Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ପ୍ରଭାବିତ ପରିବାରର ଶିକ୍ଷାଖର୍ଚ୍ଚ ବହନ କରନ୍ତୁ ସରକାର : ଏଆଇଏସଏଫ୍‌
ଆଜିର ଖବର

କରୋନା ପ୍ରଭାବିତ ପରିବାରର ଶିକ୍ଷାଖର୍ଚ୍ଚ ବହନ କରନ୍ତୁ ସରକାର : ଏଆଇଏସଏଫ୍‌

May 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : କରୋନା ପ୍ରଭାବରେ ଦେଶବ୍ୟାପୀ ଲୋକ ପ୍ରଭାବିତ ହୋଇଥିବା ବେଳେ ଏହା ଦ୍ବାରା ପ୍ରଭାବିତ ଲୋକଙ୍କ ଶିକ୍ଷା ଖର୍ଚ୍ଚ ସରକାର ଭରଣା କରିବା ପାଇଁ ଏଆଇଏସଏଫ୍‌ ପକ୍ଷରୁ ଦାବି କରାଯାଇଛି । ଏହି ପ୍ରସଙ୍ଗରେ ଆଜି ଭୁବନେଶ୍ବରରେ ଏକ ପ୍ରଦର୍ଶନ କରାଯାଇଛି । ବିବେକ କୃଷ୍ଣାଙ୍କ ନେତୃତ୍ବରେ ଏଆଇଏସଏଫ୍‌ କର୍ମୀ ମାନେ ପ୍ଲାକାର୍ଡ ଧରି ପ୍ରଦର୍ଶନ କରିଥିଲେ । ରାଜ୍ୟ ସରକାର କରୋନା ପ୍ରଭାବିତ ପରିବାରର ଶିକ୍ଷା ଖର୍ଚ୍ଚ ବହନ କରିବା ସହିତ ଆସନ୍ତା ଶିକ୍ଷାବର୍ଷ ପାଇଁ କାର୍ଯ୍ୟସୂଚୀ ପ୍ରଣୟନ କରିବାର ଦାବି କରାଯାଇଥିଲା ।

ରାଜ୍ୟରେ ଖାଲି ପଡିଥିବା ଶିକ୍ଷକ ଓ ଅଧ୍ୟାପକ ପଦବୀ ପୂରଣ କରିବା ସହିତ ତୁରନ୍ତ ସ୍ଥାୟୀ ନିଯୁକ୍ତି ଏବଂ କ୍ୟାମ୍ପସରେ ମାଗଣା ଓ୍ବାଇଫାଇ ସେବା ଯୋଗାଇ ଦେବା ପାଇଁ ଦାବି କରାଯାଇଥିଲା । ବର୍ତ୍ତମାନ ବାକି ରହିଥିବା ପରୀକ୍ଷାକୁ ନେଇ ଅନିଶ୍ଚିତତା ଦେଖା ଦେଇଥିବା ବେଳେ ସରକାର ଆସନ୍ତା ବର୍ଷ ପାଇଁ ଯୋଜନା ପ୍ରଣୟନ କରିବା ଉଚିତ୍‌ ବୋଲି ସଂଘ ପକ୍ଷରୁ ଦାବି କରାଯାଇଛି ।

corona freeeducation
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Latest News

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.