Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୁଲାଇ ଶେଷ ସୁଦ୍ଧା ମେଟ୍ରିକ୍‌ ପରୀକ୍ଷା ଫଳ
ଆଜିର ଖବର

ଜୁଲାଇ ଶେଷ ସୁଦ୍ଧା ମେଟ୍ରିକ୍‌ ପରୀକ୍ଷା ଫଳ

May 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆସନ୍ତା ଜୁଲାଇ ମାସ ଶେଷ ସୁଦ୍ଧା ମେଟ୍ରିକ୍‌ ପରୀକ୍ଷା ଫଳ ପ୍ରକାଶ ପାଇବାକୁ ଯାଉଛି । ବାତ୍ୟା ଆମ୍ପାନ୍‌ କାରଣରୁ ଖାତା ଦେଖା ବିଳମ୍ବ ହୋଇଥିବାରୁ ପରୀକ୍ଷାଫଳ ପ୍ରକାଶରେ ବିଳମ୍ବ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି । ଦିନେ ଦୁଇ ଦିନ ମଧ୍ୟରେ ଖାତା ଦେଖା ତାରିଖ ଘୋଷଣା କରାଯିବ । ଖାତା ଦେଖା ଆରମ୍ଭ ହେବା ପରେ ପରୀକ୍ଷା ଫଳର ତାରିଖ ସ୍ପଷ୍ଟ ହୋଇଯିବ ବୋଲି କୁହାଯାଇଛି ।

amphan metricresult
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟର ୧୮୮୯ ଟି ନୂତନ ଅଙ୍ଗନବାଡ଼ି ଗୃହ ଉଦଘାଟନ କଲେ ଉପ-ମୁଖ୍ୟମନ୍ତ୍ରୀ

April 3, 2026

ଓଡ଼ିଶାରେ ଆଦିବାସୀ ସାଂସ୍କୃତିକ ଐତିହ୍ୟର ପ୍ରଚାର

April 3, 2026

ଏପ୍ରିଲ ତିନି ତାରିଖ ଶୁକ୍ରବାରରେ ଏହି ସାତୋଟି ରାଶିର ଲୋକ ପାଇବେ ଖୁସି ଖବର

April 3, 2026

ରାଜ୍ୟସଭାର ଉପନେତା ପଦରୁ ହଟାଇବା ପରେ ରାଘବ ଚଢାଙ୍କ ପ୍ରଥମ ପୋଷ୍ଟ: ସେୟାର କଲେ ଭିଡିଓ

April 2, 2026
Latest News

ରାଜ୍ୟର ୧୮୮୯ ଟି ନୂତନ ଅଙ୍ଗନବାଡ଼ି ଗୃହ ଉଦଘାଟନ କଲେ ଉପ-ମୁଖ୍ୟମନ୍ତ୍ରୀ

April 3, 2026

ଓଡ଼ିଶାରେ ଆଦିବାସୀ ସାଂସ୍କୃତିକ ଐତିହ୍ୟର ପ୍ରଚାର

April 3, 2026

ଲୋକସଭା ଏବଂ ରାଜ୍ୟସଭାରେ ଜନ ବିଶ୍ୱାସ ବିଲ୍- ୨୦୨୬ ପାସ୍

April 3, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

April 3, 2026

ପ୍ରତିରକ୍ଷା ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପଶ୍ଚିମ ଏସିଆ ଉପରେ ଗଠିତ ମନ୍ତ୍ରୀଗୋଷ୍ଠୀର ଦ୍ୱିତୀୟ ବୈଠକ

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.