Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗତ ୨୪ ଘଣ୍ଟାରେ ଦେଶରେ ୧୪୦ ମୃତ୍ୟୁ: ମୃତ୍ୟୁ ସଂଖ୍ୟା ୩ ହଜାର ୩୦୩କୁ ବୃଦ୍ଧି
ଆଜିର ଖବର

ଗତ ୨୪ ଘଣ୍ଟାରେ ଦେଶରେ ୧୪୦ ମୃତ୍ୟୁ: ମୃତ୍ୟୁ ସଂଖ୍ୟା ୩ ହଜାର ୩୦୩କୁ ବୃଦ୍ଧି

May 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କରୋନା ମୁକାବିଲା ପାଇଁ ଦେଶରେ ଲକ ଡାଉନ ଜାରି ରହିଥିବା ସତ୍ତ୍ୱେ ଦେଶରେ କରୋନା ସଂଖ୍ୟା କମିବାର  ନା ଧରୁନାହିଁ।  ଦେଶରେ କରୋନା ଯୋଗୁଁ ମୃତ୍ୟୁ  ସଂଖ୍ୟା ୩ ହଜାର ୩୦୩କୁ ବୃଦ୍ଧି ପାଇଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଏହି ମାରାତ୍ମକ କରୋନା ଯୋଗୁଁ  ଏବେ ସୁଦ୍ଧା ଦେଶରେ ୧ ଲକ୍ଷ ୬ ହଜାର ୭୫୯ ଜଣ ଲୋକ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୬୧ ହଜାର ୧୪୯ ଜଣ ସକ୍ରିୟ ଆକ୍ରାନ୍ତ ଥିବା ବେଳେ ସୁସ୍ଥ ହୋଇଛନ୍ତି ୪୨ ହଜାର ୨୯୭ ଜଣ।

ବିଗତ ୨୪ ଘଣ୍ଟା ମଧ୍ୟରେ ୫ ହଜାର ୬୧୧ ଜଣ  ଆକ୍ରାନ୍ତ ହୋଇଥିବା ବେଳେ ୧୪୦ ଜଣ ବ୍ୟକ୍ତିଙ୍କର ପ୍ରାଣହାନୀ ଘଟିଛି। ଭାରତରେ ଗୋଟିଏ ଦିନରେ ଏହା ସର୍ବାଧିକ ଆକ୍ରାନ୍ତ।

ମହାରାଷ୍ଟ୍ରରେ ସର୍ବାଧିକ ଲୋକଙ୍କ ମୃତ୍ୟୁ ହୋଇଥିବାବେଳେ ରାଜ୍ୟରେ ୩୭ ହଜାର ୧୩୬ ଜଣ ଆକ୍ରାନ୍ତ ହୋଇଛନ୍ତି ଓ ୧୩୨୫ ଜଣକର ମୃତ୍ୟୁ ହୋଇଛି। ସେହିପରି ଗୁଜୁରାଟରେ ୭୧୯, ମଧ୍ୟପ୍ରଦେଶରେ ୨୫୮,  ପଶ୍ଚିମବଙ୍ଗରେ ୨୫୦  ଜଣ ରାଜସ୍ଥାନରେ ୧୪୩, ଦିଲ୍ଲୀରେ ୧୬୮, ଉତ୍ତରପ୍ରଦେଶ ରେ ୧୨୩, ତାମିଲନାଡୁରେ ୮୪, ଆନ୍ଧ୍ରପ୍ରଦେଶ ରେ ୫୨, ତେଲେଙ୍ଗାନା ରେ ୩୮, କର୍ନାଟକ ରେ ୪୦, ପଞ୍ଜାବରେ ୩୮, ଜାମ୍ମୁକାଶ୍ମୀରରେ ୧୭, ହରିୟଣାରେ ୧୪, ବିହାରରେ ୯, କେରଳରେ ୪, ଝାରଖଣ୍ଡରେ ୩, ଓଡିଶାରେ ୬, ଚଣ୍ଡୀଗଡ଼ରେ ୩, ହିମାଚଳ ପ୍ରଦେଶରେ ୩, ଆସାମରେ ୪ ଓ ମେଘାଳୟରେ ଜଣଙ୍କର  ମୃତ୍ୟୁ ହୋଇଛି।

 

corona health ministry india possitive cases
Share. Facebook Twitter LinkedIn Email WhatsApp Copy Link

Related Posts

ପୁଣି ଆଇଏଏସ ସ୍ତରରେ ଅଦଳବଦଳ, ବାତିଲ ହେଲା ସ୍ମାର୍ଟ ସିଟି ଓ ବିଡିଏ ଉପାଧ୍ୟକ୍ଷ ନିଯୁକ୍ତି

February 11, 2026

ସୋଆ ଆଇଏଏସ୍ ପକ୍ଷରୁ ବିଶ୍ୱ ଡାଲି ଦିବସ ପାଳିତ

February 11, 2026

ନକ୍ସଲମୁକ୍ତ ରାଷ୍ଟ୍ର ପାଇଁ ନୂତନ ରୋଡମ୍ୟାପ୍ ପ୍ରସ୍ତୁତ କଲେ ଓଡ଼ିଶା ସରକାର

February 11, 2026

ଟିମ୍ ଇଣ୍ଡିଆକୁ ଡବଲ ଝଟକା: ଅଭିଷେକ ଶର୍ମା ଅସୁସ୍ଥ ଖବର ପରେ ଇଶାନ କିଷାନ ଆହତ!

February 11, 2026
Latest News

ପୁଣି ଆଇଏଏସ ସ୍ତରରେ ଅଦଳବଦଳ, ବାତିଲ ହେଲା ସ୍ମାର୍ଟ ସିଟି ଓ ବିଡିଏ ଉପାଧ୍ୟକ୍ଷ ନିଯୁକ୍ତି

February 11, 2026

ସୋଆ ଆଇଏଏସ୍ ପକ୍ଷରୁ ବିଶ୍ୱ ଡାଲି ଦିବସ ପାଳିତ

February 11, 2026

ନକ୍ସଲମୁକ୍ତ ରାଷ୍ଟ୍ର ପାଇଁ ନୂତନ ରୋଡମ୍ୟାପ୍ ପ୍ରସ୍ତୁତ କଲେ ଓଡ଼ିଶା ସରକାର

February 11, 2026

ଟିମ୍ ଇଣ୍ଡିଆକୁ ଡବଲ ଝଟକା: ଅଭିଷେକ ଶର୍ମା ଅସୁସ୍ଥ ଖବର ପରେ ଇଶାନ କିଷାନ ଆହତ!

February 11, 2026

ବାୟୁ ଶକ୍ତି ଅଭ୍ୟାସ: ନିଜର କ୍ଷମତା ପ୍ରଦର୍ଶନ କରିବ ଭାରତୀୟ ବାୟୁସେନା

February 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.