Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆମ୍ପାନ୍‌ ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ : ସୁନ୍ଦରବନରେ ହେବ ଲ୍ୟାଣ୍ଡଫଲ୍‌
ଆଜିର ଖବର

ଆମ୍ପାନ୍‌ ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ : ସୁନ୍ଦରବନରେ ହେବ ଲ୍ୟାଣ୍ଡଫଲ୍‌

May 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ପଶ୍ଚିମବଙ୍ଗରେ ସାମୁଦ୍ରିକ ବାତ୍ୟା ଆମ୍ପାନ୍‌ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହି ଲ୍ୟାଣ୍ଡଫଲ ପ୍ରକ୍ରିୟା ପ୍ରାୟ 4 ଘଣ୍ଟା ଧରି ଚାଲିବ ବୋଲି ଆଇଏମ୍‌ଡି ପକ୍ଷରୁ କୁହାଯାଇଛି । ସୁନ୍ଦରବନରେ ଏହା ଲ୍ୟାଣ୍ଡଫଲ କରିବା ନେଇ ପୂର୍ବାନୁମାନ କରାଯାଇଛି । ଏହି ପ୍ରକିୟା ପ୍ରାୟ ସନ୍ଧ୍ୟା 6.30 ପର୍ଯ୍ୟନ୍ତ ଜାରି ରହିବ । ଲ୍ୟାଣ୍ଡଫଲର ପ୍ରାୟ 30 ମିନିଟ୍‌ ପର୍ଯ୍ୟନ୍ତ ଏହି ବାତ୍ୟା ବ୍ୟାପକ କ୍ଷତି ଘଟାଇବ ବୋଲି ଆଇଏମ୍‌ଡି ପକ୍ଷରୁ କୁହାଯାଇଛି । ଏହି ବାତ୍ୟା ପ୍ରଭାବରେ ଉତ୍ତର ଓଡିଶା ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିବା ବେଳେ ରାତି 9ଟା ସୁଦ୍ଧା ବାଲେଶ୍ବରରେ ବର୍ଷା କମିଯିବା ନେଇ ମଧ୍ୟ ପୂର୍ବାନୂମାନ ଲଗାଯାଇଛି ।

ampan balasore sundarban westbengal
Share. Facebook Twitter LinkedIn Email WhatsApp Copy Link

Related Posts

ରଥଯାତ୍ରା ୨୦୨୬ : ପୁରୀବାସୀଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା

June 24, 2026

ଲକ୍ଷ୍ନୌ ଅଗ୍ନିକାଣ୍ଡ ଘଟଣା: ୪ ଜଣ ଗିରଫ

June 24, 2026

ଯୁବତୀକୁ ମାରି ଫିଙ୍ଗିଦେଲେ 

June 23, 2026

ରାଜଧାନୀରେ ଲଜ୍ଜା : କୋଚିଂ ସେଣ୍ଟରରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

June 23, 2026
Latest News

ରଥଯାତ୍ରା ୨୦୨୬ : ପୁରୀବାସୀଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା

June 24, 2026

ଲକ୍ଷ୍ନୌ ଅଗ୍ନିକାଣ୍ଡ ଘଟଣା: ୪ ଜଣ ଗିରଫ

June 24, 2026

ଯୁବତୀକୁ ମାରି ଫିଙ୍ଗିଦେଲେ 

June 23, 2026

ରାଜଧାନୀରେ ଲଜ୍ଜା : କୋଚିଂ ସେଣ୍ଟରରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

June 23, 2026

ତିନି ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ

June 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.