Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆମ୍ଫାନ ଅପଡେଟ : ପାରାଦ୍ୱୀପଠାରୁ ଆଉ ୧୮୦ କମି ଦୂରରେ ବାତ୍ୟା ଆମ୍ଫାନ
ଆଜିର ଖବର

ଆମ୍ଫାନ ଅପଡେଟ : ପାରାଦ୍ୱୀପଠାରୁ ଆଉ ୧୮୦ କମି ଦୂରରେ ବାତ୍ୟା ଆମ୍ଫାନ

May 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ବାତ୍ୟା ଆମ୍ଫାନ, ପାରାଦୀପଠାରୁ ଆଉ ୧୮୦ କିମି ଦୂରରେ ଥିବା ନେଇ ସୂଚନା ଦେଇଛନ୍ତି ଏସଆରସି । ଗତ ୬ ଘଣ୍ଟା ଧରି ଏହା ଘଣ୍ଟା ପ୍ରତି ୧୧ କିମି ବେଗରେ ଗତି କରୁଛି, ଦୀଘାଠୁ ୩୨୦ ଓ ବାଂଲାଦେଶଠୁ ୪୮୦ କିମି ଦୂରରେ ରହିଛି ବାତ୍ୟା ଆମ୍ଫାନ ।

ତେବେ ପୂର୍ବ ନିର୍ଦ୍ଧାରିତ ସମୟନୁସାରେ ଏହା ଆଜି ସଂଧ୍ୟାରେ ସୁନ୍ଦରବନ ନିକଟରେ ଲ୍ୟାଣ୍ଡଫଲ କରିପାରେ, ଲ୍ୟାଣ୍ଡଫଲ କରିବା ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୭୦-୧୮୦ କିମି ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ବାତ୍ୟା ଆମ୍ଫାନର ମୁକାବିଲା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୩ଟି ଜିଲ୍ଲାରୁ ମୋଟ ୧ ଲକ୍ଷ ୬ ହଜାର ୪୭୬ ଜଣଙ୍କୁ ସ୍ଥାନାନ୍ତରିତ କରାଯାଇଥିବା ନେଇ ରାଜ୍ୟ ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।

ତେବେ ପାରାଦ୍ୱୀପଠାରୁ ଆହୁରି ୧୮୦ କିମି ଦୂରରେ ଥିଲେ ମଧ୍ୟ ବାତ୍ୟା ଆମ୍ଫାନ ଗତକାଲି ରାତିରୁ ଓଡିଶାରେ ତାର ପ୍ରଭାବ ଦେଖାଇବା ଆରମ୍ଭ କରିସାରିଛି। ଜଗତସିଂହପୁର ଜିଲ୍ଲାରେ ବର୍ତ୍ତମାନ ୯୮ କମିରୁ ଉର୍ଦ୍ଧ୍ୱ ବେଗରେ ପବନ ବହୁଥିବାବେଳେ କେନ୍ଦ୍ରାପଡା ଜିଲ୍ଲାରେ ମଧ୍ୟ ଗତ ରାତିରୁ ପବନର ବେଗ ବଢିବା ସହ ପ୍ରବଳ ବର୍ଷା ହେଉଥିବା ଜଣାପଡିଛି।

aamphan cyclone
Share. Facebook Twitter LinkedIn Email WhatsApp Copy Link

Related Posts

ସରକାରଙ୍କ ବଡ଼ ନିଷ୍ପତ୍ତି: ବାଣିଜ୍ୟିକ ଗ୍ୟାସ ଯୋଗାଣ ୨୦% କୁ ବୃଦ୍ଧି

March 21, 2026

ପୋଲସରାରେ ଯୁବକଙ୍କୁ ମାରଣାନ୍ତକ ଆକ୍ରମଣ

March 21, 2026

ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ବାସଭବନ ଉପରେ ଆକ୍ରମଣ ମାମଲା: କଡା ନିନ୍ଦା କଲେ ବିଜେଡ଼ି ସୁପ୍ରିମୋ

March 21, 2026

IPL ପରେ ତୁରନ୍ତ ଟିମ୍ ଇଣ୍ଡିଆ ଖେଳିବ ନୂତନ ସିରିଜ୍: ଆକ୍ସନରେ ଆସିବେ ରୋହିତ ଏବଂ ବିରାଟ

March 21, 2026
Latest News

ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

March 21, 2026

ସରକାରଙ୍କ ବଡ଼ ନିଷ୍ପତ୍ତି: ବାଣିଜ୍ୟିକ ଗ୍ୟାସ ଯୋଗାଣ ୨୦% କୁ ବୃଦ୍ଧି

March 21, 2026

“ନିର୍ବାଚନ ପରେ ପେଟ୍ରୋଲ, ଡିଜେଲ ଏବଂ ଏଲପିଜି ମୂଲ୍ୟ ବୃଦ୍ଧି ପାଇବ”: ରାହୁଲ ଗାନ୍ଧୀଙ୍କ ଭବିଷ୍ୟବାଣୀ

March 21, 2026

ପୋଲସରାରେ ଯୁବକଙ୍କୁ ମାରଣାନ୍ତକ ଆକ୍ରମଣ

March 21, 2026

ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ବାସଭବନ ଉପରେ ଆକ୍ରମଣ ମାମଲା: କଡା ନିନ୍ଦା କଲେ ବିଜେଡ଼ି ସୁପ୍ରିମୋ

March 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.