Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜମ୍ମୁ କାଶ୍ମୀରରୁ 3 ଆତଙ୍କବାଦୀ ଗିରଫ
ଆଜିର ଖବର

ଜମ୍ମୁ କାଶ୍ମୀରରୁ 3 ଆତଙ୍କବାଦୀ ଗିରଫ

May 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Terror Attack
ଅନନ୍ତନାଗରେ ଆତଙ୍କବାଦୀ ଆକ୍ରମଣ: ଜଣେ ଯବାନ ସହିଦ

ଶ୍ରୀନଗର : ଜମ୍ମୁ କାଶ୍ମୀରରୁ 3 ଜଣ ଆତଙ୍କବାଦୀ ଗିରଫ ହୋଇଛନ୍ତି । ବୁଧବାର ସନ୍ଧ୍ୟାରେ ଦୁଇ ବିଏସ୍‌ଏଫ୍‌ ଯବାନ ଶହୀଦ ହେବା ପରେ ଜାରି ରହିଥିବା ସର୍ଚ୍ଚ ଅପରେସନ୍‌ରେ 3 ଜଣ ଆତଙ୍କବାଦୀ ଗିରଫ ହୋଇଛନ୍ତି । ଏହି 3 ବ୍ୟକ୍ତି ନିକଟରେ ଆତଙ୍କବାଦୀ ସଙ୍ଗଠନରେ ଯୋଗ ଦେବା ସହିତ ବିଭିନ୍ନ ସୋସିଆଲ ମିଡିଆ ଆକାଉଣ୍ଟରେ ଏ ସମ୍ପର୍କରେ ଘୋଷଣା କରିଥିଲେ । ଗିରଫ ତିନି ଆତଙ୍କବାଦୀ ଜମ୍ମୁ କାଶ୍ମୀରର କୁପଓ୍ବାରା ଜିଲ୍ଲାର ବୋଲି ଜଣାପଡିଛି । କୁପଓ୍ବାରାରେ ସର୍ଚ୍ଚ ଅପରେସନ୍‌ ସମୟରେ ଉତ୍ତର କାଶ୍ମୀରର ସୋଗମରୁ ତିନି ଆତଙ୍କୀଙ୍କୁ ଗିରଫ କରାଯାଇଥିବା ନେଇ କୁପଓ୍ବାରା ଏସ୍‌ଏସ୍‌ପି ଶ୍ରୀରାମ ଅମ୍ବାର୍କାର ପ୍ରକାଶ କରିଛନ୍ତି । (ଏଜେନ୍ସି)

j&k kupwara terrorist
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026
Latest News

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026

ଘର ପ୍ରତିଷ୍ଠା ଭୋଜି ପଡ଼ିଲା ମହଙ୍ଗା, ଝାଡ଼ାବାନ୍ତିରେ ୧୦୦ରୁ ଅଧିକ ଆକ୍ରାନ୍ତ

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.