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୨୩ତମ କିସ୍ତି : ପାଇବା ପାଇଁ କରିବାକୁ ପଡିବ ଏହି କାମ

April 7, 2026

ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ଯୁବପିଢ଼ିଙ୍କ ପାଇଁ ସଚେତନତା କାର୍ଯ୍ୟକ୍ରମ- ‘ଷ୍ଟ୍ରୋକ୍‌କୁ ଜାଣନ୍ତୁ, ଜୀବନ ବଞ୍ଚାନ୍ତୁ’

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.